ଭିଜିଲାନ୍ସ ଜାଲରେ ଡ୍ରେନେଜ୍ ଡିଭିଜନ୍ AEE ଅନୁପମା ସାହୁ, ୩ଟି ସ୍ଥାନରେ ରେଡ୍
କେନ୍ଦ୍ରାପଡା: ଡ୍ରେନେଜ୍ ଡିଭିଜନ୍ର ଆସିଷ୍ଟାଣ୍ଟ ଏକ୍ଜିକ୍ୟୁଟିଭ୍ ଇଞ୍ଜିନିୟର (AEE) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ ନଗଦ ୩ ଲକ୍ଷ ୧୫ ହଜାର ଟଙ୍କା ଜବତ କରାଯିବା ସହ ଉକ୍ତ ଟଙ୍କା ରଖାଯାଇଥିବା ଅଫିସ୍ ଗାଡ଼ିକୁ ମଧ୍ୟ … Read More
