ଏସସିବିରେ ଆଇସିୟୁରେ ଯୁବତୀଙ୍କୁ ଅସଦାଚରଣ !
କଟକ: କଟକ ବଡ଼ ଡାକ୍ତରଖାନାରେ ଘଟିଛି ଲଜ୍ଜାଜନକ ଘଟଣା। ବଡ଼ ଡାକ୍ତରଖାନାର ଆଇସିୟୁ ଓ୍ବାର୍ଡ ଭିତରେ ଜଣେ ୨୩ ବର୍ଷୀୟା ଯୁବତୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଯୁବତୀଙ୍କ ପରିବାର ପକ୍ଷରୁ ମଙ୍ଗଳବାଗ ଥାନାରେ ଅଭିଯୋଗ କରାଯାଇଛି। ପୁଲିସ … Read More
