କଣ୍ଟାବାଞ୍ଜି ଷ୍ଟେସନରୁ ୮ ଦାଦନ ସହ ୫ ଶିଶୁ ଉଦ୍ଧାର, ଦଲାଲ ଗିରଫ
କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ରେଳ ଷ୍ଟେସନ ଅଞ୍ଚଳରୁ ୮ଜଣ ଦାଦନ ଶ୍ରମିକଙ୍କ ସହ ୫ଜଣ ଶିଶୁ ସମୁଦାୟ ୧୩ ଜଣଙ୍କୁ ଉଦ୍ଧାର କରିଛି ପୁଲିସ। ଏହି ଶ୍ରମିକମାନଙ୍କୁ ଇଟାଭାଟିରେ କାର୍ଯ୍ୟ କରିବାକୁ ଆନ୍ଧ୍ରପ୍ରଦେଶ ଚାଲାଣ କରାଯିବା ସମୟରେ ପୁଲିସ ଟାସ୍କ ଫୋର୍ସ ଉଦ୍ଧାର … Read More
