ପୋଲିସ ଗୁଳିରେ ଟଳିଲେ ୩ ମାଓବାଦୀ

ମାଲକାନଗିରି : ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ମାଓବାଦୀ । ମାଲକାନଗିରି ସୀମାରେ ପୋଲିସ-ମାଓବାଦୀ ମଧ୍ୟରେ ଗୁଳିବିନିମୟ । ଘଟଣାସ୍ଥଳରୁ ତିନିଟି ବନ୍ଧୁକ ସହ ବହୁ ବିସ୍ଫୋରକ ସାମଗ୍ରୀ ଜବତ । ଛତିଶଗଡ଼ ସୁକମା ଚିନ୍ତାଗୁଫା ଜଙ୍ଗଲରେ ଏକତ୍ରିତ ହୋଇ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ … Read More

ଭତ୍ତା ପାଇଁ ବାପାର ଜୀବନ ନେଲା ପୁଅ

କବିସୂର୍ଯ୍ୟନଗର:ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଏ. ବରିଡା ଗାଁରେ ଅଭାବନୀୟ ଘଟଣା ଘଟିଛି। ଜନ୍ମକଲା ବାପାକୁ ହତ୍ୟା କଲା ପୁଅ। ମୃତକ ପଦ୍ମନାଭ ସାହୁ ବୋଲି ଜଣାପଡିଛି। ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ମଝିଆ ପୁଅ ରମେଶ ଚନ୍ଦ୍ର ସାହୁ … Read More

ବାଇକ ଉପରେ ଚଢ଼ିଗଲା ଟ୍ରକ, ୩ ମୃତ

କାମାକ୍ଷାନଗର: ଢେଙ୍କାନାଳ ପରଜଙ୍ଗ ଥାନା ୧୪୯ ନମ୍ବର ଜାତୀୟ ରାଜପଥର କୁଲେଇ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକ ଉପରେ ଚଢ଼ିଗଲା ଟ୍ରକ l ଘଟଣା ସ୍ଥଳ ରେ ବାଇକ ରେ ଥିବା ତିନି ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି … Read More

ହ୍ୟୁମାନଙ୍କ ସ୍ବାସ୍ଥ୍ୟାବସ୍ଥା ସଂକଟାପନ୍ନ, ଦିଲ୍ଲୀ ଏୟାରଲିଫ୍ଟ ଯୋଜନା

ଭୁବନେଶ୍ବର: ଭେଣ୍ଟିଲେଟରରେ ଓଲିଉଡ ସିଙ୍ଗର ହ୍ୟୁମାନ ସାଗର । ତାଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ରହିଛି । ଭୁବନେଶ୍ବର ଏମସରେ ଚାଲିଛି ଚିକିତ୍ସା । ଲିଭରରେ ସମସ୍ୟା ସହ ଶରୀରର ଏକାଧିକ ଅଙ୍ଗ ଅଚଳ ହୋଇଛି । ଆଗାମୀ ୭୨ଘଣ୍ଟା ଅତି ଗୁରୁତ୍ବପୂର୍ଣ୍ଣ … Read More

୨୦ ରୁ କେନ୍ଦୁଝର ବନଖଣ୍ଡରେ ବାଘ ଗଣନା

କେନ୍ଦୁଝର: ଆସନ୍ତା ୨୦ ତାରିଖରୁ କେନ୍ଦୁଝର ବନଖଣ୍ଡରେ ଆରମ୍ଭ ହେବ ବାଘ ଗଣନା। ବାଘ ସହିତ ଅନ୍ୟାନ୍ୟ ଜୀବଜନ୍ତୁ ଗଣନା ମଧ୍ୟ କରାଯିବ। କେନ୍ଦୁଝର ବନଖଣ୍ଡରେ ୧୦୫ ବିଟ୍‌ରେ ଏହି ଗଣନା ହେବାକୁ ଥିବା ବେଳେ ୩୦୦ କର୍ମଚାରୀ ବନଖଣ୍ଡ ଅଧିକାରୀ … Read More

ଦିଲ୍ଲୀ ବିସ୍ଫୋରଣରେ ସାମିଲ ଥିବା ୪ଡାକ୍ତରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ: ଦିଲ୍ଲୀ ବିସ୍ଫୋରଣରେ ସାମିଲ ଥିବା ୪ ଡାକ୍ତରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଆଉ ଡାକ୍ତରୀ ଅଭ୍ୟାସ କରିପାରିବେନି ଏହି ୪ଜଣ । ଜାତୀୟ ମେଡିକାଲ କମିଶନ ନିଜ ସରକାରୀ ରେଜିଷ୍ଟରରୁ ସେମାନଙ୍କ ନାଁ କାଟି ଦେଇଛି । … Read More

କୋଟିଆ ସୀମାନ୍ତରେ ନିର୍ମାଣ ହେବ ତନଖି ଫାଟକ

ସେମିଳିଗୁଡା: ଆନ୍ଧ୍ରର ଅନୁପ୍ରବେଶ ରୋକିବାକୁ କୋରାପୁଟ ଜିଲାର ସୀମାନ୍ତ ପଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆରେ ରାଜ୍ୟ ସରକାର ତନଖି ଫାଟକ ଶୀଘ୍ର ସ୍ଥାପନ କରିବେ। ଏଥିପାଇଁ ଯୋଜନା ସରିଛି ବୋଲି କହିଛନ୍ତି ପଟାଙ୍ଗି ବିଡିଓ ରାମକୃଷ୍ଣ ନାୟକ। ନିକଟରେ ଆନ୍ଧ୍ର ଅଧିକାରୀମାନେ … Read More

ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ: ଭକ୍ତିପୂତ ପ୍ରଣାମ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଜନଜାତୀୟ ଗୌରବ ଦିବସ ତଥା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ । ଏହି ଅବସରରେ ଏକ୍ସରେ ପୋଷ୍ଟ କରି ଭକ୍ତିପୂତ ପ୍ରଣାମ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଭଗବାନ ବିର୍ସା ମୁଣ୍ଡା … Read More

ଶିମିଳିପାଳରେ ଆଜିଠୁ ଆରମ୍ଭ ହେଲା ପ୍ରଥମ ପର୍ଯ୍ୟାୟ ବାଘ ଗଣନା

ମୟୂରଭଞ୍ଜ: ଆରମ୍ଭ ହେଲା ଶିମିଳିପାଳରେ ବାଘ ଗଣନା । ଆଜି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣରେ ଅଖିଳ ଭାରତୀୟ ବ୍ୟାଘ୍ର ଆକଳନ-୨୦୨୬ ଆରମ୍ଭ ହୋଇଛି । ଜାତୀୟ ବ୍ୟାଘ୍ର ସଂରକ୍ଷଣ ଅଥୋରିଟିର ଗାଇଡ ଲାଇନକୁ ଆଧାର କରି ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ … Read More

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଆଜି ୮ ଜଣ ଅଭିଯୁକ୍ତଙ୍କର ଟିଆଇ ପରେଡ୍‌ ଶେଷ ହୋଇଛି । ଏନେଇ ଏସଡିଜେଏମ୍ କୋର୍ଟରେ ଆବେଦନ କରିଥିଲା ପୋଲିସ । କୋର୍ଟଙ୍କ ଅର୍ଡର ମିଳିବା ପରେ ଅପରାହ୍ଣରେ ବ୍ରହ୍ମପୁର ମଣ୍ଡଳ କାରାଗାରରେ … Read More