Category: State
ଗୋପାଳଜୀୟୁ ମନ୍ଦିରରୁ ଚୋରି, ଲୁଟି ନେଲେ ୧୨ଟି ରୂପା ମୁକୁଟ
ପାରାଦ୍ଵୀପ : ଗତକାଲି ବିଳମ୍ବିତ ରାତିରେ ପାରାଦ୍ଵୀପ ବୃନ୍ଦାବନ କଲୋନୀ ଗୋପାଳଜୀୟୁ ଶିବ ମନ୍ଦିରରୁ ଚୋରି ହୋଇଥିବା ଦେଖିବାକୁ ମିଳିଛି । ଦୁବୃର୍ତ୍ତମାନେ ମନ୍ଦିରର ତିନୋଟି ହୁଣ୍ଡି ଭାଙ୍ଗି ଟଙ୍କା ଲୁଟ୍ କରିବା ସହିତ ୮ ଟି ବଡ଼ ରୂପା ମୁକୁଟ, ରୂପାର … Read More
ଫିକା ପଡ଼ିଲା ନବୀନ କ୍ରେଜ, ନୂଆପଡ଼ାରେ ବିଜେଡିକୁ ଶକ୍ତ ଝଟକା
ନୂଆପଡ଼ା: ନୂଆପଡ଼ାରେ ବିଜେଡିକୁ ବଡ଼ ଝଟକା। ୨୫ ବର୍ଷର ଶାସନ ପରେ କ୍ଷମତାଚ୍ୟୁତ ହୋଇଥିବା ବିଜୁ ଜନତା ଦଳକୁ ନୂଆପଡ଼ାରେ କେବଳ ପରାଜୟର ସାମ୍ନା କରିବାକୁ ପଡ଼ିନାହିଁ, ବରଂ ୩ୟ ସ୍ଥାନରେ ରହି ବଡ଼ ବିଫଳତାର ସ୍ଵାଦ ଚାଖିଛି। ଖୋଦ ବିଜେଡି … Read More
ହ୍ୟୁମାନ୍ ସାଗର ଅସୁସ୍ଥ, ଏମ୍ସରେ ଭର୍ତ୍ତି
ଭୁବନେଶ୍ବର: ଖ୍ୟାତନାମା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ୱର ଏମ୍ସକୁ ସ୍ଥାନାନ୍ତର କରାଯାଇଛି। କିଛି ଦିନ ଧରି ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ହ୍ୟୁମାନଙ୍କୁ କିଡନୀ ଓ ଲିଭର୍ ଜନିତ ସମସ୍ୟା ଯୋଗୁଁ ଅଧିକ ଚିକିତ୍ସା ପାଇଁ … Read More
ପଇସା ଦେଇ ଭୋଟ୍ କିଣିଛି ବିଜେପି: ଘାସିରାମ
ନୂଆପଡା: ନୂଆପଡା ଉପନିର୍ବାଚନରେ ବିଜେପିର ପ୍ରଦର୍ଶନକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ। ସେ କହିଛନ୍ତି ବିଜେପି ପଇସା ଦେଇ ଭୋଟ୍ କିଣିଛି। ପଇସା ପାଇଁ ବିଜେପି ଆଗରେ ରହିଛି। ଭୋଟରମାନେ ଟଙ୍କାରେ କିଣି ହୋଇଗଲେ, ମାଟିର … Read More
ଡିସେମ୍ବର ୨୨ରୁ ୩୧ ମଧ୍ୟରେ ହେବ +୨ ଇଣ୍ଟରନାଲ ଆସେସ୍ମେଣ୍ଟ
ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତଦୁଇ ଦ୍ବିତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ଇଣ୍ଟରନାଲ ଆସେସ୍ମେଣ୍ଟ/ପ୍ରୋଜେକ୍ଟ ପରୀକ୍ଷା ଆସନ୍ତା ଡିସେମ୍ବର ୨୨ରୁ ୩୧ ମଧ୍ୟରେ ଅନୁଷ୍ଠିତ ହେବ। ସମସ୍ତ ପଞ୍ଜିକୃତ ରେଗୁଲାର ପରୀକ୍ଷାର୍ଥୀଙ୍କ ପାଇଁ ଏହା ବାଧ୍ୟତାମୂଳକ। କେବଳ … Read More
୦-୬ ବର୍ଷ ବର୍ଗର ଦିବ୍ୟାଙ୍ଗ ଶିଶୁଙ୍କ ହେବ ସର୍ଭେ
ଭୁବନେଶ୍ବର: ରାଜ୍ୟର ସମସ୍ତ ଜିଲାରେ ଥିବା ୦-୬ ବର୍ଷ ବର୍ଗର ଦିବ୍ୟାଙ୍ଗ ଶିଶୁଙ୍କ ସର୍ଭେ କରାଯିବ। ଭିନ୍ନକ୍ଷମ ଅଧିକାର, ଅଧିନିୟମ ୨୦୧୬ ଅନୁସାରେ ଅକ୍ଷମତାର ସମସ୍ତ ୨୧ଟି ବର୍ଗକୁ ସର୍ଭେରେ ଗୁରୁତ୍ବ ଦିଆଯିବ। ଏହି ସର୍ଭେ ୩୦ ଦିନ ବା ଏକମାସ … Read More
ନୂଆପଡାରେ ଫୁଟିଲା ପଦ୍ମ, ବିପୁଳ ଭୋଟ ବ୍ୟବଧାନରେ ଜୟ ଢୋଲକିଆ ବିଜୟୀ
ନୂଆପଡା : ଶେଷ ହୋଇଛି ନୂଆପଡ଼ା ଉପନିର୍ବାଚନ ମତଦାନର ମତଗଣନା । ସବୁ ଆଶା ଓ ଆଶଙ୍କାର ଅବସାନ ଘଟାଇ ନୂଆପଡ଼ା ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି (ବିଜେପି) ବାଜି ମାରିଛି । ୨୯ ତମ ବା ଶେଷ ରାଉଣ୍ଡର ଭୋଟ୍ ଗଣତି … Read More
ସରିଲା ଐତିହାସିକ ବାଲିଯାତ୍ରା: ଶ୍ରେୟା ଘୋଷାଲଙ୍କ କାର୍ଯ୍ୟକ୍ରମରେ ଅଘଟଣ, ୫ ଆହତ
କଟକ : ଅଘଟଣରେ ସରିଲା ଐତିହାସିକ କଟକ ବାଲିଯାତ୍ରା । ସମାପନୀ ଉତ୍ସବରେ ବଲିଉଡ୍ ପ୍ରଚ୍ଛଦପଟ୍ଟ ଗାୟିକା ଶ୍ରେୟା ଘୋଷାଲଙ୍କ ବୈଷ୍ଣବ ପାଣି ମଞ୍ଚରେ ଥିବା ଲାଇଭ୍ କାର୍ଯ୍ୟକ୍ରମ ଅବ୍ୟବସ୍ଥାରେ ପରିଣତ ହୋଇଥିଲା । ନାହିଁ ନଥିବା ଭିଡ଼ରୁ ଠେଲାପେଲା ଦଳଚକଟା ଭଳି … Read More
ପୁରୀ ବାସିନ୍ଦାଙ୍କ ପାଇଁ ଦୁର୍ବିସହ ଶ୍ରୀଜିଉ ଦର୍ଶନ, ସ୍ୱତନ୍ତ୍ର ଶ୍ରୀମନ୍ଦିର ପ୍ରବେଶ ଅଭିଯାନ ଆରମ୍ଭ
ପୁରୀ: ଶଙ୍ଖ କ୍ଷେତ୍ର ବା ପୁରୁଷୋତ୍ତମ କ୍ଷେତ୍ର ହେଉଛି ପୁରୀ । କୁହାଯାଏ ଭାଗ୍ୟରେ ଥିଲେ ଶ୍ରୀକ୍ଷେତ୍ରରେ ଜନ୍ମ ମିଳିଥାଏ । ବ୍ରହ୍ମାଣ୍ଡର ମାଲିକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କ୍ଷେତ୍ର ହେଉଛି ପୁରୀ । ପ୍ରତିଦିନ ପୁରୀ ସହରବାସିନ୍ଦା ମଙ୍ଗଳ ଆଳତୀ ବା … Read More
