୨୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ କିରାଣି
କଳାହାଣ୍ଡି: ଭିଜିଲାନ୍ସ ଜାଲରେ RWSS କିରାଣି । କଳାହାଣ୍ଡି ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ବରିଷ୍ଠ କିରାଣୀ ଟି ଭେଙ୍କଟ ଗିରି ରାଓଙ୍କୁ ମାଡିବସିଲା ଭିଜିଲାନ୍ସ । ପେନସନ ଓ ଗ୍ରାଚୁଟି କାଗଜ ପତ୍ର କରାଇଦେବା ପାଇଁ ୨୦ ହଜାର ଟଙ୍କା ଲାଞ୍ଚ … Read More
କଳାହାଣ୍ଡି: ଭିଜିଲାନ୍ସ ଜାଲରେ RWSS କିରାଣି । କଳାହାଣ୍ଡି ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ବରିଷ୍ଠ କିରାଣୀ ଟି ଭେଙ୍କଟ ଗିରି ରାଓଙ୍କୁ ମାଡିବସିଲା ଭିଜିଲାନ୍ସ । ପେନସନ ଓ ଗ୍ରାଚୁଟି କାଗଜ ପତ୍ର କରାଇଦେବା ପାଇଁ ୨୦ ହଜାର ଟଙ୍କା ଲାଞ୍ଚ … Read More
ଭୁବନେଶ୍ବର: ପୁଣି ଇସ୍କନର ମନମାନୀ । ଆସନ୍ତା୨୩ତାରିଖ ରବିବାର ଦିନ ଆୟୋଜିତ ହେବାକୁ ଯାଉଛି ଅଦିନିଆ ରଥଯାତ୍ରା । ତାଇୱାନର ଜିମେଣ୍ଡିଙ୍ଗ ଏମଆରଟି EXIT-6ରେ ଆୟୋଜିତ ହେବାକୁ ଥିବା ଅଦିନିଆ ରଥଯାତ୍ରାରେ ଯୋଗ ଦେବାପାଇଁ ଇସ୍କନ ଅନୁଗାମୀ ଏବଂ ଜଗନ୍ନାଥ ପ୍ରେମୀଙ୍କୁ … Read More
କଣ୍ଟାବାଞ୍ଝି : ପରିତ୍ୟକ୍ତ କୂଅରୁ ହାତୀ ଶାବକ ଉଦ୍ଧାର । ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜ ଅନ୍ତର୍ଗତ ବିଜାମାଲ ଗାଁ ନିକଟ ଏକ ପରିତ୍ୟକ୍ତ କୂଅରେ ହାତୀ ଛୁଆଟି ଖସି ପଡ଼ିଥିଲା । ସ୍ଥାନୀୟଲୋକେ ଦେଖି ବନବିଭାଗକୁ ଖବର ଦେଇଥିଲେ । ମୁରିବାହାଲ … Read More
ଭଞ୍ଜନଗର : ପୋଖରୀକୁ ପଶିଗଲା କାର୍ । ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମ କବିସୂର୍ଯ୍ୟନଗର ଥାନା ଗଙ୍ଗାପୁର ଗାଁ ନିକଟରେ ଦୁର୍ଘଟଣା ଘଟିଛି । ମୃତକ ହେଲେ ନୀଳାଞ୍ଚଳ ପାତ୍ର ଓ ସନ୍ତୋଷ ମହାପାତ୍ର । କାର୍ ଭିତରେ ମୋଟ … Read More
କଟକ : ASO ମୁଖ୍ୟ ଲିଖିତ ପରୀକ୍ଷା ବାତିଲ୍ । ଜୁଲାଇ ୧୩ରେ ହୋଇଥିବା ପରୀକ୍ଷାକୁ ରଦ୍ଦ କରିଛନ୍ତି ହାଇକୋର୍ଟ । ଡିସେମ୍ବର ୭ ତାରିଖରେ ସାନି ପରୀକ୍ଷା ହେବ । ଜୁଲାଇ ୧୩ରେ ହୋଇଥିବା ପରୀକ୍ଷା ପରିଚାଳନାରେ ବିଭ୍ରାଟ ହୋଇଥିବା ସନ୍ଦେହ … Read More
ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଆରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଭୁବନେଶ୍ୱରର ୟୁନିଟ୍-୩ସ୍ଥିତ କ୍ୟାପିଟାଲ ହାଇସ୍କୁଲଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି। ସୁରଭି … Read More
ଭୁବନେଶ୍ବର: ନଭେମ୍ବର ୧୪ରେ ନୂଆପଡ଼ା ବିଧାନସଭା ଉପନିର୍ବାଚନ ଭୋଟ୍ ଗଣତି । ଏଥିପାଇଁ ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଶୁକ୍ରବାର ସକାଳ ୮ଟାରୁ ପ୍ରଥମେ ପୋଷ୍ଟାଲ ବାଲଟ ଗଣନା ଓ ସାଢେ ୮ଟା ର ଆରମ୍ଭ ହେବ ଇଭିଏମ … Read More
ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନରେ ଏଥର ରେକର୍ଡ ମତଦାନ ହୋଇଛି। ଚଳିତ ଥର ଐତିହାସିକ ଭାବେ ୮୩.୪୫% ଭୋଟିଂ ହୋଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କ ସୂତ୍ରରୁ ସୂଚନା ମିଳିଛି। ସିଇଓ କହିଛନ୍ତି ଯେ, ମତଦାନରେ ଏହି ଉତ୍ସାହପୂର୍ଣ୍ଣ ଅଂଶଗ୍ରହଣ ନୂଆପଡାବାସୀଙ୍କ ଗଣତନ୍ତ୍ର … Read More
କଟକ: ମହାନଦୀର ଶାନ୍ତ ଜଳରାଶିରେ ଦୁଇ ଦିନିଆ ନୌକା ଦୌଡ଼ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମହାନଦୀ ନୌକା ଦୌଡ଼ ପ୍ରତିଯୋଗିତା ୨୦୨୫କୁ ଶୁଭାରମ୍ଭ କରିଥିଲେ। ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଦ୍ୱାରା କଟକ ଜିଲ୍ଲା ପ୍ରଶାସନ ସହିତ … Read More
କଟକ : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ଟିଚର ଏଲିଜିବିଲିଟି ଟେଷ୍ଟ (ଓଟିଇଟି) ଡିସେମ୍ବର ୧୭ରେ ଅନୁଷ୍ଠିତ ହେବ। ସେହି ଦିନ ୨ଟି ପର୍ଯ୍ୟାୟରେ ପରୀକ୍ଷା କରାଯିବ। ପୂର୍ବାହ୍ଣ ୯ଟାରୁ ୧୧.୩୦ ପର୍ଯ୍ୟନ୍ତ ପେପର-୧ ପରୀକ୍ଷା ଓ … Read More