ଭୁବନେଶ୍ୱରରେ ହାଇଆଲର୍ଟ: ରେଲୱେ ଷ୍ଟେସନ, ବସ ଷ୍ଟାଣ୍ଡରେ ଚେକିଂ
ଭୁବନେଶ୍ୱର : ଦିଲ୍ଲୀ ବିସ୍ଫୋରଣ ପରେ ହାଇଆଲର୍ଟରେ ରାଜଧାନୀ ଭୁବନେଶ୍ୱର । ନୟାପଲ୍ଲୀ, ଇନ୍ଫୋଭେଲୀ, ଭରତପୁର , କ୍ୟାପିଟାଲ ଆଦି ବିଭିନ୍ନ ଥାନା ଅଂଚଳରେ ପାଟ୍ରୋଲିଙ୍ଗ କଡାକଡି କରାଯାଇଛି । ସେହିଭଳି ବିଭିନ୍ନ ଅଞ୍ଚଳରେ ନାକା ଲଗାଯାଇ ଗାଡ଼ି ମୋଟର ଚେକିଂ କରାଯାଉଛି … Read More
