ଆପାର୍ଟମେଣ୍ଟ ଭୁଷୁଡିବା ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ସହାୟତା ଘୋଷଣା

କଟକ : କଟକରେ ଆପାର୍ଟମେଣ୍ଟ ଭୁଷୁଡିବା ଘଟଣାରେ ତନାଘନା । ଏତେ ବଡ଼ ଦୁର୍ଘଟଣା ପାଇଁ ଦାୟୀ କିଏ ଚାଲିଛି ତନାଘନା। ସେପଟେ କଟକ ସହରରେ ଥିବା ଅସୁରକ୍ଷିତ କୋଠାର ଯାଂଚ ପାଇଁ ଏକ ସ୍ବତନ୍ତ୍ର ଟିମ୍ ମଧ୍ୟ ଗଠନ ହୋଇଛି । … Read More

ଶିକ୍ଷକଙ୍କୁ ସୁପ୍ରିମ ଆଶ୍ବସ୍ତି, TET ଡେଡ୍ ଲାଇନ୍ ପୂର୍ବରୁ ପାସ୍ କରିଥିଲେ ଯିବନି ଚାକିରି

ଭୁବନେଶ୍ବର: ଶିକ୍ଷକଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଆଶ୍ବସ୍ତି । TET ଡେଡ୍ ଲାଇନ୍ ପୂର୍ବରୁ ପାସ୍ କରିଥିଲେ ଯିବ ନାହିଁ ଚାକିରି । କୋର୍ଟ କହିଛନ୍ତି, TET ପାସ୍ କରିବା ପାଇଁ RTE ଆଇନ ଅନୁଯାୟୀ ବର୍ଦ୍ଧିତ ସମୟ ସୀମା ୨୦୧୯ ମାର୍ଚ୍ଚ ୩୧ … Read More

ଗ୍ରୀନ ଇଣ୍ଡିଆ ଚିଟଫଣ୍ଡ ମାମଲା: ୪ଟି ସ୍ଥାନରେ ଚଢ଼ାଉ, ୮୪ ଲକ୍ଷ ଟଙ୍କା ଜବତ

ଭୁବନେଶ୍ବର: ଗ୍ରୀନ ଇଣ୍ଡିଆ ଚିଟଫଣ୍ଡ ମାମଲାରେ ଇଡିର ଚଢ଼ଉ । ମାଲିକ ପ୍ରଦୀପଙ୍କ ଘରୁ ମିଳିଲା ନଗଦ ୮୪ ଲକ୍ଷ । ମନି ଲଣ୍ଡରିଂ ନିବାରଣ ଆଇନ୍ ୨୦୦୨ (ପିଏମ୍ଏଲଏ) ଅନୁସାରେ ବ୍ରହ୍ମପୁରର ୪ ଟି ସ୍ଥାନରେ ଚଢ଼ଉ କରାଯାଇଛି । ଚଢ଼ଉ … Read More

କେନାଲକୁ ଖସିଲା ବାଇକ, ଯୁବକ ମୃତ

କଣ୍ଟାବାଞ୍ଜି: କେତେବେଳେ କାହା ଜୀବନରେ ଖରାପ ସମୟ ଆସି ପହଞ୍ଚେ ସେ ବିଷୟରେ କେହି ଆଗରୁ ଜାଣି ନଥାନ୍ତି । ଦୁର୍ଘଟଣା ଘଟିଗଲା ପରେ ବି ସହଜରେ ବିଶ୍ୱାସ କରିହୁଏ ନାହିଁ । ଚାହୁଁ ଚାହୁଁ କ୍ଷଣିକ ଭିତରେ ସବୁ କିଛି ଓଲଟ … Read More

ନୂଆପଡ଼ାରେ ରୋଡ ସୋ କରି ଜୟ ଢୋଲକିଆଙ୍କ ପାଇଁ ଭୋଟ ମାଗିଲେ ମୁଖ୍ୟମନ୍ତ୍ରୀ

ନୂଆପଡ଼ା : ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ରୋଡ ସୋ ।  ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ।  ନୂଆପଡ଼ାରୁ ଖରିଆର ରୋଡ ପର୍ଯ୍ୟନ୍ତ ହୋଇଛି ରୋଡ ସୋ ।  ଏଥିରେ ବିଜେପି ରାଜ୍ୟ ସଭାପତି … Read More

ଆପାର୍ଟମେଣ୍ଟ ବାଲକୋନି ଭୁଶୁଡି ୩ ମୃତ

କଟକ : କଟକରେ ବଡ ଅଘଟଣ ।  ଭୁଶୁଡିଲା ଆପାର୍ଟମେଣ୍ଟ ବାଲକୋନି ।  ଆଜବେଷ୍ଟେସ ଘର ଉପରେ ପଡିବାରୁ ୩ ମୃତ  । କଟକ ମଣିସାହୁ ଛକ ନିକଟରେ ଥିବା ଏକ ପୁରୁଣା ଆପାର୍ଟମେଣ୍ଟର ବାଲକୋନି ଭୁଶୁଡିଲା ।  ତଳେ ଥିବା ଆଜବେଷ୍ଟେସ … Read More

ଜଣେ PSO ସହ ପୀତବାସଙ୍କ ଘର ଆଗରେ ରହିବେ ୪ ପୋଲିସ

ବ୍ରହ୍ମପୁର : ପୀତବାସଙ୍କ ପରିବାରକୁ ମିଳିଲା ପୋଲିସ ସୁରକ୍ଷା ।  ପରିବାରକୁ ଧମକପୂର୍ଣ୍ଣ ଫୋନ କଲ ପରେ ସିକ୍ୟୁରିଟି ପ୍ରଦାନ ।  ଗୁଳି ମାଡ଼ରେ ମୃତ୍ୟୁ ଘଟିଥିବା ବ୍ରହ୍ମପୁର ଆଇନଜୀବୀ ପୀତବାସ ପଣ୍ଡାଙ୍କ ପରିବାରକୁ ମିଳିଲା ପୋଲିସ ସୁରକ୍ଷା । ବ୍ରହ୍ମପୁର ପୋଲିସ … Read More

ନୂଆପଡ଼ାରେ ବିଜେଡି ନେତାଙ୍କ ଘରେ ଆଇଟି ରେଡ୍

ନୂଆପଡ଼ା: ନୂଆପଡ଼ାରେ ବିଜେଡି ନେତା ମହମ୍ମଦ ଜୁନେଦଙ୍କ ଘରେ ଆୟକର(ଆଇଟି) ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଜୁନେଦ ଗତ ଶୁକ୍ରବାର କଂଗ୍ରେସ ଛାଡ଼ି ବିଜେଡିରେ ସାମିଲ ହୋଇଥିଲେ। ଜୁନେଦଙ୍କ ଘର ସମେତ ଅନ୍ୟ କେତେକ ସ୍ଥାନରେ ଚଢ଼ାଉ ହୋଇଥିବା ଜଣାପଡ଼ିଛି। ତେବେ … Read More

ଦାରୁଠେଙ୍ଗ ପଥର ଖଣିରୁ କୁମ୍ଭୀର ଉଦ୍ଧାର କଲେ ଜୁଝଗଡ଼ ଗ୍ରାମବାସୀ

ଭୁବନେଶ୍ଵର: ଭୁବନେଶ୍ବର ଦାରୁଠେଙ୍ଗ ନିକଟରେ ଥିବା ଏକ ପଥର ଖଣିରୁ ଗୋଟିଏ କୁମ୍ଭୀର ଉଦ୍ଧାର ହୋଇଛି। ସ୍ଥାନୀୟ ଜୁଝଗଡ଼ ଗାଁ ଲୋକ ଏହି କୁମ୍ଭୀରକୁ ଉଦ୍ଧାର କରିଛନ୍ତି। କୁମ୍ଭୀରଟି ଅନେକ ବାଛୁରୀ ଓ କୁକୁରଙ୍କୁ ଶିକାର କରିଥିଲା। କିଛି ମଣିଷ ବି … Read More

ଧାନ ଫସଲ ନଷ୍ଟ କରୁଛି ଚକଡା ପୋକ: ଚିନ୍ତାରେ ଚାଷୀ

ଉଦଳା: କଥାରେ ଅଛି ଚାଷ କାମ ଯାହାର କେତେ ସୁଖ ତାହାର ହେଲେ ଚାଷୀଙ୍କ ସୁଖ ବଦଳରେ ଦୁଃଖ ଆଣି ଦେଇଛି । ଚାଷୀ ଏ ବର୍ଷ ଭଲ ଧାନ ଅମଳ ଅପେକ୍ଷାରେ ଥିଲା । ହେଲେ ଚକଡା ପୋକ ଚାଷୀର ମେରୁଦଣ୍ଡକୁ … Read More