ରାସ୍ତା କଡ଼ରୁ ଓଏପିଏଫ୍ ଯବାନଙ୍କ ମୃତଦେହ ଉଦ୍ଧାର

ରାୟଗଡ଼ା: ଓଡ଼ିଶା ସହାୟକ ଆରକ୍ଷୀ ବାହିନୀ (ଓଏପିଏଫ୍‌)ର ଜଣେ ଯବାନଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ଗୌରୀ ପ୍ରସାଦ ତାଡିଙ୍ଗି। ତାଙ୍କ ମୃତଦେହ ରାୟଗଡ଼ା ବ୍ଲକ ପିତାମହଲ ଓ ଜମାଦେଇପେଣ୍ଠ ରାସ୍ତା କଡ଼ରେ ଏକ କପା ବାଡ଼ ମଧ୍ୟରେ … Read More

ରେଭେନ୍ସା ବିଶ୍ଵବିଦ୍ୟାଳୟରେ ନାହିଁ କ୍ଲାସରୁମ୍ ! କୁଳପତିଙ୍କ ଅଫିସ ଆଗରେ ବସି ପଢିଲେ ଛାତ୍ରଛାତ୍ରୀ

କଟକ : କୁଳପତିଙ୍କ କାର୍ଯ୍ୟାଳୟ ଆଗରେ ବସି ପାଠ ପଢିଲେ ଛାତ୍ରଛାତ୍ରୀ ।  କଟକ ରେଭେନ୍ସା ବିଶ୍ଵବିଦ୍ୟାଳୟରେ ଦେଖିବାକୁ ମିଳିଛି ଏପରି ଘଟଣା  ।  ଶ୍ରେଣୀଗୃହର ଛାତ ସିଲିଂ ଭାଙ୍ଗିଯାଇଛି ।  ୨୦ ଦିନ ହେବ ଏନେଇ ଅଭିଯୋଗ କରିବା ପରେ ମଧ୍ୟ … Read More

ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ, ଆତ୍ମହତ୍ୟା କରିଥିବା କହିଲେ ପରିବାର ଲୋକେ

ଭୁବନେଶ୍ୱର : ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ । ଚନ୍ଦ୍ରଶେଖରପୁର ଥାନା ହୋମଗାର୍ଡଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ହାଉସିଂବୋର୍ଡ କଲୋନୀ ସରକାରୀ କ୍ବାଟରରୁ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ସୁଜାତା ରାଣି କର । ଦୁଇ ମାସ ହେବ … Read More

OSSC ଅଫିସ ଘେରିଲେ LTR ଆଶାୟୀ ସଂସ୍କୃତ ଶିକ୍ଷକ, ରେଜଲ୍ଟ ବାହାର କରି ତୁରନ୍ତ ନିଯୁକ୍ତି ଦାବି

ଭୁବନେଶ୍ବର : ଭୁବନେଶ୍ବର OSSC କାର୍ଯ୍ୟାଳୟ ଘେରାଉ କଲେ LTR ଆଶାୟୀ ସଂସ୍କୃତ ଶିକ୍ଷକ। ତୁରନ୍ତ ରେଜଲ୍ଟ ବାହାର କରି ନିଯୁକ୍ତି ଦେବାକୁ ଦାବି କରିଛନ୍ତି । ନଚେତ୍ ଆତ୍ମାହୁତି ଦେବେ ବୋଲି ଚେତାବନୀ ଦେଇଛନ୍ତି । ଗତ ମେ ୧୭ ତାରିଖରେ … Read More

ହାଇୱା ଧକ୍କାରେ ଛାତ୍ର ମୃତ, କ୍ଷତି ପୂରଣ ଦାବିରେ ରାସ୍ତା ଅବରୋଧ

ଯାଜପୁର: ହାଇୱା ଧକ୍କାରେ ଚାଲିଗଲା ଛାତ୍ରଙ୍କ ଜୀବନ, କ୍ଷତି ପୂରଣ ଦାବିରେ ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ । ହାଇୱା ଧକ୍କାରେ ଚାଲିଗଲା ଛାତ୍ରଙ୍କ ଜୀବନ । ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ନାକପୋଲ-ପାଖର ରାସ୍ତାର ତେଲୋର … Read More

ସର୍ଭର ଡାଉନ: RI ଅମିନ ନିଯୁକ୍ତି ପରୀକ୍ଷାରେ ବିଭ୍ରାଟ

ଭୁବନେଶ୍ୱର : ଆଜି ଆରଆଇ ପରୀକ୍ଷା ଆରମ୍ଭ ହେବା ପୂର୍ବରୁ ସର୍ଭର ଡାଉନ । ଫଳରେ ଅନେକ ସ୍ଥାନରେ ପରୀକ୍ଷା ଦେଇ ପାରିନାହାଁନ୍ତି ଆଶାୟୀ । ରାଜ୍ୟରେ ୮୫ରୁ ଅଧିକ ସ୍ଥାନରେ ଆରଆଇ ପରୀକ୍ଷା ହେଉଥିବା ବେଳେ ପରୀକ୍ଷା ଆରମ୍ଭ ହେବା ପୂର୍ବରୁ … Read More

ଘାଟିରେ ଜଳିଗଲା ବସ୍, ବର୍ତ୍ତିଲେ ଯାତ୍ରୀ

ସେମିଳିଗୁଡା: କୋରାପୁଟ ଜିଲ୍ଲା ଆନ୍ଧ୍ର ସୀମାନ୍ତ ସାଲୁର୍‌ ଘାଟିରେ ଗୁରୁବାର ସକାଳେ ଓଡିଶା ରାଜ୍ୟ ସଡକ ପରିବହନ ନିଗମ(ଓଏସଆରଟିସି) ବସ ନିଆଁ ଲାଗି ଜଳିଯାଇଛି। ତେବେ ଯାତ୍ରୀମାନେ ତୁରନ୍ତ ବସରୁ ଓହ୍ଲାଇଯିବାରୁ ବଡ଼ ଅଘଟଣରୁ ବର୍ତ୍ତି ଯାଇଥିଲେ। ଉଭୟ ରାଜ୍ୟ ପାର୍ଶରୁ … Read More

ଆସନ୍ତାକାଲି ନୂଆପଡ଼ା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଆସନ୍ତାକାଲି ନୂଆପଡ଼ା ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତାକାଲି ନୂଆପଡ଼ା ଉପନିର୍ବାଚନ ପାଇଁ ମୁଖ୍ୟମନ୍ତ୍ରୀଙ୍କର ପ୍ରଚାର କାର୍ଯ୍ୟକ୍ରମ ରହିଛି । କୋମନାରେ ରୋଡ୍‌-ସୋ ରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହ ଛତିଶଗଡ଼ ମୁଖ୍ୟମନ୍ତ୍ରୀ … Read More

ଯୁବକଙ୍କ ଉନ୍ମତ୍ତକାଣ୍ଡ: ନାବାଳିକାଙ୍କ ବାପାଙ୍କ ତଣ୍ଟି କାଟିଲା ଯୁବକ

ବାସୁଦେବପୁର: ବାସୁଦେବପୁର ଥାନା ଅଧୀନ ଆରୁହା ପଞ୍ଚାୟତର କୁଞ୍ଚଆଢ଼ିଆ ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜନୈକା ନାବାଳିକାଙ୍କ ବାପାଙ୍କ ତଣ୍ଟି କାଟି ଦେଇଛନ୍ତି ଜଣେ ଯୁବକ। ଅଭିଯୁକ୍ତ ଜଣକ ବିଷ୍ଣୁବିନ୍ଧା ଗ୍ରାମର ବୋଲି ଜଣାପଡ଼ିଛି। ଏହି ଘଟଣାରେ … Read More

ବୋଇତ ବନ୍ଦାଣ ଉତ୍ସବରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପାରାଦୀପ ବନ୍ଦରରେ ଆୟୋଜିତ ବୋଇତ ବନ୍ଦାଣ ଉତ୍ସବ ୨୦୨୫ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଓଡ଼ିଶାର ପ୍ରାଚୀନ ନୌବାଣିଜ୍ୟ ପରମ୍ପରା, ରାଜ୍ୟର ଅର୍ଥନୈତିକ ପ୍ରଗତି ଓ ବନ୍ଦର ଭିତ୍ତିକ ଉନ୍ନତି ଉପରେ ଗୁରୁତ୍ୱ ଦେଇ ଏକ … Read More