ବ୍ୟବସାୟୀଙ୍କ କାର ଅଟକାଇ ଲୁଟି ନେଲେ ଲକ୍ଷାଧିକ ଟଙ୍କା

ଜୟପୁର: ବ୍ରିଜ ଉପରେ ଫିଲ୍ମ ଷ୍ଟାଇଲରେ ଲୁଟ । ବ୍ୟବସାୟୀଙ୍କ କାର ଅଟକାଇ ଲକ୍ଷାଧିକ ଟଙ୍କା ଲୁଟିନେଲେ । କ୍ୟାମେରାରେ କଏଦ ହେଲା ଲୁଟ ବେଳର ଚିତ୍ର । ଜୟପୁର କୋଟପାଡ଼ର ଜଣେ ବ୍ୟବସାୟୀଙ୍କ ଠାରୁ ଟଙ୍କା ଲୁଟ୍ । କୋଟପାଡ଼ କୁନ୍ଦୁରା … Read More

ଗ୍ୟାସ ବୋଝେଇ ଟ୍ରକରେ ଲାଗିଲା ନିଆଁ

ସୁବର୍ଣ୍ଣପୁର: ହୁ ହୁ ହୋଇ ଜଳିଗଲା ଟ୍ରକ । ଗ୍ୟାସ ବୋଝେଇ ଟ୍ରକରେ ଲାଗିଲା ନିଆଁ । ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା- ବୀରମହାରାଜପୁର ରାସ୍ତା ଜଟେସିଂହା ହରିହରଯୋର ସେତୁ ନିକଟରେ ଘଟିଛି ଅଘଟଣ । ଇଣ୍ଡିଆନ୍ ଗ୍ୟାସ୍ ବୋଝେଇ ଟ୍ରକଟି ଡିପୋରୁ ମାଲ … Read More

ଅନଲାଇନ ପେମେଣ୍ଟକୁ ନେଇ ଗଣ୍ଡଗୋଳ, ଦୋକାନୀଙ୍କୁ ଆକ୍ରମଣ କଲା ଗ୍ରାହକ

ଭୁବନେଶ୍ୱର : ରାଜଧାନୀରେ ବୁଲିଲା ଖଣ୍ଡା । ଗ୍ରାହକ ଖଣ୍ଡା ଚୋଟରେ ଦୋକାନୀ ଆହାତ। ବଡଗଡ ଥାନା ଟଙ୍କପାଣି ରୋଡ଼ ଚିଲି ପୋଖରୀ ପାଖରେ ଘଟିଛି ଘଟଣା । ଅନଲାନରେ ପେମେଣ୍ଟକୁ ନେଇ ଗଣ୍ଡୋଗୋଳ ହୋଇଥିଲା । ଏଥିରେ ଉତ୍ୟକ୍ତ ହୋଇ ଦୋକାନୀଙ୍କୁ … Read More

ଶ୍ରୀକ୍ଷେତ୍ରରେ ଆରମ୍ଭ ହେଲା ପଞ୍ଚକ ବ୍ରତ, ଠିଆକିଆ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ

ପୁରୀ : ଶ୍ରୀକ୍ଷେତ୍ରରେ ଆଜିଠୁ ଆରମ୍ଭ ହେଲା ପଞ୍ଚକ ବ୍ରତ । ଚଳିତବର୍ଷ ପଞ୍ଚକ ବ୍ରତ ୫ଦିନ ପରିବର୍ତ୍ତେ ୪ଦିନ ଅନୁଷ୍ଠିତ ହେବ । ଏଥିପାଇଁ ମହାପ୍ରଭୁଙ୍କ ବାଙ୍କଚୂଡ ବେଶକୁ ବାଦ୍ ଦେଇ ଅନ୍ୟ ୪ ବେଶ ଅନୁଷ୍ଠିତ ହେବ । ପଞ୍ଚକର … Read More

ଲାଇନ୍ ପାର୍ ହେବା ବେଳେ ଧକ୍କା ଦେଲା ଟ୍ରେନ, ଦନ୍ତା ମୃତ

ମୟୂରଭଞ୍ଜ: ଟ୍ରେନ ଧକ୍କାରେ ହାତୀ ମୃତ । ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା ଆଗ୍ରିଆ ଠାରେ ହାତୀକୁ ଧକ୍କା ଦେଲା ଟ୍ରେନ । ଭୁବନେଶ୍ୱର ଠାରୁ ବାଙ୍ଗିରିପୋଷି ଫେରୁଥିବା ସୁପର ଫାଷ୍ଟ ଟ୍ରେନ ଧକ୍କାରେ ଘଟିଛି ଅଘଟଣ । ରାତି ପ୍ରାୟ ୧୧ … Read More

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୪୪ ଟି ତହସିଲ୍‌ରେ ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟିତ

ଭୁବନେଶ୍ୱର: ଲୋକସେବା ଭବନ ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ୪୪ ଟି ତହସିଲ୍ ରେ ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦଘାଟନ କରିଛନ୍ତି । ରାଜସ୍ୱ ପ୍ରଶାସନକୁ ନାଗରିକଙ୍କ ପାଖରେ ସହଜରେ ପହଞ୍ଚାଇବା ଲକ୍ଷ୍ୟରେ, ଜମିଜମା ପଞ୍ଜୀକରଣ ଓ କିଣାବିକାକୁ … Read More

ଏମକେସିଜି ମେଡିକାଲ କଲେଜରେ ଛାତ୍ରଙ୍କୁ ରାଗିଂ!

ବ୍ରହ୍ମପୁର: ଗଞ୍ଜାମ ଜିଲା ବ୍ରହ୍ମପୁରସ୍ଥିତ ଏମକେସିଜି ମେଡିକାଲ କଲେଜରେ ଜଣେ ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି। କଲେଜର ୫ ଜଣ ସିନିଅର ଛାତ୍ର ମିଶି ଜଣେ ଛାତ୍ରଙ୍କୁ ନିର୍ଯାତନା ଦେଇଥିବା ନେଇ ଆଣ୍ଟି ରାଗିଂ ସେଲରେ ଅଭିଯୋଗ କରାଯାଇଛି। ଅଭିଯୋଗକାରୀ … Read More

ରାତି ୧୧ଟା ଯାଏ ବାଲିଯାତ୍ରାରେ ହେବ ସାଂସ୍କୃତିକ କାର୍ଯ୍ୟକ୍ରମ

କଟକ: କଟକ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟର ଅବଧିକୁ ବୃଦ୍ଧି କରାଯାଇଛି। ଚଳିତଥର ରାତି ୧୧ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବ। ଏ ନେଇ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି। ପୂର୍ବ ବର୍ଷଗୁଡ଼ିକରେ ରାତି ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ … Read More

ଯୁବତୀଙ୍କୁ ଗଣଦୁଷ୍କର୍ମ: ୨ ଅଭିଯୁକ୍ତ ଅଟକ

ବୀରମହାରାଜପୁର: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଉଲୁଣ୍ଡା ବ୍ଳକ ହିକୁଡିଠାରେ ଜଣେ ଯୁବତୀଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏନେଇ ଆଜି ପୀଡ଼ିତା ଜଣକ ବୀର ମହାରାଜପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ଶୁକ୍ରବାର ହିକୁଡି … Read More

ଅଜଣା ବୃଦ୍ଧ ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବରଗଡ : ବରଗଡ ଜିଲ୍ଲା ସଦର ଥାନା ସରସରା ପଞ୍ଚାୟତ ଗଞ୍ଜିହାଟିକରାରେ ଅଭାବନୀୟ ଘଟଣା ଘଟିଛି। ଆଜି ସକାଳେ ଏକ ଘରୁ ଝୁଲନ୍ତା ଅବସ୍ଥାରେ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ବର୍ତ୍ତମାନ୍ ପର୍ଯ୍ୟନ୍ତ ମିଳିପାରିନାହିଁ। ଖବର ପାଇ … Read More