ପିନ ଗିଳି ଆଦର୍ଶ ବିଦ୍ୟାଳୟ ଛାତ୍ରଙ୍କ ମୃତ୍ୟୁ
ଫୁଲବାଣୀ : ଫୁଲବାଣୀ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଜଣେ ୭ମ ଶ୍ରେଣୀ ଛାତ୍ର ନୋଟିସ୍ ବୋର୍ଡରେ ଲାଗିଥିବା ପିନ୍ ଗିଳି ଦେବାରୁ ତାଙ୍କର ମୃତ୍ୟୁ ହୋଇଛି। ଏହି ଘଟଣାରେ ମୃତକଙ୍କ ବାପା ଦାରିଙ୍ଗବାଡି ଥାନାରେ ଏତଲା ଦେଇଛନ୍ତି। ଛାତ୍ର ଜଣଙ୍କ ତୁଷାର … Read More
