ନୟାଗଡ଼ ଜିଲା କାରାଗାରରେ କଏଦୀଙ୍କ ମଧ୍ୟରେ ସଂଘର୍ଷ
ନୟାଗଡ: ନୟାଗଡ ଜିଲ୍ଲା କାରାଗାରରେ ଦୁଇ ଗୋଷ୍ଠୀ କଏଦୀଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଏଥିରେ ଜେଲ୍ ଅଧିକ୍ଷକଙ୍କ ସହ ଜେଲ୍ କର୍ମଚାରୀ ଓ କଏଦୀ ଆହତ ହୋଇଥିବା ସୂଚନା ମିଳିଛି। କଏଦୀଙ୍କ ମଧ୍ୟରେ ସଂଘର୍ଷ ଅଟକାଇବାକୁ ଚେଷ୍ଟା କରିଥିଲେ ଜେଲ୍ ଅଧିକ୍ଷକ … Read More
