ନୂଆପଡ଼ା ଉପନିର୍ବାଚନ: ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

ଭୁବନେଶ୍ୱର : ନୂଆପଡ଼ା ଉପନିର୍ବାଚନ ନେଇ ଡିଜିପିଙ୍କ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା। ପୋଲିସ ମୁଖ୍ୟାଳୟ ଠାରେ ଉପନିର୍ବାଚନ ନେଇ ପୋଲିସ ସୁରକ୍ଷା ବ୍ୟବସ୍ଥାର ପ୍ରସ୍ତୁତି ସମୀକ୍ଷା କରିଛନ୍ତି ଡିଜିପି ୱାଇ ବି ଖୁରାନିଆ। ଅବାଧ, ସ୍ୱଚ୍ଛ, ମୁକ୍ତ ଓ ନିରପେକ୍ଷ ଉପ-ନିର୍ବାଚନ ପରିଚାଳନା … Read More

ଓଡ଼ିଶା ହେବ ‘ବିହନ ହବ୍: ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ

ଭୁବନେଶ୍ୱର: ଡାଲି ଜାତୀୟ ଫସଲରେ ଆତ୍ମନିର୍ଭର ଅଭିଯାନରେ ଓଡ଼ିଶା ହେବ ‘ବିହନ ହବ୍’। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ। ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସଘନ କୃଷି କାର୍ଯ୍ୟକ୍ରମ ଉପରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଯେଉଁଥିରେ ବିଲୁପ୍ତପ୍ରାୟ ଖାଦ୍ୟର … Read More

ଏସଆଇଆର ପ୍ରସ୍ତୁତି ସାରିବାକୁ CEOଙ୍କୁ ନିର୍ଦେଶ

ଭୁବନେଶ୍ୱର/ନୂଆଦିଲ୍ଲୀ: ଭାରତ ନିର୍ବାଚନ ଆୟୋଗ(ECI)ର ଦୁଇ ଦିନିଆ ମୁଖ୍ୟ ନିର୍ବାଚନ ଅଧିକାରୀ(CEO) ସମ୍ମିଳନୀ ଗୁରୁବାର ନୂଆଦିଲ୍ଲୀର ଇଣ୍ଡିଆ ଇଣ୍ଟରନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଫର୍ ଡେମୋକ୍ରାସି ଆଣ୍ଡ ଇଲେକ୍ଟୋରାଲ୍ ମ୍ୟାନେଜମେଣ୍ଟ(IIIDEM) ଠାରେ ସମାପ୍ତ ହୋଇଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ … Read More

ନୂଆପଡ଼ା ଉପନିର୍ବାଚନ: ବ୍ଲକ ଓ ଏନଏସି ସ୍ତରରେ ନେତାଙ୍କୁ ଦାୟିତ୍ବ ଦେଲା ବିଜେଡି

ନୂଆପଡ଼ା: ନୂଆପଡ଼ା ଉପନିର୍ବାଚନ ପାଇଁ ବିଜୁ ଜନତା ଦଳ ତତ୍ପର ହୋଇପଡ଼ିଛି। ନୂଆପଡ଼ା ଆସନକୁ ନିଜ ହାତରେ ରଖିବା ଲାଗି ଦଳ ଜୋରଦାର ଉଦ୍ୟମ ଚଳାଇଛି। ନିର୍ବାଚନ ସମୟରେ ଦଳୀୟ କାର୍ଯ୍ୟକୁ ମନିଟର କରିବା ଲାଗି ବିଜେଡି ପକ୍ଷରୁ ବ୍ଲକ ଏବଂ … Read More

ହାଟ ପାଇଁ ଏସ୍‌ଓପି ଆଣିବ ବିଏମ୍‌ସି

ଭୁବନେଶ୍ଵର : ରାଜଧାନୀର ବିଭିନ୍ନ ହାଟ ପାଇଁ ଏସ୍‌ଓପି ଆଣିବ ବିଏମ୍‌ସି। ରାଜଧାନୀର ୨୦ଟି ବଡ ହାଟରେ ଏହି ଏସ୍‌ଓପି ଲାଗୁ ହେବ। ଏ ନେଇ ବିଏମ୍‌ସି ମେୟର ସୁଲୋଚନା ଦାସ ସୂଚନା ଦେଇଛନ୍ତି। ବିଏମ୍‌ସି ଅଧିକାରୀଙ୍କ ଉପସ୍ଥିତିରେ ହାଟ କମିଟି … Read More

ଗଦ୍ରିଙ୍ଗିଆ ଘାଟିରେ ୨୦ ଫୁଟ୍‌ ତଳକୁ ଖସିଲା ଟ୍ରକ : ଡ୍ରାଇଭର ଗୁରୁତର

ବାଲିଗୁଡା :କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ୫୯ନଂ ଜାତୀୟ ରାଜପଥର ଗଦ୍ରିଙ୍ଗିଆ ଘାଟିରେ ଅଘଟଣ ଘଟିଛି। ୨୦ଫୁଟ ତଳକୁ ଖସିଲା କୋଇଲା ବୋଝେଇ ଟ୍ରକ । ଟ୍ରକଟି ରେଢ଼ାଖୋଲରୁ ରାୟଗଡା ଅଭିମୁଖେ ଯାଉଥିବାବେଳେ ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିଲା । … Read More

ଆଗକୁ ବଢୁଛି ଓଡ଼ିଶା ସାଇବର ସୁରକ୍ଷା ଅଭିଯାନର ସଫଳ ଯାତ୍ରା

ଭୁବନେଶ୍ଵର: ରାଜ୍ୟରେ ସାଇବର ସୁରକ୍ଷା ସମ୍ପର୍କରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ବୃଦ୍ଧି କରିବା ଲକ୍ଷ୍ୟରେ ଆରମ୍ଭ ହୋଇଥିବା ଓଡ଼ିଶା ସାଇବର ସୁରକ୍ଷା ଅଭିଯାନ -୨୦୨୫ ବେଶ୍ ସଫଳତାର ସହ ଆଗକୁ ବଢ଼ୁଛି। ଗତ ଅକ୍ଟୋବର ୧୮, ୨୦୨୫ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ … Read More

ନୂଆପଡା ଉପନିର୍ବାଚନ ଲାଗି ୮ ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲା ବିଜେପି

ନୂଆପଡା: ନୂଆପଡା ଉପନିର୍ବାଚନ ପାଇଁ ୮ଜଣ ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଇଛି ବିଜେପି । ବଞ୍ଜରୀ ଦାୟିତ୍ୱ ପାଇଁ ରବି ନାଏକ, ସୁନାଦେଇ ପାଇ ଗଣେଶ ରାମସିଂ ଖୁଣ୍ଟିଆ, ପାତାଳେଶ୍ୱର ପାଇଁ ଗୋକୁଳାନନ୍ଦ ମଲ୍ଲିକ, ଜୟଜଙ୍ଗା ପାଇଁ କୃଷ୍ଣ ଚନ୍ଦ୍ର ପାତ୍ର, କୋନାଭଇରା … Read More

ନୂଆପଡା ଉପନିର୍ବାଚନ: ୫ ହଜାର ନୂଆ ଭୋଟଙ୍କୁ ନେଇ କଂଗ୍ରେସ ଉଠାଇଲା ପ୍ରଶ୍ନ

ନୂଆପଡ଼ା: ନୂଆପଡା ଜିଲାରେ ନୂଆ ୫ହଜାର ଭୋଟରଙ୍କୁ ନେଇ ପ୍ରଶ୍ନ ଉଠାଇଛି କଂଗ୍ରେସ । ଆଜି ସଦର ମହକୁମା କଂଗ୍ରେସ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ କରି ବର୍ଷିଛି କଂଗ୍ରେସ । ପ୍ରଶାସନ ଜିଲାରେ ମୋଟ ଭୋଟର ତାଲିକା ପ୍ରକାଶ କରିବାପରେ … Read More

ଢେଙ୍କାନାଳରେ ୧ ଲକ୍ଷ କୋଟି ଟଙ୍କା ନିବେଶ କରିବ ବେଦାନ୍ତ

ଭୁବନେଶ୍ୱର : ଢେଙ୍କାନାଳରେ ୧ ଲକ୍ଷ କୋଟି ଟଙ୍କା ନିବେଶ କରିବ ବେଦାନ୍ତ । 30 ଲକ୍ଷ ଟନର ଆଲୁମିନିୟମ ପ୍ଲାଣ୍ଟ ପ୍ରତିଷ୍ଠା ହେବ ।  ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ପରେ ବେଦାନ୍ତ ମୁଖ୍ୟ ଅନୀଲ ଅଗ୍ରୱାଲ ଏହି ସୂଚନା … Read More