ରାଜଧାନୀରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ୱର : ରାଜଧାନୀରେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ଦୁଷ୍କର୍ମ ।  ପୀଡ଼ିତାଙ୍କ ଘର ଝାଡ଼ଖଣ୍ଡରେ । ନାବାଳିକାଙ୍କୁ ମୁମୂର୍ଷୁ ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । MLC ବା ମେଡିକୋ ଲିଗାଲ କେସ୍ କରାଯାଇ ତାଙ୍କୁ ଚିକିତ୍ସା କରାଯାଉଛି । କ୍ୟାପିଟାଲ … Read More

ଜମି ଡିମାର୍କସେନ ପାଇଁ ଆଉ ଯିବାକୁ ପଡ଼ିବନି ତହସିଲ, ଅନଲାଇନ ଆବେଦନ କଲେ ଏଣିକି ମିଳିବ ତାରିଖ

ଭୁବନେଶ୍ୱର : ଡିମାର୍କସେନ ପାଇଁ ଆଉ ବାରମ୍ବାର ତହସିଲ ଅଫିସ ଦୌଡିବାକୁ ପଡ଼ିବନି କିମ୍ବା କାହାକୁ ହାତଗୁଞ୍ଜା ଦେବାକୁ ପଡିବନି । ଏଣିକି ଜମି ଡିମାର୍କସେନ ପାଇଁ ଅନଲାଇନରେ ଆବେଦନ କଲେ ମିଳିବ ତାରିଖ । ସେହିଦିନ ତହସିଲ ଅଧିକାରୀ, ଅମିନ ଓ … Read More

ରାତି ୯ଟା ପରେ ରାଜଧାନୀରେ ଫୁଟିବନି ବାଣ

ଭୁବନେଶ୍ୱର: ଦୀପାବଳିରେ ଭୁବନେଶ୍ୱରରେ ବାଣ ଫୁଟାଇବା ନେଇ କମିଶନରେଟ୍ ପୋଲିସ କଡ଼ା ନିର୍ଦ୍ଦେଶାବଳୀ ଜାରି କରିଛି। ଡିସିପି ଜଗମୋହନ ମୀନାଙ୍କ ଅନୁଯାୟୀ, ଦୀପାବଳିରେ ସନ୍ଧ୍ୟା ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ଦୁଇ ଘଣ୍ଟା ପାଇଁ ଭୁବନେଶ୍ୱର ବାସିନ୍ଦାଙ୍କୁ ବାଣ ଫୁଟାଇବାକୁ ଅନୁମତି … Read More

ପର୍ବପର୍ବାଣୀରେ ରାଜ୍ୟ ସରକାରଙ୍କ ‘ନୋ ଗିଫ୍ଟ’ ପଲିସି

ଭୁବନେଶ୍ୱର: ପାର୍ବଣ ଋତୁରେ ‘ନୋ ଗିଫ୍ଟ’ ପଲିସି ଅପଣେଇଲେ ରାଜ୍ୟ ସରକାର। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଲାଗୁ କଲେ ‘ନୋ ଗିଫ୍ଟ ପଲିସି’। ପର୍ବପର୍ବାଣୀ ସମୟରେ ଉପହାର ନେଇ ଆସିବାକୁ କଲେ ମନା। ଏନେଇ ​ସେ ନିଜ ଏକ୍ସ ହ୍ୟାଣ୍ଡେଲରେ ଲେଖିଛନ୍ତି, … Read More

ଡିଭାଇଡର ଉପରେ ଚଢିଗଲା କାର୍, ୩ ମୃତ

ବରଗଡ଼ : ଡିଭାଇଡର ଉପରେ ଚଢିଗଲା କାର୍, ୩ ଜଣଙ୍କ ମୃତ୍ୟୁ ହୋଇଛି । ଜଣଙ୍କୁ ଗୁରୁତର ଅବସ୍ଥାରେ ହସପିଟାଲରେ ଭର୍ତ୍ତି କରାଯାଇଛି । ବରଗଡ଼ ଭଟଲି ଛକ ଓଭର ବ୍ରିଜରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବିଳମ୍ବିତ ରାତିରେ ଘଟିଛି ଦୁର୍ଘଟଣା … Read More

ପ୍ରକାଶ ପାଇଲା ବିଜେଡିର ଷ୍ଟାର ପ୍ରଚାରକ ତାଲିକା

ଭୁବନେଶ୍ୱର :  ଆଗାମୀ ନୂଆପଡା ଉପନିର୍ବାଚନ 2025 ପାଇଁ ପ୍ରଚାର ପାଇଁ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ 52 ଜଣ ବିଜୁ ଜନତା ଦଳ (ବିଜେଡି) ନେତାଙ୍କୁ ନିୟୋଜିତ କରିଛନ୍ତି ।  ବିଜେଡି ସଭାପତି ତଥା ପୂର୍ବତନ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ … Read More

ଫେବ୍ରୁଆରୀ ୧୫ରୁ ୨୫ ସୁଦ୍ଧା ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା

କଟକ : ଆସନ୍ତା ଫେବ୍ରୁଆରି ମାସରେ ହେବ ଯୁକ୍ତ ଦୁଇ ପରୀକ୍ଷା । ଫେବ୍ରୁଆରି ମାସ ୧୫ ତାରିଖରୁ ୨୫ ତାରିଖ ଭିତରେ ଯୁକ୍ତ ଦୁଇ ପରୀକ୍ଷା ହେବ । ଏଥିପାଇଁ ଡିସେମ୍ବର ୧୫ ସୁଦ୍ଧା ମିଳିବ ଆଡମିଟ୍ କାର୍ଡ । ତେବେ … Read More

SI ନିଯୁକ୍ତି ପରୀକ୍ଷା କେଳେଙ୍କାରୀ, ଫରେନସିକ୍ ପରୀକ୍ଷା ପାଇଁ ପଠାଗଲା ଜବତ ୧୧୦ ମୋବାଇଲ

ଭୁବନେଶ୍ୱର : ପୋଲିସ SI ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ମାମଲାରେ ୧୧୦ ଆଶାୟୀଙ୍କ ଠାରୁ ଜବତ ହୋଇଥିବା ମୋବାଇଲ ଫୋନର ଫୋରେନସିକ ପରୀକ୍ଷା ପାଇଁ ପଠାଯାଇଛି। ଷ୍ଟେଟ୍ ଫରେନସିକ୍ ସାଇଣ୍ଟିଫିକ୍ ଲ୍ୟାବ – SFSLକୁ ପଠାଯାଇଛି। ପୋଲିସ ଆଶାୟୀଙ୍କୁ ଧରିବା ପୂର୍ବରୁ ସବୁ … Read More

ହାତୀ ଦାନ୍ତ ଜବତ, ୨ ଗିରଫ

ଆଠମଲ୍ଲିକ: ହାତୀ ଦାନ୍ତ ଡିଲ୍ ବେଳେ ମାଡ଼ି ବସିଲା STF । ୨ଟି ହାତୀ ଦାନ୍ତ ଜବତ, ୨ ଗିରଫ । ଆଠମଲ୍ଲିକ ବ୍ଲକର ଜଙ୍ଗଲ ସଂଲଗ୍ନ ଯଦୁପୁର ଗ୍ରାମରେ ବିକ୍ରି ପାଇଁ ଡିଲ୍ ବେଳେ ୨ଟି ହାତୀ ଦାନ୍ତ ଜବତ ହୋଇଛି। … Read More

ଅସ୍ତ୍ରଶସ୍ତ୍ର ସହ ୨୧୦ ନକ୍ସଲ କଲେ ଆତ୍ମସମର୍ପଣ

ମାଲକାନଗିରି : ବନ୍ଧୁକ ଛାଡିଲେ, ଗୋଲାପ ଧରିଲେ। ଭୁଶୁଡ଼ୁଛି ଲାଲଗଡ଼ । ମହାରାଷ୍ଟ୍ର ପରେ ଛତିଶଗଡ଼ । ଛତିଶଗଡ଼ରେ ଆତ୍ମସମର୍ପଣ କଲେ ଟପ ମାଓ ନେତାଙ୍କ ସମେତ ୨୧୦ ନକ୍ସଲ । ୧୫୩ଟି ଅସ୍ତ୍ରଶସ୍ତ୍ର ସହ ୨୧୦ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି … Read More