ବଜ୍ରପାତରେ ଜଳିଗଲା ଲିଙ୍ଗରାଜ ମନ୍ଦିର ପତାକା, ଯାଞ୍ଚ ପାଇଁ ପହଞ୍ଚିଲା ASI ଟିମ୍‌

ଭୁବନେଶ୍ୱର : ବଜ୍ରପାତରେ ପୋଡ଼ିଗଲା ଲିଙ୍ଗରାଜ ମନ୍ଦିରର ପତାକା । ଖାଲି ପତାକା ନୁହେଁ ବରଂ ସିସିଟିଭି ନଷ୍ଟ ହେବା ସହ ଗର୍ଭଗୃହରେ ଲାଗିଥିବା ବଲ୍‌ବ ମଧ୍ୟ ପୋଡ଼ି ଯାଇଥିବାର ସୂଚନା ମିଳିଛି । ବୁଧବାର ହୋଇଥିବା ବର୍ଷା ଓ ବଜ୍ରପାତରେ ଏପରି … Read More

କଟକ ଦଶହରା ଭସାଣୀ ଗୋଷ୍ଠୀ ସଂଘର୍ଷ ଘଟଣା, ଘରେ ଘରେ ଯାଞ୍ଚ କରୁଛି କମିଶନରେଟ ପୋଲିସ

କଟକ : କଟକ ଦଶହରା ଭସାଣୀରେ ୨ ଗୋଷ୍ଠୀ ଗଣ୍ଡଗୋଳ ଘଟଣା । ହାତୀପୋଖରୀ ଅଞ୍ଚଳରେ ପୋଲିସର ଯାଞ୍ଚ । ଘରେ ଘରେ ପଶି ଯାଞ୍ଚ କରୁଛି କମିଶନରେଟ ପୋଲିସ । ଓଡ଼ିଶା ପୋଲିସ ସହ କେନ୍ଦ୍ରୀୟ ଫୋର୍ସର ଖୋଳତାଡ଼ । ୨ … Read More

୧୯ ଓପିଏସ ଅଧିକାରୀଙ୍କ ବଦଳି, ଆଲୋକ କୁମାର ଜେନା ହେଲେ ବ୍ରହ୍ମପୁର ଅତିରିକ୍ତ ଏସପି

ଭୁବନେଶ୍ୱର :  ୧୯ ଓପିଏସ ଅଧିକାରୀଙ୍କ ବଦଳି ଓ ନିଯୁକ୍ତି କଲେ ସରକାର । ବ୍ରହ୍ମପୁର ଅତିରିକ୍ତ ଏସ୍ ପି ସୀମା ସ୍ବାଇଁଙ୍କ ବଦଳି କରାଯାଇଛି । ତାଙ୍କ ସ୍ଥାନରେ ଆଲୋକ କୁମାର ଜେନାଙ୍କୁ ବ୍ରହ୍ମପୁର ଅତିରିକ୍ତ ଏସପିଙ୍କୁ  ଦାୟିତ୍ବ ଦିଆଯାଇଛି । … Read More

ଏବେ ଗୋଟେ କ୍ଲିକରେ ବୁକ୍ କରିପାରିବେ ଟ୍ରେନ ଟିକେଟ୍

ଭୁବନେଶ୍ୱର : ପୂର୍ବତଟ ରେଳପଥ ଖୋର୍ଦ୍ଧା ରୋଡ୍ ରେଳମଣ୍ଡଳ ଚଳିତ ଆର୍ଥିକ ବର୍ଷର ପ୍ରଥମ ଛଅ ମାସରେ ଡିଜିଟାଲ ଟିକେଟିଂରେ ଅପୂର୍ବ ବୃଦ୍ଧି ଦେଖିଛି । ଇ-ଟିକେଟିଂ, ଅଟୋମାଟିକ ଟିକେଟ୍ ଭେଣ୍ଡିଂ ମେସିନ୍‌ (ଏଟିଭିଏମ) ଓ ମୋବାଇଲ୍ ଆଧାରିତ ୟୁଟିଏସ (ଅଣସଂରକ୍ଷିତ) ଟିକେଟିଂ … Read More

ବାଇକ୍ ସୋରୁମ୍‌ରେ ଲାଗିଲା ନିଆଁ : ଜଳିଗଲା ୩୦ ବାଇକ୍‌

ଗୋପ : ବ୍ୟାଟେରୀ ଚାଳିତ ଗାଡ଼ି ସୋରୁମରେ ଘଟିଲା ଅଗ୍ନିକାଣ୍ଡ। ଜଳିଗଲା ପ୍ରାୟ ୨୦ରୁ ଅଧିକ ବ୍ୟାଟେରୀ ଚାଳିତ ମଟର ସାଇକେଲ। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଆସି ନିଆଁ କୁ ଆୟତ୍ତ କରିଲା ବେଳେକୁ ଜଳି ଯାଇଥିଲା ସମସ୍ତ ଗାଡ଼ି । ଆଜି … Read More

ରାଜଧାନୀକୁ ରେଡ୍ ଆଲର୍ଟ, ଆହୁରି ୫ ଦିନ ନାହିଁ ବର୍ଷାରୁ ନିସ୍ତାର…!

ଭୁବନେଶ୍ବର: ଗୋଟେପଟେ ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଆଜି ଭୁବନେଶ୍ୱରକୁ ଘାଇଲା କରିଛି ଘଣ୍ଟାଏ କାଳର ବର୍ଷା । ପ୍ରବଳ ବର୍ଷା ପରେ ବେହାଲ ହୋଇଛି ରାଜଧାନୀ । ରାସ୍ତାରେ ପାଣି, ଘରେ ପାଣି ପଶି ଜୀବନ … Read More

ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ : ୧୧୯ ଜଣଙ୍କ ଜାମିନ୍ ଆବେଦନ ଖାରଜ

ଭୁବନେଶ୍ଵର : ଏସ୍‌ଆଇ ପରୀକ୍ଷା ମହାଘୋଟାଲା ମାମଲା। ୧୧୯ ଜଣଙ୍କ ଜାମିନ୍ ଆବେଦନ ଖାରଜ ହୋଇଛି। ବ୍ରହ୍ମପୁର ଜେଏମଏଫସି ଗ୍ରାମାଞ୍ଚଳ ଗିରଫ ହୋଇଥିବା ୧୧୪ ପରୀକ୍ଷାର୍ଥୀ ଏବଂ ୫ ଜଣ ଦଲାଲଙ୍କ ଜାମିନ୍ ଆବେଦନ ଖାରଜ କରିଛନ୍ତି। ସେପଟେ ପୁଲିସ୍‌ ସବ୍ … Read More

ଭାଲୁ ଆକ୍ରମଣରେ ଚାଲିଗଲା ମହିଳାଙ୍କ ଜୀବନ

ନୀଳଗିରି: ନୀଳଗିରି ତିନିକୋଶିଆ ଜଙ୍ଗଲକୁ ଛତୁ ଓ ଶୁଖିଲା କାଠ ଆଣିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ମହିଳା ମୃତ। ମୃତ ମହିଳା ନୀଳଗିରି ଥାନା ଅଧିନ ସଜନାଗଡ଼ ପଞ୍ଚାୟତ ପାଣବନ୍ଧ ଗାଁର ଚନ୍ଦ୍ର ମୋହନ ନାୟକଙ୍କ ସ୍ତ୍ରୀ ଶାନ୍ତିଲତା ନାୟକ। … Read More

ବାପାକୁ ଟାଙ୍ଗିଆରେ ହାଣି ପୋତିଦେଲା ପୁଅ !

ଦେବଗଡ : ପରେ ବାପାଙ୍କୁ ମାଟିରେ ପୋତିଦେଲା ପୁଅ। ବାରକୋଟ ଥାନା ଔତଳ ଗାଁରେ ନିର୍ମମ ହତ୍ୟାକାଣ୍ଡ ଘଟିଛି । ମିଳିଥିବା ସୂଚନା ଅନୁଯାୟୀ ବୁଧବାର ସକାଳେ ପୁଅ ହୃଦାନନ୍ଦ ବେହେରା ଘରେ ଥିବା ଏକ ମେଣ୍ଢା କୁ ବିକ୍ରି ପାଇଁ … Read More

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଭୁବନେଶ୍ଵର :  ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସମ୍ମିଳନୀ କକ୍ଷରେ ବିଭାଗୀୟ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅନେକ ଗୁଡ଼ିଏ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା … Read More