ବଳରାମ ଦାସ ସମାଧି ପୀଠ ନବୀକରଣ ପାଇଁ ୨୨ କୋଟି ଟଙ୍କାର ଅନୁଦାନ ମିଳିଲା

କୋଣାର୍କ: କାହିଁ କେଉଁ କାଳରୁ ଗୋପ ବ୍ଲକ ଅନ୍ତର୍ଗତ ବେଗୁନିଆ ଗାଁରେ ରହି ଆସିଛି ଭକ୍ତ ବଳରାମ ଦାସଙ୍କ ସମାଧି ପୀଠ । ଯାହାକି ଗୁପ୍ତ ଶ୍ରୀକ୍ଷେତ୍ର ନାମରେ ବେଶ ପରିଚିତ । ଉକ୍ତ କ୍ଷେତ୍ରରେ ଉନ୍ନତି ନେଇ ସ୍ଥାନୀୟ ଅଞ୍ଚଳବାସୀ ସରକାରଙ୍କ … Read More

ପୁରୀରେ ଆସନ୍ତାକାଲି ଠାରୁ ହବିଷିଆଳି ବ୍ରତ ଆରମ୍ଭ

ପୁରୀ: ପୁରୀରେ ହବିଷିଆଳି ବ୍ରତ ବା ରାଈଦାମୋଦର ବ୍ରତ ଆସନ୍ତାକାଲିଠାରୁ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ବିଭିନ୍ନ ଜିଲ୍ଲାରୁ ହବିଷିଆଳି ଆସି ଶ୍ରୀକ୍ଷେତ୍ରରେ ପହଞ୍ଚିଲେଣି। ପୁରୀରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଚଳିତ ବର୍ଷ ୪ଟି ସ୍ଥାନରେ ହବିଷିଆଳିଙ୍କ ରହଣି ପାଇଁ ବ୍ୟବସ୍ଥା କରାଯାଇଛି … Read More

ମହାବିରୋଡ଼ ରେଞ୍ଜରେ ଅଜଣା ଜନ୍ତୁ ଆତଙ୍କ, ପେଟ୍ରୋଲିଂ କରି ଗ୍ରାମବାସୀଙ୍କୁ ସଚେତନ କରୁଛି ବନବିଭାଗ

କାମାକ୍ଷାନଗର: ମହାବିରୋଡ଼ ରେଞ୍ଜରେ ଅଜଣା ଜନ୍ତୁ ଆତଙ୍କ । ବାଘ ହୋଇଥିବା ନେଇ ସନ୍ଦେହ କରାଯାଉଛି । କୁଟୁରିଆ ଗାଁରେ ଏକ ଗାଈକୁ ଆକ୍ରମଣ କରିବା ସହ ସ୍ଥାନୀୟ ଜଙ୍ଗଲରେ ଥିବା ସୂଚନା ଦିଆଯାଇଛି । ସ୍ଥାନୀୟ ଲୋକଙ୍କ ଠାରୁ ସୂଚନା ପାଇବା … Read More

କଟକରେ ଶାନ୍ତି ବଜାୟ ରଖିବାକୁ ଆହ୍ବାନ ଦେଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଦଶହରା ଭସାଣ ଶୋଭାଯାତ୍ରା ସମୟରେ ଘଟିଥିବା ଗଣ୍ଡଗୋଳ ଘଟଣାରେ ଅଶାନ୍ତ ହୋଇପଡିଛି ଭାଇଚାରାର ସହର କଟକ । ଦୁଇ ଗୋଷ୍ଠୀ ମଧ୍ୟରେ ସୃଷ୍ଟି ହୋଇଥିବା ଉତ୍ତେଜନା ଥମିବାର ନାଁ ନେଉନାହିଁ । ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିବାକୁ ସହରରେ ୩୬ ଘଣ୍ଟା … Read More

କଟକରେ ଉତ୍ତେଜନା ପରେ ସହର ବୁଲି ସ୍ଥିତି ପରଖିଲେ ଡିଜିପି

କଟକ: କଟକରେ ରବିବାର ଉତ୍ତେଜନା ସୃଷ୍ଟି ହେବା ପରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ ପରେ ରାତି ପ୍ରାୟ ୯ଟାରେ ଡିଜିପି ଓ୍ବାଇ.ବି. ଖୁରାନିଆ ସହରରେ ବୁଲି ବୁଲି ସ୍ଥିତି ପରଖିଛନ୍ତି। ଡିଜିପିଙ୍କ ସହିତ ଅନ୍ୟ ପୁଲିସ ଅଧିକାରୀ … Read More

କଟକ ଘଟଣାରେ ଶାନ୍ତି ପାଇଁ ନିବେଦନ କଲେ ମୁଖ୍ୟମନ୍ତ୍ରୀ ଓ ବିରୋଧୀ ଦଳ ନେତା

ଭୁବନେଶ୍ବର : କଟକ ଘଟଣାରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।  ସମସ୍ତଙ୍କୁ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ସେ ନିବେଦନ କରିଛନ୍ତି ।  କହିଛନ୍ତି, ଭାଇଚାରାର ଅନନ୍ୟ ନିଦର୍ଶନ ହେଉଛି କଟକ ସହର । … Read More

କଟକରେ ଇଣ୍ଟରନେଟ ସେବା ବନ୍ଦ, ସାମାଜିକ ଗଣମାଧ୍ୟମ ଉପରେ କଟକଣା

କଟକ; ଦଶହରା ଭସାଣ ଶୋଭାଯାତ୍ରା ସମୟରେ କଟକରେ ଘଟିଥିବା ଗଣ୍ଡଗୋଳ ଘଟଣା ପ୍ରତିବାଦରେ ସୋମବାର ସହରରେ ବନ୍ଦ ଡାକରା ଦିଆଯାଇଛି। ତେଣୁ ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ସହରରେ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି। ରବିବାର ସନ୍ଧ୍ୟା ୭ଟାରୁ ସୋମବାର ସନ୍ଧ୍ୟା … Read More

କଟକରେ ପୁଣି ଉତ୍ତେଜନା: ପୁଲିସର ଲାଠିମାଡ଼ ଓ ଲୁହବୁହା ଗ୍ୟାସ ପ୍ରୟୋଗ

କଟକରେ ଭସାଣ ଗଣ୍ଡଗୋଳକୁ ବିରୋଧ କରି ହିନ୍ଦୁ ସଂଗଠନ ପକ୍ଷରୁ ରବିବାର ବିଶାଳ ଶୋଭାଯାତ୍ରା ଆୟୋଜିତ ହୋଇଛି। ତେବେ ଶୋଭାଯାତ୍ରା ଯୋଗୁ ବିଶୃଙ୍ଖଳିତ ପରିସ୍ଥିତି ଉପୁଜିବା ଆଶଙ୍କା କରି ପୁଲିସ ତାହାକୁ ଅଟକାଇବାରୁ ଉତ୍ତେଜନା ପ୍ରକାଶ ପାଇଛି। ଏହାକୁ ନେଇ ପୁଲିସକୁ … Read More

ଦରଘାବଜାରରେ ଶୋଭାଯାତ୍ରା ଅଟକାଇବାରୁ ଉତ୍ତେଜନା

କଟକ: କଟକ ଦରଘାବଜାରରେ ଉତ୍ତେଜନା । ଶୋଭାଯାତ୍ରାକାରୀଙ୍କୁ ଘଉଡାଇବା ପାଇଁ କମିଶନରେଟ୍ ପୋଲିସର ଉଦ୍ୟମ ଜାରି ।  ଦରଘାବଜାରରେ ବିଭିନ୍ନ ସଂଗଠନ ପକ୍ଷରୁ ବିଶାଳ ଶୋଭାଯାତ୍ରା ବେଳେ ଉତ୍ତେଜନା ପରିସ୍ଥିତି ଦେଖାଦେଇଛି । ଆସନ୍ତାକାଲି ବିଶ୍ବ ହିନ୍ଦୁ ପରିଷଦ ପକ୍ଷରୁ କଟକ ବନ୍ଦ … Read More

କାଲିଠାରୁ ୪ ଦିନିଆ ନୂଆପଡା ଗସ୍ତ କରିବେ ଭକ୍ତ ଦାସ, ଖରିଆର ରୋଡ଼ରେ ହେବ ନ୍ୟାୟ ସମାବେଶ

ନୂଆପଡା: ଆସନ୍ତା କାଲିଠାରୁ ୪ଦିନିଆ ନୂଆପଡା ଗସ୍ତରେ ଯିବେ ପିସିସି ସଭାପତି ଭକ୍ତ ଚରଣ ଦାସ। ଖରିଆର ରୋଡ଼ରେ ନ୍ୟାୟ ସମାବେଶ କରିବେ ଭକ୍ତ।  ନୂଆପଡ଼ା ଉପନିର୍ବାଚନରେ କଂଗ୍ରେସ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିବାକୁ ଯାଉଛି। ଭକ୍ତଦାସ କହିଛନ୍ତି, ଘାସିରାମ ୪ଥର ନିର୍ବାଚନ … Read More