ରାଷ୍ଟ୍ରପତି ଭବନରେ ଗଞ୍ଜାମ ଜିଲ୍ଲାର ୫ଟି ପ୍ରମୁଖ ସାଂସ୍କୃତିକ ଦଳର ୯୦ରୁ ଊର୍ଦ୍ଧ୍ୱ ଲୋକ କଳାକାର
ବ୍ରହ୍ମପୁର : ନିକଟରେ ଗଞ୍ଜାମ ଗସ୍ତ ସମୟରେ ତପ୍ତପାଣିଠାରେ ଆଦିବାସୀ ଓ ଲୋକନୃତ୍ୟ ଦେଖି ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ବେଶ୍ ପ୍ରଭାବିତ ହୋଇଥିଲେ । ସେହି ସାଂସ୍କୃତିକ ପ୍ରଦର୍ଶନରେ ମୁଗ୍ଧ ହୋଇ କଳାକାରମାନଙ୍କୁ ରାଷ୍ଟ୍ରପତି ଭବନକୁ ଆମନ୍ତ୍ରଣ କରିଥିଲେ ରାଷ୍ଟ୍ରପତି । … Read More
