ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଦୁଇ ଭାଇ

ସୁନ୍ଦରଗଡ଼: ଦୁଇ ଭାଇଙ୍କ ସଲିଳସମାଧି  । ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ । ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ଝୁପୁରୁଙ୍ଗା ଗାଁର ଦୁଃଖଦ ଘଟଣା । ଗାଁର ଛିଟକେନଢିପାରେ ପୋଖରୀରେ ଗାଧୋଇବାକୁ ଯାଇ ଦୁଇ ଭାଇ ଦେବାଶିଷ ମାକର ଓ ଚିତ୍ତ ମାକର … Read More

ଆସନ୍ତା ୯ ରେ ଆଉ ଏକ ଲଘୁଚାପ, ୭ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

ଭୁବନେଶ୍ୱର : ଗୋଟିଏ ନ ଯାଉଣୁ ଆଉ ଗୋଟିଏ ଲଘୁଚାପ । ଆସନ୍ତା ୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି … Read More

ଏସଆଇ ପରୀକ୍ଷା ଜାଲିଆତି: ସିଲିକନ ସିଇଓଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଭୁବନେଶ୍ବର: ପୁଲିସ ଏସଆଇ ପରୀକ୍ଷା ଜାଲିଆତି ଘଟଣାରେ ପରୀକ୍ଷା ପରିଚାଳନା ଦାୟିତ୍ଵରେ ଥିବା ସଂସ୍ଥା ସିଲିକନ ଟେକ୍‌ ପ୍ରାଇଭେଟ ଲିମିଟେଡର ସିଇଓଙ୍କୁ ଜେରା କରିଛି କ୍ରାଇମବ୍ରାଞ୍ଚ। ସିଇଓ ସୁରେଶ ନାୟକଙ୍କୁ ଅଧିକାରୀମାନେ ପଚରାଉଚରା କରିଛନ୍ତି। ଏହି ଘଟଣାରେ ପୁଲିସ ୧୧୭ ଜଣଙ୍କୁ ଗିରଫ … Read More

ଫେରାର ୨ କଏଦୀଙ୍କ ଫଟୋ ଜାରି, ଧରାଇ ଦେଲେ ମିଳିବ ୫୦ ହଜାର ଟଙ୍କା ପୁରସ୍କାର

କଟକ : କଟକ ଡିସିପି ଅଫିସ ପକ୍ଷରୁ ଚୌଦ୍ୱାର ସର୍କଲ ଜେଲରୁ ୨ ଫେରାର କଏଦୀଙ୍କ ଫଟୋ ଜାରି କରାଯାଇଛି ।  ସେମାନଙ୍କ ସମ୍ବନ୍ଧରେ କିଛି ଜାଣିଲେ ତୁରନ୍ତ ସୂଚନା ଦେବାକୁ ଅନୁରୋଧ  କରାଯାଇଛି । ସୂଚନାଦାତାଙ୍କ ପରିଚୟ ଗୁପ୍ତ ରଖାଯିବ ।  … Read More

ରାୟଗଡ଼ାରେ ଭୂସ୍ଖଳନ: ଭାଙ୍ଗିଲା ରେଳ ଧାରଣା, ଟ୍ରେନ ଚଳାଚଳ ବାଧାପ୍ରାପ୍ତ

ରାୟଗଡ଼ା: ରାୟଗଡ଼ା ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷାରେ ଭୂସ୍ଖଳନ ଯୋଗୁଁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଦଶହରାକୁ ଧୋଇ ଦେଇଛି ଲଗାଣ ବର୍ଷା। ପାହାଡ ଧସି ଟ୍ରେନ ଟ୍ରାକରେ ପଡିବାରୁ ଟ୍ରାକ ଭାଙ୍ଗିଯାଇଛି। ଫଳରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଏହାସହ … Read More

ଲଗାଣ ବର୍ଷାରେ ମହେନ୍ଦ୍ରଗିରିରେ ଫସି ରହିଥିବା ୩୦ ପର୍ଯ୍ୟଟକ ଉଦ୍ଧାର

ଗଜପତି: ଲଗାଣ ବର୍ଷାରେ ଗଜପତି ଜିଲ୍ଲାର ସ୍ଥିତି ବେହାଲ। ଗଜପତି ମହେନ୍ଦ୍ରଗିରିରେ ଭୂସ୍ଖଳନ ପରେ ଫସି ରହିଥିବା ପର୍ଯ୍ୟଟକଙ୍କୁ ଯୁଦ୍ଧକାଳୀନ ଭିତ୍ତିରେ କରାଯାଇଛି ଉଦ୍ଧାର। ହେଲେ ରାୟଗଡ଼ ବ୍ଲକ ଅନ୍ତର୍ଗତ ପେକେଟ ଗାଁରେ ଭୂସ୍କଳନ ପରେ ବାପ ଆଉ ପୁଅ ନିଖୋଜ … Read More

ଶୋଇଥିବା ବେଳେ ମାରଣାସ୍ତ୍ରରେ ହାଣି ହତ୍ୟା

ପାଟଣା: ନିଜ ଘର ବାରଣ୍ଡାରେ ଶୋଇଥିବା ଅବସ୍ଥାରେ ମୁଣ୍ଡକୁ ହାଣି ହତ୍ୟା କରାଯାଇଛି । ଏଭଳି ଅଭାବନୀୟ ଘଟଣା  କେନ୍ଦୁଝର ଜିଲା ଘଟଗାଁ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକ ହେଲେ ୫୫ବର୍ଷୀୟ ଭଦୃ ମହାକୁଡ । ଖବରରୁ ପ୍ରକାଶ … Read More

ଜେଲ୍ କାନ୍ଥ ଡେଇଁ କଏଦୀ ଫେରାର, ଚିଫ୍ ୱାର୍ଡର ଓ ଜଣେ ୱାର୍ଡରଙ୍କୁ ନିଲମ୍ୱିତ

ଚୌଦ୍ବାର: ଜେଲ୍ କାନ୍ଥ ଡେଇଁ କଏଦୀ ଫେରାର । ବାଉଁଶ ସାହାଯ୍ୟରେ କଟକ ଚୌଦ୍ବାର ଜେଲ୍ ରୁ ୨ ଡକାୟତ ଫେରାର ହୋଇଯାଇଛନ୍ତି । ଜେଲ ସେଲ୍ କାଟି ଫେରାର ହୋଇଯାଇଛନ୍ତି ୨ ବିହାରୀ ଡକାୟତ । ପାଣିକୋଇଲି ଅଞ୍ଚଳର ଏକ ସୁନା … Read More

ଲଗାଣ ବର୍ଷାରେ ଧସିଲା ପାହାଡ଼, ଭାସିଗଲା ପୋଲ; ବାପ-ପୁଅ ନିଖୋଜ

ଗଜପତି : ଧସିଲା ପାହାଡ଼, ଭାସିଗଲା ପୋଲ । ଗଜପତି ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଭୂସ୍ଖଳନ ହୋଇଛି । ନିଖୋଜ ହୋଇଯାଇଛନ୍ତି ବାପ-ପୁଅ । ପେକେଟ ଗାଁର ୭୦ ବର୍ଷୀୟ କାର୍ତ୍ତିକ ଶବର ଓ ତାଙ୍କ ପୁଅ ରାଜୀବ … Read More

ଆଜିଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କାର୍ତ୍ତିକ ନୀତି ଆରମ୍ଭ

ପୁରୀ : ଆଜିଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କାର୍ତ୍ତିକ ନୀତି ଆରମ୍ଭ । ଏକ ମାସ ଧରି ସ୍ବତନ୍ତ୍ର ବାଳଧୂପ ଏବଂ ରାଧାଦାମୋଦର ବେଶ ଅନୁଷ୍ଠିତ ହେବ । କାର୍ତ୍ତିକ ମାସରେ ଶ୍ରୀଜୀଉଙ୍କ ରାଧା ଦାମୋଦର ବେଶ ହୋଇଥାଏ । ଏହି ବେଶ ଅତ୍ୟନ୍ତ … Read More