ଭସାଣିରେ ମଦ ବିକ୍ରି ଉପରେ କଟକଣା, ଦୋକାନ ଖୋଲିଲେ କାର୍ଯାନୁଷ୍ଠାନ
ଭୁବନେଶ୍ୱର : ଭସାଣିରେ ମଦ ବିକ୍ରି ଉପରେ କଟକଣା । ମଦ ଦୋକାନ ଖୋଲିଲେ ନିଆଯିବ କାର୍ଯାନୁଷ୍ଠାନ । ବେଆଇନ ଚୋରା ମଦ ବିକ୍ରି ଉପରେ ରହିବ କଡ଼ା ନଜର । ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ବନ୍ଦ ରହିବ ମଦ ଦୋକାନ । … Read More
ଭୁବନେଶ୍ୱର : ଭସାଣିରେ ମଦ ବିକ୍ରି ଉପରେ କଟକଣା । ମଦ ଦୋକାନ ଖୋଲିଲେ ନିଆଯିବ କାର୍ଯାନୁଷ୍ଠାନ । ବେଆଇନ ଚୋରା ମଦ ବିକ୍ରି ଉପରେ ରହିବ କଡ଼ା ନଜର । ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ବନ୍ଦ ରହିବ ମଦ ଦୋକାନ । … Read More
ଢେଙ୍କାନାଳ: ଭୁଶୁଡ଼ି ପଡିଲା ଲାଇଟ୍ ଗେଟ୍ । ପ୍ରବଳ ବର୍ଷା ପବନରେ ଢେଙ୍କାନାଳ ସହରରେ ଲାଇଟ୍ ଗେଟ୍ ଭୁଶୁଡ଼ି ପଡ଼ିଛି । ଦକ୍ଷିଣକାଳୀଠାରେ ରାସ୍ତା ଉପରେ ଭାଙ୍ଗି ପଡିଛି । ତେବେ କାହାର କିଛି କ୍ଷୟକ୍ଷତି ହୋଇନାହିଁ । ଅଗ୍ନିଶମ ବାହିନୀ ପହଞ୍ଚି … Read More
ଭୁବନେଶ୍ୱର : ଫିକା ପଡ଼ିଲା ପୂଜା ମଉଜ । ରାଜଧାନୀରେ ଦୁର୍ଗା ପୂଜା ବୁଲିବା ବେଳେ ମୋବାଇଲ, ଟଙ୍କା, ବ୍ୟାଗ୍ ଓ ଅଳଙ୍କାର ଲୁଟ୍ । ପାଖାପାଖି ୫୦୦ରୁ ଅଧିକ ମୋବାଇଲ ଏବଂ ୧୦୦ ରୁ ଅଧିକ ଅଳଙ୍କାର ଛିନତାଇ ଅଭିଯୋଗ ହୋଇଛି … Read More
ଭୁବନେଶ୍ବର : ଓଡ଼ିଶାର ଅପରାଧ ହାର ଉପରମୁହାଁ । ଜାତୀୟହାରଠୁ ଢ଼େର ଆଗରେ ରହିଛି ଓଡ଼ିଶାର ଅପରାଧ ହାର । କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଏନସିଆରବି ରିପୋର୍ଟ-୨୦୨୩ରେ ଓଡ଼ିଶାରେ ଅପରାଧର ଏଭଳି ଉଦବେଗଜନକ ଚିତ୍ର ପଦାକୁ ଆସିଛି । ଏହାସହିତ ଏନସିଆରବି … Read More
କଟକ: ଶାରଦୀୟ ଦଶହରା ଅବସରରେ ମାଆ ଦୁର୍ଗା ଆଜି ମଣ୍ଡପରେ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ଦେଉଛନ୍ତି। ମହାନବମୀ ଅବସରରେ ଭକ୍ତମାନେ ପୂଜାମଣ୍ଡପରେ ମାଆଙ୍କୁ ପୂଜାର୍ଚ୍ଚନା କରୁଥିବା ବେଳେ ଆସନ୍ତାକାଲି ବିଜୟା ଦଶମୀ ପାଇଁ ପୂଜା କରିବେ। ପରମ୍ପରା ଅନୁଯାୟୀ କଟକ ସହରର ଅନେକ … Read More
ଅନୁଗୁଳ: କ୍ରାଇମ ସ୍ପଟ୍ ଅନୁଗୁଳ। କିନ୍ତୁ ଅପରେଟ ହେଉଥିଲା ବାଲେଶ୍ଵରରୁ। ବାଲେଶ୍ଵର ସତେ ଯେମିତି ପାଲଟିଯାଇଛି ଓଡ଼ିଶାର ନୂଆ ଜମତାରା। ଜମତାରା ଷ୍ଟାଇଲରେ ସୋରୋରୁ ଚାଲୁଥିଲା ସାଇବର ଅପରାଧର ନେଟୱର୍କ ଚାଲିଥିଲା। ଅନୁଗୁଳ ସାଇବର ଥାନା ଏଭଳି ଏକ ସାଇବର ଅପରାଧ … Read More
ଭୁବନେଶ୍ୱର: ପର୍ଯ୍ୟଟକଙ୍କ ବେଶରେ କରୁଛନ୍ତି ନିଶା ବେପାର। ନିଜକୁ ଟୁରିଷ୍ଟ ପରିଚୟ ଦେଇ ଚାଲିଛି ବେପାର। ଭୁବନେଶ୍ୱର ରେଳ ଷ୍ଟେସନରୁ ଧରାପଡ଼ିଲା ଏହି ଛଦ୍ମବେଶରେ ଥିବା ବିହାରର ଯୁବକ। ଟ୍ରଲି ବ୍ୟାଗ ଭିତରେ ଗଞ୍ଜେଇ ନେବା ବେଳେ ଧରିଲା RPF। ଏହାର … Read More
ଭୁବନେଶ୍ୱର: ୧୬ ମାସରେ ୧୬ଟି ନିଯୁକ୍ତି ପରୀକ୍ଷାରେ ବିଭ୍ରାଟ ହେଲାଣି। ଗତକାଲି ବାତିଲ ହୋଇଥିବା ପୋଲିସ ସବ୍ ଇନିସପେକ୍ଟର୍ ପରୀକ୍ଷାରେ କୋଟି କୋଟି ଟଙ୍କାର ଡିଲ୍ ହୋଇଛି। ଏହି କେଳେଙ୍କାରି ଘଟଣା ସାମ୍ନାକୁ ଆସିବା ପରେ ରାଜ୍ୟ ସରକାରଙ୍କର ଅସଲ ଚେହେରା … Read More
ବ୍ରହ୍ମପୁର : ରାଜ୍ୟରେ ପୋଲିସ ଏସ୍ଆଇ ପରୀକ୍ଷା ପୂର୍ବରୁ ବଡ଼ ଜାଲିଆତି ଘଟଣା ସାମ୍ନାକୁ ଆସିଛି। ବୁଧବାର ବ୍ରହ୍ମପୁର ପୋଲିସ ଜିଲା ଗୋଳନ୍ଥରା ଥାନା ପୋଲିସ ପର୍ଦ୍ଦାଫାଶ କରିବା ସହ ପୋଲିସ ୧୧୪ ପରୀକ୍ଷାଥି ଓ ତିନି ଦଲାଲଙ୍କୁ ଗିରଫ କରିଥିବା … Read More
ଭୁବନେଶ୍ୱର: ଭୁବନେଶ୍ୱର ସମେତ ରାଜ୍ୟର ଅନେକ ସ୍ଥାନରେ ଦଶହରା ପର୍ବ ଫିକା ପଡ଼ିବାର ଆଶଙ୍କା ଦେଖାଦେଇଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତାକାଲି (ଅକ୍ଟୋବର ୨) ଏବଂ ଅକ୍ଟୋବର ୩ ତାରିଖ ସକାଳ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। … Read More