କଲେଜ ଛକରେ ଭୁଶୁଡିଲା ଗେଟ୍: ରାଜାବଗିଚାରେ ଭାଙ୍ଗିଲା ତାଜା, ୩ ଆହତ

କଟକ: କଟକରେ ଦଶହରା ମାହୋଲ ଚାଲିଥିବା ବେଳେ ପ୍ରବଳ ବର୍ଷା ପୂଜାକୁ ଫିକା କରିଦେଇଛି। ପ୍ରବଳ ବର୍ଷା ଯୋଗୁଁ କଲେଜ ଛକରେ ଥିବା ଲାଇଟ୍ ଗେଟ୍ ଭୁଶୁଡି ପଡିଛି। ବର୍ଷା ଯୋଗୁଁ କେହି ନଥିବାରୁ କାହାରି କିଛି କ୍ଷତି ହୋଇନଥିବା ସୂଚନା … Read More

କଟକରେ ବିଭିନ୍ନ ପୂଜାମଣ୍ଡପରେ ମାଆଙ୍କୁ ଦର୍ଶନକଲେ ମୁଖ୍ୟମନ୍ତ୍ରୀ

କଟକ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାରରେ କଟକର ବିଭିନ୍ନ ପୂଜା ମଣ୍ଡପ ମାଆ ଦୂର୍ଗାଙ୍କୁ ଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପୂର୍ବାହ୍ନ ରେ ମଣ୍ଡପ ରେ ମା ଙ୍କୁ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ । ଅପରାହ୍ନରେ … Read More

ଦୁର୍ଗାପୂଜାରେ ନାବାଳକଙ୍କୁ ଛୁରାମାଡ଼: ନାବାଳକ ମୃତ, ଜଣେ ଗୁରୁତର

ପାଇକମାଳ: ଝାରବନ୍ଧ ବ୍ଲକ ଡଭା ଦୁର୍ଗାପୂଜାରେ ବଡ଼ ଅଘଟଣ ଘଟିଛି। ଜଣେ ୧୭ବର୍ଷୀୟ ବାଳକର ଛୁରାମାଡ଼ରେ ମୃତ୍ୟୁ ଘଟିଛି। ମୃତକ ଝାରବନ୍ଧ ବ୍ଲକର ତୁର୍ଲ୍ଲା ଗ୍ରାମର ମାନଠୁ ବରିହା(୧୭) ବୋଲି ଜଣା ପଡ଼ିଛି। ତେବେ ତାଙ୍କ ସମ୍ପର୍କୀୟ ଜଣେ ଗୁରୁତର ଥିବା … Read More

ଅସରାଏ ବର୍ଷା ପରେ ରାଜଧାନୀ ରାସ୍ତାରେ ନାହିଁ ନଥିବା ଭିଡ଼

ଭୁବନେଶ୍ବର: ଭିଡ଼.. ଭିଡ଼… ଭିଡ଼… ଭୁବନେଶ୍ବରରେ ଭିଡ଼ ନା ଭିଡ଼ରେ ଫସିଛି ଭୁବନେଶ୍ବର । ଆଜି ଭୁବନେଶ୍ବରରେ ଅସରାଏ ବର୍ଷା ପରେ ରାଜଧାନୀ ରାସ୍ତାରେ ଦେଖିବାକୁ ମିଳିଥିଲା ନାହିଁ ନଥିବା ଭିଡ଼ । ବର୍ଷା ପାଇଁ ଲୋକେ ତ ଏକରେ ଦୋକାନ … Read More

ଜାତୀୟ ଶିକ୍ଷା ନୀତି ଅନୁଯାୟୀ ପ୍ରଥମ ଥର ‘ବାଲ୍ ବାଟିକା’କୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ଓଡ଼ିଶା ସମେତ ଦେଶର ବେସାମରିକ କ୍ଷେତ୍ରରେ ୫୭ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏହି ପ୍ରସ୍ତାବରେ ଓଡ଼ିଶାର ୬ଟି ସ୍ଥାନରେ ନୂତନ କେନ୍ଦ୍ରୀୟ … Read More

ନଦୀରେ ବୁଡ଼ି ଗୋଟିଏ ପରିବାରର ୩ ମୃତ, ଜଣେ ଗୁରୁତର

ବ୍ରହ୍ମପୁର : ସୋମବାର ଦିନ ଗଞ୍ଜାମ ଜିଲ୍ଲାରେ ଏକ ଦୁଃଖଦ ଘଟଣା ଘଟିଯାଇଛି । ନଦୀରେ ବୁଡି ଜଣେ ମହିଳା, ତାଙ୍କ ଝିଅ ଏବଂ ନାତି ମୃତ୍ୟୁବରଣ କରିଛନ୍ତି । ଦିଗପହଣ୍ଡି ଅଞ୍ଚଳର କଳିଙ୍ଗାଦଳା ଗ୍ରାମ ନିକଟ ବାହୁଦା ନଦୀରେ ଏହି ଦୁର୍ଘଟଣା … Read More

ଦୁଇ ବାଇକ ମୁହାଁମୁହିଁ, ୩ ମୃତ

ନୟାଗଡ଼: ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ନୟାଗଡ଼ ଜିଲା ଓଡ଼ଗା ଥାନା ଅନ୍ତର୍ଗତ ଗୋଡ଼ିପଲ୍ଲୀ ଛକ ନିକଟରେ ମଙ୍ଗଳବାର ଏଭଳି ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ … Read More

ନାଲକୋ କାର୍ଯ୍ୟାଳୟରେ ସିବିଆଇ ଚଢ଼ାଉ

ଭୁବନେଶ୍ଵର: ନାଲକୋ କାର୍ଯ୍ୟାଳୟରେ ମଙ୍ଗଳବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ପକ୍ଷରୁ ଚଢ଼ାଉ କରାଯାଇଛି। ଚାକିରି ଦେବା ନାଁରେ ଏକାଧିକ ଯୁବକଙ୍କୁ ଠକେଇ କରାଯାଇଥିବା ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ସୂଚନା ମିଳିଛି। ସିବିଆଇ ପକ୍ଷରୁ ୨ ଜଣ କର୍ମଚାରୀଙ୍କୁ ପଚରାଉଚରା କରାଯାଇଛି। … Read More

ବଡଦାଣ୍ଡରେ ରହିବନି ମଦ ଦୋକାନ- ଆଇନ ମନ୍ତ୍ରୀ

ପୁରୀ: ଶ୍ରୀମନ୍ଦିରର ୧କିଲୋମିଟର ପରିଧି ଓ ବଡଦାଣ୍ଡରେ ରହିବନି ମଦ ଦୋକାନ । ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ବଡଦାଣ୍ଡକୁ ସଂଯୋଗ କରୁଥିବା ଛୋଟ ଛୋଟ ରାସ୍ତାରେ ଆମିଷ ବିକ୍ରି ବନ୍ଦ ରହିବ । ମନ୍ତ୍ରୀ କହିଛନ୍ତି ଯେ … Read More

ଶ୍ରୀମନ୍ଦିରରେ ଭିଆଇପିଙ୍କ ଦର୍ଶନ ପାଇଁ ନୀତି ବିଭ୍ରାଟ

ପୁରୀ: ଶ୍ରୀମନ୍ଦିରରେ ବାରମ୍ବାର ନୀତି ବିଭ୍ରାଟ ହେଉଥିବା ବେଳେ ହଜାରେ ବର୍ଷର ପରମ୍ପରା ଭଙ୍ଗ ହେଉଛି। ରବିବାର ରାତିରେ ମହାପ୍ରଭୁଙ୍କ ଚନ୍ଦନ ଲାଗି ପରେ ଭକ୍ତ ବାହାର କାଠ ଡେଇଁ ଭିତର କାଠ ନିକଟରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଯାହାକୁ … Read More