ଝିଅକୁ ନ୍ୟାୟ ଦାବିରେ ୧୦ କିଲୋମିଟର ଚାଲିଲେ ମାଆ 

ଅନୁଗୋଳ : ଝିଅକୁ ନ୍ୟାୟ ଦାବିରେ ୧୦ କିଲୋମିଟର ଚାଲିଲେ ମାଆ  ।  ପଦଯାତ୍ରରେ ଆସି ଏସପି ଅଫିସ ଆଗରେ ଧାଣାରେ ବସିଲେ ।  ଅନୁଗୋଳ ସଦର ଥାନା ଶ୍ୟାମସୁନ୍ଦରପୁର ଗାଁରେ ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ପୋଲିସର ହାତ ଖାଲି … Read More

ରାଜ୍ୟ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଲା କଂଗ୍ରେସ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ । ଅନାସ୍ଥା ପ୍ରସ୍ତାବ ଆଣିଲା ରାଜ୍ୟ କଂଗ୍ରେସ। ୧୫ ବିଧାୟକଙ୍କ ଦସ୍ତଖତ ଥିବା ଅନାସ୍ଥା ପ୍ରସ୍ତାବ ଆଣିଲା। ବିଧାନସଭା ସଚିବଙ୍କୁ ଭେଟି ଅନାସ୍ଥା ପ୍ରସ୍ତାବ ଦେଲା କଂଗ୍ରେସ ।  ଅନ୍ୟପଟେ ବିରୋଧୀ ବିଜେଡି … Read More

ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ, ବୟସ୍କ ଓ ଦୁର୍ବଳମାନଙ୍କୁ ଦିଆଯିବ ପ୍ରାଥମିକତା

ଭୁବନେଶ୍ଵର : ୬୦ ବର୍ଷ ପରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ । ମଧୁ ବାବୁ ପେନସନ ଯୋଜନା ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (NSAP)ରେ ସୁଭଦ୍ରା ଯୋଜନାର ପୂର୍ବ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ଚିଠି ଲେଖିଛି ସାମାଜିକ ସୁରକ୍ଷା ବିଭାଗ … Read More

ଫସଲ ନଷ୍ଟ କଲେ ଗୋରୁ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିଲେ ୨୨ ପରିବାର

ନବରଙ୍ଗପୁର: ଜଙ୍ଗଲ ଜମିରେ ଫସଲ ନଷ୍ଟ କଲେ ଗୋରୁ । ଅଭିନବ ପ୍ରତିବାଦରେ ୨୨ ପରିବାର। ଉମରକୋଟର ଜଙ୍ଗଲ ଜମିରେ ହୋଇଥିବା ଚାଷକୁ ଦୁଇ ବନ ସୁରକ୍ଷା ସମିତିର ସଦସ୍ୟ ଗୋରୁ ଚୋରେଇ ଫସଲ ନଷ୍ଟ କରିଦେଇଥିବା ଅଭିଯୋଗ ହୋଇଛି ।  ଏନେଇ … Read More

ବୁଲା କୁକୁର ଗଣନା ଆରମ୍ଭ କଲା ବିଏମ୍‌ସି

ଭୁବନେଶ୍ବର: ପ୍ରଥମ ଥର ପାଇଁ ବୁଲାକୁକୁର ଗଣନା ଭୁବନେଶ୍ବରରେ ଆରମ୍ଭ ହେଲା । ଗୁରୁବାର ଠାରୁ ଭୁବନେଶ୍ୱର ମହାନଗର ନିଗମ(ବିଏମସି) ପକ୍ଷରୁ କୁକୁର ଘଣନା ଆରମ୍ଭ ହୋଇଛି । ଗୁରୁବାର ଭୋର ୫ଟା ରୁ ବିଏମସି ଅଧିକାରୀଙ୍କ ସମେତ ଅନ୍ୟ କର୍ମଚାରୀମାନେ … Read More

ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ : ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ବର: ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ । ଅଧିବେଶନର ପ୍ରଥମ କାର୍ଯ୍ୟ ଦିବସରେ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଚି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରସ୍ତାବ ଆଗତ କରିଛନ୍ତି । ଏହାପରେ ଆସନ୍ତାକାଲି … Read More

ଭିଜିଲାନ୍ସ ଜାଲରେ ରେଙ୍ଗାଲି ବ୍ଲକ ଶିକ୍ଷା ଅଧିକାରୀ

ସମ୍ବଲପୁର: ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି ଶିକ୍ଷା ଅଧିକାରୀ। ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ଦୁଷ୍ମନ୍ତ ସାହୁଙ୍କୁ ଧରିଛି ଭିଜିଲାନ୍ସ। କୌଣସି ଏକ କାର୍ଯ୍ୟ ପାଇଁ ବିଇଓ ଦୁଷ୍ମନ୍ତ ଜଣେ ବ୍ୟକ୍ତିଙ୍କୁ ୨୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। … Read More

କଳିଙ୍ଗା ଘାଟି ଭୂସ୍ଖଳନ : ମରାମତି ପ୍ରାୟ ୭ ଦିନ ଲାଗିବ!

କନ୍ଧମାଳ : କଳିଙ୍ଗା ଘାଟିରେ ଭୂସ୍ଖଳନ ଘଟଣାର ମରାମତି ଲାଗି ପ୍ରାୟ ୭ ଦିନ ସମୟ ଲାଗିବ। ଘାଟି ମରାମତି ପାଇଁ ନିୟୋଜିତ ହୋଇଥିବା ଏନ୍‌ଏଚ୍‌ଆଇର ପ୍ରମୁଖ ଅଧିକାରୀ ଏ ନେଇ ସୂଚନା ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ଅସ୍ଥାୟୀ ଭାବେ ମରାମତି … Read More

ମାଟି ତଳୁ ବାହାରିଲା କନଷ୍ଟେବଳ ଶୁଭମିତ୍ରାଙ୍କ ମୃତଦେହ

ଭୁବନେଶ୍ୱର : ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁ ହତ୍ୟା ଘଟଣାରେ କିଛି ନୂଆ ତଥ୍ୟ ସାମ୍ନାକୁ ଆସିଛି। ଘଟଗାଁ ସ୍ଥିତ ଜଙ୍ଗଲ ଭିତରୁ ମାଟି ତଳୁ ଅଖାରେ ବନ୍ଧା ଯାଇଥିବା ଅବସ୍ଥାରେ ପୁଲିସ୍‌ ଶୁଭମିତ୍ରାଙ୍କ ମୃତଦେହକୁ ବାହାର କରିଛି। କେନ୍ଦୁଝର ପୁଲିସ୍ … Read More

ଜୋତା ପିନ୍ଧି ନ ଥିବାରୁ ଛାତ୍ରଙ୍କୁ ମାଡ ମାରି ଗେଟ୍‌ ବାହାରକୁ ତଡ଼ିଦିଆଯାଇଥିବା ଅଭିଯୋଗ

ରଣପୁରଗଡ଼: ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅନ୍ତର୍ଗତ ରାଜସୁନାଖଳା ସରକାରୀ ଉଚ୍ଚ ବିଦ୍ୟାଳୟରେ ଜୋତା ପିନ୍ଧି ଆସି ନ ଥିବାରୁ ପିଲାଙ୍କୁ ମାଡ ମାରିବା ସହିତ ଗେଟ ବାହାରକୁ ତଡ଼ିଦିଆଯାଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ, ବୁଧବାର ସକାଳ ପ୍ରାୟ ୭ଟାରେ … Read More