ମହୁମାଛି ଆକ୍ରମଣରେ ଗର୍ଭବତୀ ମହିଳା ସହ ୩ବର୍ଷର ଶିଶୁ କନ୍ୟା ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
ରାୟଗଡା : ମହୁମାଛି ଆକ୍ରମଣରେ ଗର୍ଭବତୀ ମହିଳାଙ୍କ ସହ ୩ବର୍ଷର ଶିଶୁ କନ୍ୟା ଗୁରୁତର । ଚାଷ ଜମିରେ କାମ କରୁଥିବା ଲୋକଙ୍କ ଦ୍ୱାରା ଉଦ୍ଧାର ହେଲେ ମା ଓ ଶିଶୁ । ଉଭୟଙ୍କୁ ଗୁରୁତର ଅବସ୍ଥାରେ ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ଗୋଷ୍ଠୀ … Read More
