ମହାନଦୀ ନଦୀତଟ ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ, ତିନି ବର୍ଷରେ ଖର୍ଚ୍ଚ ହେବ ୨୪୦ କୋଟି ଟଙ୍କା

ଭୁବନେଶ୍ୱର: ବହୁ ଆକାଂକ୍ଷିତ ମହାନଦୀ ନଦୀତଟ ବିକାଶ (Mahanadi River Front Development) ଯୋଜନାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ମଞ୍ଜୁରୀ ଦେଇଛନ୍ତି। ଏହି ଯୋଜନା ୨୦୨୫-୨୬ରୁ ୨୦୨୭-୨୮ ମଧ୍ୟରେ କାର୍ଯ୍ୟକାରୀ ହେବ ଏବଂ ତିନି ବର୍ଷରେ ଖର୍ଚ୍ଚ … Read More

ଶ୍ରୀମନ୍ଦିର ଉପରେ ପୁଣି ଉଡ଼ିଲା ଡ୍ରୋନ୍; ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ..

ପୁରୀ: ପୁଣି ଥରେ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ବିପଦରେ । ମନ୍ଦିର ଉପରେ ଦୀର୍ଘ ସମୟ ଧରି ଉଡିଲା ଡ୍ରୋନ । ବାଲିସାହି ପଟୁ ଆସି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍ । ନୀଳଚକ୍ର ପାଖକୁ ଯାଇ ଡ୍ରୋନ୍‌ରେ ଅନେକ ଫଟୋ … Read More

ଜାତୀୟ ସ୍ୱଚ୍ଛ ବାୟୁ ସହର-୨୦୨୪; ୪ର୍ଥ ସ୍ଥାନରେ ଭୁବନେଶ୍ୱର ମହାନଗର ନିଗମ

ଭୁବନେଶ୍ବର: ସର୍ବଭାରତୀୟ ସ୍ତରରେ ପୁଣି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ସମ୍ମାନିତ । ଜାତୀୟ ସ୍ୱଚ୍ଛ ବାୟୁ ସହର-୨୦୨୪ ତାଲିକାର ୪ର୍ଥ ସ୍ଥାନରେ ରହିଛି ବିଏମସି । ଦେଶର ସ୍ୱଚ୍ଛ ବାୟୁ ସହର ଭାବେ ବିଏମସି କୁ ମିଳିଲା ଚତୁର୍ଥ ସ୍ଥାନ … Read More

ନଭେମ୍ୱର ୫ରୁ କଟକର ଐତିହାସିକ ବାଲିଯାତ୍ରା

କଟକ: ନଭେମ୍ୱର ୫ରୁ ଆରମ୍ଭ କଟକର ଐତିହାସିକ ବାଲିଯାତ୍ରା। ନଭେମ୍ୱର ୫ରୁ ୧୨ ତାରିଖ ପର୍ଯ୍ୟନ୍ତ ହେବ ବାଲିଯାତ୍ରା। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏଥର ଉପର ନୁହେଁ, କେବଳ ତଳ ପଡ଼ିଆରେ ଷ୍ଟଲ୍ ପଡିବ। ଅନ୍ୟପଟେ ଚଳିତଥର … Read More

ବିଜେଡିରୁ ନିଲମ୍ବିତ ହେଲେ ପ୍ରଫୁଲ୍ଲ ମଲ୍ଲିକ

ଭୁବନେଶ୍ୱର : ପ୍ରଫୁଲ୍ଲ ମଲ୍ଲିକ ବିଜେଡିରୁ ନିଲମ୍ବିତ । କାମାକ୍ଷାନଗର ପୂର୍ବତନ ବିଧାୟକ ପ୍ରଫୁଲ୍ଳ ମଲ୍ଲିକ ବିଜେଡିରୁ ନିଲମ୍ବିତ । ଦଳବିରୋଧୀ କାର୍ଯ୍ୟକଳାପ ଯୋଗୁଁ ତାଙ୍କୁ ବିଜେଡିରୁ ନିଲମ୍ବନ କରାଯାଇଛି । ବିଜେଡି ସଭାପତିଙ୍କ ନିର୍ଦ୍ଦେଶରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ନେଇ … Read More

ଭିଜିଲାନ୍ସ ଜାଲରେ ବାମରା ତହସିଲଦାର

ବାମରା : ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଲେ ତହସିଲଦାର ।  ବାମରା ତହସିଲଦାର ଅଶ୍ୱିନୀ ପଣ୍ଡା ଓ ତାଙ୍କ ଡ୍ରାଇଭର ଭିଜିଲାନ୍ସ ହାତରେ ଧରା ପଡ଼ିଥିବା ସୂଚନା ରହିଛି ।  ବାମରା ତହସିଲଦାର ଅଶ୍ୱିନୀ ପଣ୍ଡା ୨୦୧୯ ବ୍ୟାଚର … Read More

ମିରଟରୁ ବାଲେଶ୍ୱର ଜେଲକୁ ଆସିଲା ପାକିସ୍ତାନୀ ISI ଏଜେଣ୍ଟ

ବାଲେଶ୍ବର : ବାଲେଶ୍ବର ଜେଲକୁ ଆସିଲା ଟେରୋରିଷ୍ଟ ।  ମିରଟ ଜେଲରୁ ବାଲେଶ୍ୱର ଜେଲକୁ ଆସିଲା ପାକିସ୍ତାନୀ ISI ଏଜେଣ୍ଟ ଆସିଫ ଅଲ୍ଲୀ ।  ପାକିସ୍ତାନ ଗୁଇନ୍ଦା ସଂସ୍ଥାକୁ କ୍ଷେପଣାସ୍ତ୍ର ପରୀକ୍ଷଣ ତଥ୍ୟ ହସ୍ତାନ୍ତର ମାମଲାରେ ଅନ୍ୟତମ ଅଭିଯୁକ୍ତ ଥିଲା ଆଇଏସଆଇ ଏଜେଣ୍ଟ … Read More

ପୋଲିସ ଗୁଳିରେ ୨ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି : ୨ ହାର୍ଡକୋର ମାଓବାଦୀ ନିହତ । ପୋଲିସ ଏନକାଉଣ୍ଟରରେ ୨ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଵିଜାପୁର ଜିଲ୍ଲାର ନେସନାଲ ପାର୍କ ଜଙ୍ଗଲରେ ସୁରକ୍ଷାକର୍ମୀ ଏବଂ ମାଓବାଦୀଙ୍କ ମଧ୍ୟରେ ବଡ଼ ଧରଣର ଗୁଳିବିନିମୟ … Read More

ସୁରକ୍ଷାକର୍ମୀଙ୍କ ଗୁଳିରେ ୧୦ ମାଓବାଦୀ ମୃତ

ଛତିଶଗଡ଼: ଛତିଶଗଡ଼ ଗରିଆବନ୍ଧ ଜିଲ୍ଲାରେ ଟଳିଲେ ୧୦ ମାଓବାଦୀ । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୧୦ ମାଓବାଦୀ । ମୃତ ମାଓବାଦୀଙ୍କ ମଧ୍ୟରେ ମାଓ କମାଣ୍ଡର ବାଳକ୍ରିଷ୍ଣା ଓରଫ ଭାଷ୍କର ଥିବା ସୂଚନା । ଭାଲୁଡିହି ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ … Read More

ଆଉ ୫ ବିମାନ ବନ୍ଦରରେ ଫାଷ୍ଟ ଟ୍ରାକ୍ ଇମିଗ୍ରେସନକୁ ଭର୍ଚୁଆଲ୍ ମୋଡରେ ଉଦଘାଟନ କଲେ ଅମିତ ଶାହ

ନୂଆଦିଲ୍ଲୀ: କେନ୍ଦ୍ରୀୟ ଗୃହମନ୍ତ୍ରୀ ଅମିତ ଶାହ ଆଜି  ଆଉ ୫ଟି ବିମାନବନ୍ଦରରେ ଫାଷ୍ଟ ଟ୍ରାକ୍ ଇମିଗ୍ରେସନକୁ ଭର୍ଚୁଆଲ୍ ଭାବରେ ଉଦଘାଟନ କରିଛନ୍ତି ।  ଫାଷ୍ଟ ଟ୍ରାକ୍ ଇମିଗ୍ରେସନ – ଟ୍ରଷ୍ଟେଡ୍ ଟ୍ରାଭେଲର୍ ପ୍ରୋଗ୍ରାମ୍ (FTI-TTP) ଭାରତୀୟ ନାଗରିକ ଏବଂ ଭାରତୀୟ ନାଗରିକତା … Read More