ଆସନ୍ତା ସପ୍ତାହରେ ଆଉ ଏକ ଲଘୁଚାପ, ୩୦ରୁ ୪୦ କିଲୋମିଟର ବେଗରେ ବହିବ ପବନ

ଭୁବନେଶ୍ବର : ପିଛା ଛାଡ଼ୁନି ଲଘୁଚାପ । ଆସନ୍ତା ସପ୍ତାହରେ ଆସୁଛି ଆଉ ଏକ ଲଘୁଚାପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ନୂତନ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛନ୍ତି ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ୍ । … Read More

ଏଫଏମ ରେଡ଼ିଓ ମାଧ୍ୟମରେ ଟ୍ରାଫିକ ଅପଡେଟ ଦେବ କମିସନରେଟ ପୋଲିସ

ଭୁବନେଶ୍ୱର : FM ରେଡ଼ିଓ ଦ୍ୱାରା ଟ୍ରାଫିକ ଅପଡେଟ ଦେବ କମିସନରେଟ ପୋଲିସ । ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, କମିଶନରେଟ୍ ପୋଲିସ ଏଫଏମ ରେଡିଓ ମାଧ୍ୟମରେ ଟ୍ରାଫିକ୍ ଅପଡେଟ୍ ପ୍ରଦାନ କରିବାକୁ ଚିନ୍ତା କରୁଛି । ଏଥିପାଇଁ ପୋଲିସ ସମସ୍ତ ଏଫଏମ … Read More

ଇସ୍କନର ଅଦିନିଆ ସ୍ନାନଯାତ୍ରା ଓ ରଥଯାତ୍ରାକୁ ନେଇ ଗଜପତି ମହାରାଜାଙ୍କ ପ୍ରତିକ୍ରିୟା

ପୁରୀ : ଇସ୍କନ ପକ୍ଷରୁ ଅଦିନିଆ ସ୍ନାନଯାତ୍ରା ଓ ରଥଯାତ୍ରାକୁ ନେଇ ଗଜପତି ମହାରାଜା ଦିବ୍ୟ ସିଂହ ଦେବଙ୍କ ସାମ୍ବାଦିକ ସମ୍ମିଳନୀ  । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ମଧ୍ୟ ସାମ୍ବାଦିକ ସମ୍ମିଳନୀରେ ସାମିଲ ହୋଇଛନ୍ତି । ଇସ୍କନ୍ ସଂସ୍ଥା ଦ୍ଵାରା, … Read More

ଘୁଞ୍ଚିଲା ଓଡ଼ିଶା ପୋଲିସ SI ପରୀକ୍ଷା 2025, ଅକ୍ଟୋବର ୪ ପରିବର୍ତ୍ତେ ୬ରେ ହେବ

କଟକ :  CPSE 2025 (କମ୍ବାଇଣ୍ଡ ପୋଲିସ ସର୍ଭିସ ପରୀକ୍ଷା) କିମ୍ବା ଓଡ଼ିଶା ପୋଲିସ SI ପରୀକ୍ଷା 2025 ର ଅକ୍ଟୋବର 4 ରେ ହେବାକୁ ଥିବା ପତ୍ରକୁ ଅକ୍ଟୋବର 6 କୁ ଘୁଞ୍ଚାଇ ଦିଆଯାଇଛି । SI ପରୀକ୍ଷାର ତୃତୀୟ ପରୀକ୍ଷା … Read More

ଜଳିଗଲା ଗଞ୍ଜେଇ ବୋଝେଇ ଗାଡି

ସୁବର୍ଣ୍ଣପୁର : ବିନିକା ସହର ନୂଆବଜାର ନିକଟରେ ଅଭାବନୀୟ ଘଟଣା ଘଟିଛି। ରାସ୍ତା ମଝିରେ ହୁତହୁତ୍ ହୋଇ ଜଳିଗଲା ଗଞ୍ଜେଇ ଚାଲାଣ ହେଉଥିବା କାର୍। ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳେ କିଛି ସ୍ଥାନୀୟ ଲୋକେ ଏକ ନମ୍ବର ବିହୀନ କାରରେ … Read More

ଦୁର୍ଘଟଣାରେ ସ୍ୱାମୀ,ସ୍ତ୍ରୀ ସହ ୩ ମୃତ

ଅନୁଗୁଳ : ଅନୁଗୁଳରେ ଶନିବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟଣାରେ ଅଟୋ-କାର ମୁହାମୁହିଁ ଧକ୍କା ହୋଇ ୫ ଗୁରୁତରଙ୍କ ମଧ୍ୟରୁ ୩ ଜଣଙ୍କ ଜୀବନ ଚାଲି ଯାଇଛି । ଅନ୍ୟ ୩ ଜଣ ଗୁରୁତର ଅବସ୍ଥାରେ ରହିଛନ୍ତି । ମୃତକ ମଧ୍ୟରେ … Read More

ଜିଏସ୍‌ଟି ସୁଧାର ମଧ୍ୟବିତ୍ତମାନଙ୍କ ପାଇଁ ଲାଭଜନକ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ଵର ବିମାନବନ୍ଦରରେ ସାମ୍ବାଦିକମାନଙ୍କୁ ଜିଏସ୍‌ଟି ସୁଧାର ମଧ୍ୟବିତ୍ତମାନଙ୍କ ପାଇଁ ଲାଭଜନକ ବୋଲି କହିଛନ୍ତି। ଏହାଫଳରେ ରାଜ୍ୟର ୧୦ ଲକ୍ଷ କେନ୍ଦୁପତ୍ର ତୋଳାଳି ଉପକୃତ ହେବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି। … Read More

ପାରିବାରିକ ସଂପତ୍ତି ବିଭାଜନ ସଂପର୍କିତ ମାମଲାରେ ଡିଏନ୍‌ଏ ପରୀକ୍ଷା ପାଇଁ ବାଧ୍ୟ କରାଯାଇପାରିବନି: ହାଇକୋର୍ଟ

କଟକ: ଏଣିକି ପାରିବାରିକ ସଂପତ୍ତି ବିଭାଜନ ସଂପର୍କିତ ମାମଲାରେ ଡିଏନ୍‌ଏ ପରୀକ୍ଷା ପାଇଁ ବାଧ୍ୟ କରାଯାଇପାରିବନି। ଏନେଇ ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ। ଡିଏନ୍‌ଏ ପରୀକ୍ଷା ପାଇଁ ଜଣେ ବ୍ୟକ୍ତିଙ୍କୁ ବାଧ୍ୟ କରିବା ତାଙ୍କ ବ୍ୟକ୍ତିଗତ ଗୋପନୀୟତା ଅଧିକାରକୁ ପ୍ରଭାବିତ କରିଥାଏ। … Read More

ବନ୍ୟା ଆଶଙ୍କା: ହୀରାକୁଦରୁ ୨୦ ଗେଟ୍​‌ ଦେଇ ଜଳ ନିଷ୍କାସନ

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରକୁ ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବେଶ କରୁଛି। ଉତ୍ତରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ଫୁଲୁଛି ହୀରାକୁଦ ଜଳଭଣ୍ଡାର। ସକାଳ ୮ଟା ସୁଦ୍ଧା ଜଳଭଣ୍ଡାର ଜଳସ୍ତର ୬୨୬.୫୬ ଫୁଟ୍‌ରେ ପହଞ୍ଚିଛି । ଫଳରେ ଆଉ ୪ ଟି ଗେଟ୍ ଖୋଲାଯାଇଛି। … Read More

ରାଷ୍ଟ୍ରପତିଙ୍କୁ ଭେଟି ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ-୨୦୩୬ ପୁସ୍ତିକା କଲେ ପ୍ରଦାନ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଷ୍ଟ୍ରପତି ଭବନରେ ମହାମହିମଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଚାରି ଦିନିଆ ଦିଲ୍ଲୀ ଗସ୍ତ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଅନେକ ଗୁରୁତ୍ବପୂର୍ଣ୍ଣ ବିଷୟରେ ଆଲୋଚନା କରିଛନ୍ତି। ଏହି … Read More