ଜାତୀୟ ଶିକ୍ଷକ ସମ୍ମାନ-୨୦୨୫: ଓଡି଼ଶାର ୨ ଶିକ୍ଷକଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି

ଭୁବନେଶ୍ୱର/ନୂଆଦିଲ୍ଲୀ: ଦିଲ୍ଲୀ ବିଜ୍ଞାନ ଭବନରେ ଜାତୀୟ ଶିକ୍ଷକ ସମ୍ମାନ ପ୍ରଦାନ ସମାରୋହ ଆୟୋଜିତ ହୋଇଛି। ଗୁରୁ ଦିବସରେ ୪୫ ଶିକ୍ଷକଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶାର ୨ ଜଣ ଶିକ୍ଷକଙ୍କୁ ମିଳିଲା ଜାତୀୟ ଶିକ୍ଷକ ସମ୍ମାନ-୨୦୨୫। ମାଲକାନଗିରିର ବସନ୍ତ … Read More

ପାରାଦୀପ ବନ୍ଦରରେ ଜାହାଜରୁ ଖସିପଡିଲେ ୨ ଜଣ କ୍ରିୟୁ ସଦସ୍ୟ, ଜଣେ ନିଖୋଜ

ପାରୀଦୀପ :  ପାରୀଦୀପ ବନ୍ଦରରେ ଅଘଟଣ । ଜାହାଜରୁ ଖସିପଡିଲେ ୨ ଜଣ କ୍ରିୟୁ ସଦସ୍ୟ ।  ଜଣେ ସଦସ୍ୟଙ୍କୁ ଉଦ୍ଧାର କରାଯାଇଛି, ଅନ୍ୟ ଜଣେ ନିଖୋଜ ।  ବନ୍ଦରର ୫ ନମ୍ବର ଗେଟ୍ ନିକଟରେ ଥିବା ପିଆଇସିଟି ବର୍ଥରେ ଅଘଟଣ ଘଟିଛି … Read More

ସ୍କୁଲରେ ଗୁରୁଦିବସ ପାଳନ ଚାଲିଥିବା ବେଳେ ଛାତରୁ ଖସିଲା ପ୍ଲାଷ୍ଟର, ୩ ଛାତ୍ରୀ ଗୁରୁତର

ବାସୁଦେବପୁର : ଗୁରୁଦିବସ ପୂଜା ଚାଲିଥିବା ବେଳେ ଛାତରୁ ଖସିଲା ପ୍ଲାଷ୍ଟର । ୩ ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି । ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ କିସ୍ମତ କୃଷ୍ଣପୁର ପଂଚାୟତ ବହୁମାଘେରି ସରକାରୀ ପ୍ରାଥମିକ ବିଦ୍ୟାଳୟରୁ ଆସିଛି ଏପରି ଘଟଣା । … Read More

ଓଡ଼ିଶାକୁ ଆସିବ ୬୦୦ ଇ-ବସ୍‌, ସମ୍ବଲପୁରରେ ଗଡ଼ିବ ୨୫ଟି

ଭୁବନେଶ୍ୱର : ଆଗକୁ ରାଜ୍ୟରେ ଅଧିକ ଗଡ଼ିବ ଇ-ବସ୍ ।  ପରିବେଶ ସୁରକ୍ଷା ପାଇଁ ଆଗକୁ ଅଧିକ ଇ-ବସ୍ ପ୍ରଚଳନ କରିବାକୁ ସରକାର ଯୋଜନା କରୁଛନ୍ତି ।  ମନ୍ତ୍ରୀ କହିଛନ୍ତି, ଆଗକୁ ରାଜ୍ୟ ସରକାର ୨ ଶହ ଇ-ବସ୍ ଆଣିବେ ।  ଏହାସହ … Read More

ଭୁବନେଶ୍ୱରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଖରାପ ପାଗ ଯୋଗୁ କୋଲକାତାରେ ଅବତରଣ କଲା ବିମାନ

ଭୁବନେଶ୍ୱର : ଦିଲ୍ଲୀ ଗସ୍ତରୁ ଫେରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ସକାଳେ ପାଗ ଖରାପ ଯୋଗୁ ଦିଲ୍ଲୀରୁ ମୁଖ୍ୟମନ୍ତ୍ରୀ ଫେରୁଥିବା ବିମାନଟି ଭୁବନେଶ୍ବର ବିମାନବନ୍ଦରରେ ଅବତରଣ କରିପାରିନଥିଲା । ଏହି ବିମାନଟି କୋଲକାତାରେ ଲ୍ୟାଣ୍ଡିଂ କରିଥିଲା । ପାଗ ବଦଳିବା … Read More

ଶାରଦୀୟ ପୂଜା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ସ୍ୱତନ୍ତ୍ର ଏସଓପି ଜାରି କଲା କଟକ ଜିଲ୍ଲା ପ୍ରଶାସନ

କଟକ : ଶାରଦୀୟ ପୂଜା ମଣ୍ଡପ ଓ ଗେଟ ଅନୁମତି ପାଇଁ କଟକ ଜିଲ୍ଲା ପ୍ରଶାସନର ସ୍ୱତନ୍ତ୍ର ବ୍ୟବସ୍ଥା ।  ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ସ୍ୱତନ୍ତ୍ର ଏସଓପି ଜାରି କରିଛି କଟକ ଜିଲ୍ଲା ପ୍ରଶାସନ ।  ଆଜିଠାରୁ ୩ ଦିନ ପର୍ଯ୍ୟନ୍ତ ମଣ୍ଡପ … Read More

ଆଗାମୀ ଦିନରେ ରାଜ୍ୟରେ ନିଯୁକ୍ତି ପାଇବେ ୪୪ ହଜାର ୪୩୩ ଶିକ୍ଷକ : ମନ୍ତ୍ରୀ

ଭୁବନେଶ୍ୱର : ଆଗାମୀ ଦିନରେ ରାଜ୍ୟ ସରକାର ୪୪ ହଜାର ୪୩୩ ଶିକ୍ଷକ ନିଯୁକ୍ତି ଦେବାକୁ ଯାଉଛନ୍ତି ।  ସେହିପରି ପ୍ରତିବର୍ଷ ୧୫ ହଜାର ଶିକ୍ଷକ ନିଯୁକ୍ତି କରିବା ପାଇଁ ବି ନିଷ୍ପତ୍ତି ନେଇଛନ୍ତି । ଶିକ୍ଷକ ଅଭାବର ସମାଧାନ ହେବ ।  … Read More

ଗୁରୁ ଦିବସରେ ଗାନ୍ଧୀ ମାର୍ଗରେ ଗର୍ଜିଲେ, ୫ ଦଫା ଦାବି ନେଇ ଆନ୍ଦୋଳନ କଲେ ଶିକ୍ଷକ

ଭୁବନେଶ୍ବର : ରାଜଧାନୀରେ ଗୁରୁ ଦିବସରେ ଗର୍ଜିଲେ ଶିକ୍ଷକ ।  ଓଡ଼ିଶା ସ୍କୁଲ କଲେଜ୍ ଶିକ୍ଷକ ଓ କର୍ମଚାରୀ ସମନ୍ଵୟ ସମିତି ପକ୍ଷରୁ ଭୁବନେଶ୍ବର ଗାନ୍ଧୀ ମାର୍ଗରେ ଆନ୍ଦୋଳନ ।  ଲୋୟର ପିଏମଜିରେ ହଜାର ହଜାର ଶିକ୍ଷକ ଏକାଠି ହୋଇଛନ୍ତି  ।  ୫ … Read More

କେନ୍ଦୁପତ୍ର ଉପରେ ଜିଏସ୍‌ଟି ୫ ପ୍ରତିଶତକୁ ହ୍ରାସ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଜିଏସଟି ସ୍ଲାବକୁ ନେଇ ମୋଦି ସରକାରଙ୍କ ନିଷ୍ପତ୍ତି ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀରେ ପ୍ରେସମିଟ କରିଛନ୍ତି । କହିଛନ୍ତି, କେନ୍ଦୁପତ୍ର ଉପରେ ୫ ପ୍ରତିଶତକୁ ହ୍ରାସ ହୋଇଛି । କେନ୍ଦୁପତ୍ର ଉପରେ ଜିଏସଟି ୧୮ ପ୍ରତିଶତରୁ ୫ … Read More

ବିମଏସିର ପ୍ରସ୍ତୁତି ବୈଠକ: ଏଥର ପୂଜା ମେଲୋଡିରେ ଅଶ୍ଳୀଳ ନୃତ୍ୟ ମନା, ଦିଆଯିବ ନିଶାମୁକ୍ତ ବାର୍ତ୍ତା

ଭୁବ‌ନେଶ୍ବର: ଆରମ୍ଭ ହେଲାଣି ପାର୍ବଣ ଋତୁ। ଆଉ ଏଥିପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ପ୍ରଶାସନ। ଚଳିତ ବର୍ଷ ପୂଜାରେ ପ୍ରଶାସନ ପକ୍ଷରୁ କଡ଼ାକଡ଼ି କରାଯାଇଛି। ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଆରମ୍ଭ କରିଛି କମିଶନରେଟ୍ ପୋଲିସ। ଲୋକଙ୍କ ସୁରକ୍ଷା ପୋଲିସର ପ୍ରାଥମିକତା କହିଲେ କମିସନର … Read More