ଫେରିବ ମହାପ୍ରଭୁ ଜଗନ୍ନାଥଙ୍କ ଭୂସମ୍ପତ୍ତି: ଆଇନ ମନ୍ତ୍ରୀ
ଭୁବନେଶ୍ୱର: ମହାପ୍ରଭୁଙ୍କ ଭୂସମ୍ପତ୍ତି ଫେରାଇ ଆଣିବାକୁ ସରକାରଙ୍କ ପ୍ରକ୍ରିୟା ଆରମ୍ଭ। ରାଜ୍ୟ ଓ ରାଜ୍ୟ ବାହାରେ ଥିବା ସଂପତ୍ତି ଫେରାଇ ଆଣିବାକୁ ପ୍ରକ୍ରିୟା ଆରମ୍ଭ କରିଛନ୍ତି ରାଜ୍ୟ ସରକାର। ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, … Read More
