ଛତିଶା ନିଯୋଗ ବୈଠକରେ ଚନ୍ଦ୍ର ଗ୍ରହଣ ନୀତି ନିର୍ଘଣ୍ଟ

ପୁରୀ  : ପୁରୀ ନୀଳାଦ୍ରି ଭକ୍ତନିବାସରେ ଆଜି ଅନୁଷ୍ଠିତ ହେବ ଛତିଶା ନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ। ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ଅଧକ୍ଷତାରେ ଅନୁଷ୍ଠିତ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ଏଥିରେ ଆସନ୍ତା ୭ ତାରିଖରେ … Read More

୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା: ରେଡ୍ ଓ୍ବାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ଵର: ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗିରହିଛି । କାଲି ପର୍ଯ୍ୟନ୍ତ ୪ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି କରାଯାଇଛି। ସେସବୁ ଜିଲ୍ଲା ଗୁଡିକ ହେଉଛି ଦେବଗଡ, ସମ୍ବଲପୁର , ସୁନ୍ଦରଗଡ ଏବଂ … Read More

ଓଡ଼ିଶା ପୋଲିସର ‘ଅପରେସନ୍ ଅନୱେଶନ’, ୫ ଦିନରେ ମିଳିଲେଣି ୩୫୮ ନିଖୋଜ ଶିଶୁ ଏବଂ ୨୦୫୯ ମହିଳା….

ଭୁବନେଶ୍ବର: ୨୦୨୫ ମସିହାରେ ନିଖୋଜ ଲୋକଙ୍କୁ ଖୋଜି ବାହାର କରିବା ପାଇଁ କରାଯାଇଥିବା ସ୍ୱତନ୍ତ୍ର ଅଭିଯାନ ‘ଅପରେସନ୍ ଅନୱେଶନ’ ଅଧୀନରେ ଓଡ଼ିଶା ପୋଲିସ ଏପର୍ଯ୍ୟନ୍ତ ୧,୨୦୯ ନିଖୋଜ ଶିଶୁଙ୍କୁ ଉଦ୍ଧାର କରିଛି, ଯେଉଁଥିରେ ୧,୦୭୮ ଝିଅ ଏବଂ ୬,୬୬୭ ନିଖୋଜ ମହିଳାଙ୍କୁ … Read More

ସୁପ୍ରିମକୋର୍ଟଙ୍କ TET ରାୟକୁ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରତିକ୍ରିୟା

ଭୁବନେଶ୍ବର:ସୁପ୍ରିମକୋର୍ଟ ଶିକ୍ଷକ ନିଯୁକ୍ତି ପାଇଁ ଟିଇଟି (ଟିଚର୍ସ ଇଲିଜିବିଲିଟି ଟେଷ୍ଟ୍‌)କୁ ବାଧ୍ୟତାମୂଳକ(TET Mandatory ) କରିଛନ୍ତି। ଏହି ରାୟ ପ୍ରକାଶ ପାଇବା ପରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି, ବିଭାଗ ଏହା ଉପରେ ତର୍ଜମା କରିବ। ଶିକ୍ଷକଙ୍କ … Read More

ଶ୍ରୀମନ୍ଦିର ନୀଳଚକ୍ର ଉପରେ ବସିଲା ଚିଲ

ପୁରୀ : ଶ୍ରୀମନ୍ଦିର ନୀଳଚକ୍ର ଉପରେ ବସିଲା ଚିଲ । ନୀଳଚକ୍ରର ପତିତପାବନ ବାନା ଉପରେ ଚିଲଟି ବସିଥିବା ଦେଖିବାକୁ ମିଳିଛି । ଶ୍ରୀମନ୍ଦିର ଉପରେ ଚିଲ ବସିଲେ ଅଶୁଭ ସଂକେତ ବୋଲି ବିଶ୍ୱାସ କରାଯାଏ । ତେବେ ଦୀର୍ଘ ସମୟ ଧରି … Read More

ପାଠ ପଢିବାକୁ ନଥିଲା ସମ୍ବଳ, ଦିନ ମଜୁରିଆ କ୍ରାକ କଲେ ନିଟ୍ ପରୀକ୍ଷା

ଖୋର୍ଦ୍ଧା:  ଖୋର୍ଦ୍ଧା ଜିଲ୍ଲା ମେଧାବୀ ଛାତ୍ର ୧୯ ବର୍ଷୀୟ ଶୁଭମ୍ ଶବରଙ୍କର କାହାଣୀ ସାରା ଦେଶରେ ଚର୍ଚ୍ଚିତ । ପଲ୍ଲିରୁ ଦିଲ୍ଲୀ ଶୁଭମଙ୍କ ପ୍ରଶଂସାରେ ଶତମୁଖ । ନିଜେ ଦାଦନ ଖଟି ରୋଜଗାର କରି ଉପାର୍ଜିତ ଅର୍ଥରୁ ପାଇଛନ୍ତି ସଫଳତା ।  … Read More

ଏନଆରଟିଏସ ପରୀକ୍ଷା ଘୁଞ୍ଚିଲା, ସେପ୍ଟେମ୍ବର ୧୦ ପରିବର୍ତ୍ତେ ୧୯ରେ ହେବ

ଭୁବେନଶ୍ବର: ଏନଆରଟିଏସ ପରୀକ୍ଷା ଘୁଞ୍ଚାଇଲା ମାଧ୍ୟମିକ ଶିକ୍ଷା ପରିଷଦ । ପୂର୍ବରୁ ସେପ୍ଟେମ୍ବର ୧୦ ତାରିଖରେ ହେବାକୁ ଥିଲା ଜାତୀୟ ଗ୍ରାମୀଣ ମେଧାବୃତ୍ତି ପରୀକ୍ଷା ।  ଏହାକୁ ସେପ୍ଟେମ୍ବର ୧୯ ତାରିଖକୁ ଘୁଞ୍ଚାଇଲା ବୋର୍ଡ । ସକାଳ ୧୦ ଟାରୁ ୧୨ଟା … Read More

ସରକାରୀ ଟଙ୍କା ହେରଫେର: ବନ୍ଧା ହେଲେ ଜାମଦା ତହସିଲଦାର

ଝାରସୁଗୁଡ଼ା :  ମୟୁରଭଞ୍ଜ ଜାମଦା ତହସିଲଦାର ଗିରଫ । ଜାମଦା ତହସିଲଦାର ମଧୁସ୍ମିତା ସିଂଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ ଇଓଡବ୍ଲୁ । ଝାରସୁଗୁଡା ବେଲପାହାଡ ମ୍ୟୁନିସିପାଲିଟିରେ ନିର୍ବାହୀ ଅଧିକାରୀ ଥିବା ବେଳେ ୪ କୋଟି ଟଙ୍କାର ସରକାରୀ ଅର୍ଥକୁ ହେରଫେର କରିଥିଲେ । … Read More

କଟକ ଜେଏମ୍‌ଏଫ୍‌ସି କୋର୍ଟରେ ଗ୍ୟାଙ୍ଗଷ୍ଟର ସକିଲର ଆତ୍ମସମର୍ପଣ

କଟକ : ଗ୍ୟାଙ୍ଗଷ୍ଟର ସକିଲର ଆତ୍ମସମର୍ପଣ । ମଙ୍ଗଳାବାଗ ଥାନାର ଏକ ମାମଲାରେ ଆତ୍ମସମର୍ପଣ କଲା ଗ୍ୟାଙ୍ଗଷ୍ଟାର ସକିଲ୍ । କଟକ JMFCରେ ସକିଲର ଆତ୍ମସମର୍ପଣ କରିଛି । ଆରମ୍ଭ ହୋଇଛି ପାର୍ବଣ ଋତୁ । କଟକ ସହରର ଆଇନ୍ ଶୃଙ୍ଖଳାକୁ ଆଖି … Read More

ମାଲକାନଗିରି ବ୍ଲକରେ କର୍ମଚାରୀ ମରୁଡି

ମାଲକାନଗିରି : ମାଲକାନଗିରି ବ୍ଲକରେ ଅଫିସର ଓ କର୍ମଚାରୀ ମରୁଡି ଦେଖାଦେଇଛି । ଫଳରେ ସମସ୍ତ ବିଭାଗ ଅଚଳ ହୋଇ ପଡିଛି । ବିଭିନ୍ନ ବିଭାଗରେ ପଦ ପଦବୀ ଗୁଡିକ  ଅତିରିକ୍ତ ଦାୟିତ୍ୱରେ ଚାଲିଛି । ଗ୍ରାମ ପଂଚାୟତ ସଂପ୍ରସାରଣ ଅଧିକାରୀ, … Read More