ରାଜଧାନୀରେ ପ୍ରତିଷ୍ଠା ହେବ ଡପଲର ରାଡାର ସିଷ୍ଟମ
ଭୁବନେଶ୍ବର : ରାଜଧାନୀରେ ଡପଲର ରାଡାର ସିଷ୍ଟମ ପ୍ରତିଷ୍ଠା ହେବା ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି । ଖୁବଶୀଘ୍ର ବାଲେଶ୍ଵର ଓ ସମ୍ବଲପୁରରେ ରାଡାର ସିଷ୍ଟମ କାର୍ଯ୍ୟକ୍ଷମ ହେବ । ବାଲେଶ୍ବର ଓ ସମ୍ବଲପୁରରେ ଭିତ୍ତିଭୂମି କାର୍ଯ୍ୟ … Read More
