ବିଦ୍ୟୁତ୍ ସଂସ୍ପର୍ଶରେ ଆସିଲା ଡିଜେ ଗାଡି, ୩ ଗୁରୁତର

କୋଣାର୍କ : ଗଣେଶ ମୂର୍ତ୍ତି ଭସାଣି ବେଳେ ଅଘଟଣ। ଡିଜେ ଗାଡିଟି ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଳିଯାଇଛି। ଏଥିରେ ୩ ଜଣ ଯୁବକ ଗୁରୁତର ହୋଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ ଗତକାଲି କୋଣାର୍କ ଡାଳିମ୍ବଗରଡି ଗାଁରେ ଗଣେଶ ଭସାଣି … Read More

କଲରାପତରିଆ ବାଘ ଛାଲ ଜବତ, ୪ ଗିରଫ

ରାୟଗଡା : ୨ବାଘ ଛାଲ ଜବତ, ୪ଗିରଫ ।  କେନ୍ଦ୍ର ସରକାରଙ୍କ ରାଜସ୍ବ ଗୁଇନ୍ଦା ବିଭାଗ ପକ୍ଷରୁ ମୁମ୍ବାଇର ଏକ ଟିମ ରାୟଗଡା ଜିଲ୍ଲାର କୋଲନରା ନିକଟରେ ଏକ ଆନ୍ତର୍ଜାତୀୟ ବନ୍ୟଜନ୍ତୁ ଚୋରାଚାଲାଣ ରାକେଟକୁ ଠାବ କରିଛି । ଦେଶ ବାହାରକୁ ଚୋରାଚାଲାଣ … Read More

ମହାନଦୀ ସମସ୍ୟାର ସମାଧାନ ଲାଗି ଆଶା ସଞ୍ଚାର

ଭୁବନେଶ୍ଵର : ମହାନଦୀ ଜଳ ଆବଣ୍ଟନକୁ ନେଇ ରହିଥିବା ବିବାଦ ପ୍ରସଙ୍ଗରେ ଏକ ସକାରାତ୍ମକ ଖବର ଆସିଛି। ଦୀର୍ଘ ଦଶନ୍ଧିର ଏହି ଆନ୍ତଃ ନଦୀଜଳ ଆବଣ୍ଟନ ସମସ୍ୟାର ସମାଧାନ ଲାଗି ଆଶା ସଞ୍ଚାର ହୋଇଛି। ଶନିବାର ଉଭୟ ଓଡ଼ିଶା ଓ ଛତିଶଗଡ଼ … Read More

ଦୁର୍ଗାପୂଜା: ପାରମ୍ପରିକ ବାଜାରେ ମାଆଙ୍କୁ ମେଲାଣି, ଭସାଣରେ ଡିଜେ ମନା

ଭୁବନେଶ୍ଵର : ଆଉ ଦିନ କେଇଟା ପରେ ଶାରଦୀୟ ଦୁର୍ଗାପୂଜା। ଏ ନେଇ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଜୋରଦାର ଚାଲିଛି। ଆଜି ପୁଲିସ୍‌ ସେବା ଭବନଠାରେ କମିସନରେଟ ପୁଲିସ୍ ପକ୍ଷରୁ ଶାରଦୀୟ ଦୁର୍ଗାପୂଜା, ରାବଣ ପୋଡି ଓ ଭସାଣି ଉତ୍ସବ ପାଇଁ … Read More

ହାଇଦ୍ରାବାଦରେ ସମ୍ବର୍ଦ୍ଧିତ ହେଲେ ଓଡିଆ ଯୁବଚାଷୀ ମାନସ

ପିପିଲି: ଭୁବନେଶ୍ୱର ବ୍ଲକ ଅନ୍ତର୍ଗତ ହରିଡାମଡା ଗ୍ରାମର ସଫଳ ଯୁବ ଚାଷୀ ମାନସ କୁମାର ଦାସଙ୍କୁ ଚଳିତ ବର୍ଷର ଜାତୀୟ ସ୍ତରୀୟ ମର୍ଯ୍ୟାଦାଜନକ ‘ଉକୃଷ୍ଟ କୃଷକ-୨୦୨୫’ ପୁରସ୍କାର ପ୍ରଦାନ କରାଯାଇଛି। ଭାରତୀୟ କୃଷି ଅନୁସନ୍ଧାନ ପରିଷଦ(ଆଇସିଏଆର୍‍), ନୂଆଦିଲ୍ଲୀ ଅନ୍ତର୍ଗତ ‘ରାଷ୍ଟ୍ରୀୟ କୃଷି … Read More

‘ମନ୍ କି ବାତ୍’ କାର୍ଯ୍ୟକ୍ରମ, କାନୋଇଙ୍ଗ୍ ଚମ୍ପିୟାନ୍ ଓଡିଆ ଝିଅ ରଶ୍ମିତାଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୨୫ତମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ପ୍ରସାରଣ ହୋଇଛି । ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ‘ମନ୍ କି ବାତ୍’ ରେ ପ୍ରତ୍ୟେକ ଥର ପରି ସେ ବିଭିନ୍ନ କ୍ଷେତ୍ରର ସାଧାରଣ ଲୋକଙ୍କ ସଫଳତାକୁ ପ୍ରଶଂସା କରି … Read More

ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ଅବସରରେ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମ ଓ ପ୍ରକଳ୍ପର ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟସ୍ତରୀୟ ସ୍ବାୟତ୍ତ ଶାସନ ଦିବସ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟକ୍ରମ ଓ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଭୁବନେଶ୍ବର ରେଲୱେ ଅଡିଟୋରିୟମରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଗୃହନିର୍ମାଣ ଓ … Read More

ବ୍ୟାପୁଛି ବାର୍ଡ ଫ୍ଲୁ; ନନ୍ଦନକାନନ ପ୍ରାଣୀଉଦ୍ୟାନରେ ନିଆଗଲା ସତର୍କତା ମୂଳକ ପଦକ୍ଷେପ

ଭୁବନେଶ୍ୱର: ରାଜଧାନୀରେ ବ୍ୟାପିବରେ ଲାଗିଛି ବାର୍ଡ ଫ୍ଲୁ । ଏହାକୁ ନେଇ ଏବେ ଚିନ୍ତାରେ ନନ୍ଦନକାନନ ପ୍ରାଣୀଉଦ୍ୟାନ କର୍ତ୍ତୃପକ୍ଷ । ନନ୍ଦନକାନନ ପ୍ରାଣୀଉଦ୍ୟାନରେ ସତର୍କତା ମୂଳକ ପଦକ୍ଷେପ ନିଆଯାଇଛି । ନନ୍ଦନକାନନର ଉନ୍ନତି କାର୍ଯ୍ୟ ଚାଲୁ ରହିଥିବାରୁ ପୂର୍ବରୁ ହୋଇଥିବା ବାର୍ଡ … Read More

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଟଙ୍କା କାରବାର, ସମୟ ଅନୁସାରେ ନିର୍ଦ୍ଧାରିତ ହୋଇଛି ଟଙ୍କା

ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଟଙ୍କା ମାଗୁଛି ଏକ ୱେବସାଇଟ । ମହାପ୍ରଭୁଙ୍କ ଦର୍ଶନ ନାଁରେ ଲୋକଙ୍କୁ ଭ୍ରମିତ କରୁଛି ଇଣ୍ଡିଆ ଥ୍ରିଲସ ୱେବସାଇଟ । ବିଭିନ୍ନ ବର୍ଗର ଦର୍ଶନ ପାଇଁ ଏହି ୱେବସାଇଟରେ ରହିଛି ତଥ୍ୟ । ଦର୍ଶନ … Read More

କୋରାପୁଟ ମ୍ୟୁନିପାଲିଟି ପାଇବ ଶ୍ରେଷ୍ଠ ପୌରାଞ୍ଚଳ ପୁରସ୍କାର

କୋରାପୁଟ: ରାଜ୍ୟର ଶ୍ରେଷ୍ଠ ପୁରସ୍କାର ପାଇବ କୋରାପୁଟ ପୌରାଞ୍ଚଳ । ଏନେଇ କୋରାପୁଟ ପୌରାଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ ପ୍ରକାଶ କରିଛନ୍ତି । ସ୍ବାୟତ୍ତ ଶାସନ ଦିବସରେ ଉଲେଖନୀୟ କାର୍ଯ୍ୟ ପାଇଁ କୋରାପୁଟ ମ୍ୟୁନିସିପାଲିଟିକୁ ରାଜ୍ୟର ଶ୍ରେଷ୍ଠ ପୌରାଞ୍ଚଳ ଭାବେ ପୁରସ୍କୃତ … Read More