ଫିଟ୍ନେସ ପରୀକ୍ଷା ଦେବେ ଗିଲ୍, ବୁମ୍ରା, ରୋହିତ, ସିରାଜ
ନୂଆଦିଲ୍ଲୀ:ଏସିଆ କପ କ୍ରିକେଟ-୨୦୨୫ ଆସନ୍ତା ସେପ୍ଟେମ୍ବର ୯ରୁ ୨୮ ପର୍ଯ୍ୟନ୍ତ ୟୁଏଇରେ ଖେଳାଯିବ। ଭାରତୀୟ ଦଳ ୟୁଏଇ ଗସ୍ତ ପୂର୍ବରୁ କିଛି ଖେଳାଳିଙ୍କ ଫିଟ୍ନେସ ପରୀକ୍ଷା କରାଯିବ। ଭାରତୀୟ ଦଳର ତାରକା ଦ୍ରୁତ ବୋଲର ଯଶପ୍ରୀତ ବୁମ୍ରା ଓ ବ୍ୟାଟ୍ସମ୍ୟାନ ଶୁଭମନ … Read More
