ନାବାଳିକା ଦୁଷ୍କର୍ମକାରୀକୁ ୩୦ ବର୍ଷ ସଶ୍ରମ କାରା ଦଣ୍ଡାଦେଶ

ସମ୍ବଲପୁର: ସମ୍ବଲପୁର ଏଡିଜେ–ସ୍ୱତନ୍ତ୍ର ପୋକ୍ସୋ ଅଦାଲତ ଏକ ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୩୦ ବର୍ଷ ସଶ୍ରମ କାରାଦଣ୍ଡ ନିର୍ଦ୍ଦେଶ ଦେଇଛନ୍ତି। ଅଭିଯୁକ୍ତକୁ ୫୦ ହଜାର ଟଙ୍କା ଜରିମାନା ଆଦେଶ ଦେବା ସହିତ ପୀଡ଼ିତାଙ୍କୁ ୧୩ ଲକ୍ଷ ୫୦ ହଜାର ଟଙ୍କା … Read More

ସଂସଦରେ ସ୍ଥାନ ପାଇବ ମହାପ୍ରଭୁଙ୍କ ୩ ରଥର ଚକ

ପୁରୀ : ସଂସଦରେ ସ୍ଥାନ ପାଇବ ମହାପ୍ରଭୁଙ୍କ ୩ ରଥର ଚକ। ପୁରୀ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ସଂସଦୀୟ କମିଟି ଏ ନେଇ ପ୍ରସ୍ତାବ ଦେଇଛି। କମିଟିର ପ୍ରସ୍ତାବରେ ବାଚସ୍ପତି ସମ୍ମତି ଜଣାଇଛନ୍ତି ବୋଲି ଶ୍ରୀମନ୍ଦିର ମୁଖ୍ୟ … Read More

ମତ୍ସ୍ୟଜୀବୀଙ୍କୁ ସତର୍କ କରାଇଲା ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ, ସମୁଦ୍ରକୁ ମାଛ ଧରିବାକୁ ନଯିବାକୁ ପରାମର୍ଶ

ଭୁବନେଶ୍ବର ୩୦।୮: ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ୨୪ ଘଣ୍ଟା … Read More

ଡିସେମ୍ବରରେ ମୋହନ-ବିଷ୍ଣୁଦେବ ବୈଠକ, ମହାନଦୀ ଜଳ ବିବାଦର ହେବ ସମାଧାନ !

ଭୁବନେଶ୍ଵର: ମହାନଦୀ ଜଳ ବିବାଦ ଦୂର ପାଇଁ ଆଗକୁ ବଢ଼ିଲେ ଓଡ଼ିଶା ଓ ଛତିଶଗଡ଼। ମହାନଦୀ ଜଳ ସମସ୍ୟା ଉପରେ ଆଲୋଚନା ପାଇଁ ଓଡ଼ିଶା ଏବଂ ଛତିଶଗଡ଼ର ମୁଖ୍ୟ ସଚିବ ଏବଂ ବରିଷ୍ଠ ଜଳସମ୍ପଦ ଅଧିକାରୀମାନେ ବୈଠକ କରିଛନ୍ତି। ଆଲୋଚନା ଏବଂ … Read More

ବଢିଲା ଇନ୍ସପେକ୍ଟର ଓ SIଙ୍କ କ୍ଷମତା, ଏବେ ନେଇ ପାରିବେ ଆକ୍ସନ

ଭୁବନେଶ୍ଵର: ବଢିଲା ଇନ୍ସପେକ୍ଟର ଏବଂ ଏସଆଇଙ୍କ କ୍ଷମତା। ଏଣିକି ଅନୁସୂଚିତ ଜାତି(ଏସସି) ଏବଂ ଅନୁସୂଚିତ ଜନଜାତି (ଏସଟି) ମାମଲାର ତଦନ୍ତ କରିପାରବେ। ତଦନ୍ତ କରିବା ସହ ଗିରଫ ଏବଂ ସ୍ୱତନ୍ତ୍ର ଅଦାଲତରେ ମାମଲା କରିପାରିବେ। ପୂର୍ବରୁ ଡିଏସପି ପାହ୍ୟାର ଅଧିକାରୀଙ୍କୁ ଏହି … Read More

ଟ୍ରେନ୍ ଟଏଲେଟ୍‌ରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ଵର : ଭୁବନେଶ୍ଵର ରେଳଷ୍ଟେସନରେ ଅଭାବନୀୟ ଘଟଣା ଘଟିଛି। ଟ୍ରେନ୍ ଟଏଲେଟ୍‌ ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଜିଆରପି ପୁଲିସ୍ ପୁରୁଷୋତ୍ତମ ଏକ୍ସପ୍ରେସ୍ ଶୌଚାଳୟରୁ ଏହି ମୃତଦେହକୁ ଉଦ୍ଧାର କରିଥିବା ସୂଚନା ମିଳିଛି । ଆଜି ସକାଳେ ସଫେଇ … Read More

ଅକ୍ଟୋବର ୪ ଓ ୫ରେ ହେବ ପୁଲିସ ଏସଆଇ ପରୀକ୍ଷା

ଭୁବନେଶ୍ୱର : ଅକ୍ଟୋବର ୪ ଓ ୫ରେ ହେବ ପୁଲିସ ଏସଆଇ ପରୀକ୍ଷା। ଓଏମଆର୍‌ ସିଟ୍‌ ଜରିଆରେ ଲିଖିତ ପରୀକ୍ଷା ହେବ। ଏସଆଇ ରାଙ୍କ୍‌ର ସମସ୍ତ ସିପିଏସଇ-୨୦୨୪ ପରୀକ୍ଷା ହେବ। ଏନେଇ ଶନିବାର ଓଡିଶା ପୁଲିସ ରିକ୍ରୁଟମେଣ୍ଟ ବୋର୍ଡ ପକ୍ଷରୁ ବିଜ୍ଞପ୍ତି … Read More

ଧସିଲା ନାଗାବଳୀ ନଦୀର ନିର୍ମାଣାଧୀନ ପଥର ପ୍ୟାକିଙ୍ଗ୍‌

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦରରେ ଥିବା ଦୁଇଟି ନଦୀ ନାଗାବଳୀ ଓ କଲ୍ୟାଣୀ ନଦୀରେ ଜଳସମ୍ପଦ ବିଭାଗ ପକ୍ଷରୁ କରାଯାଇଥିବା ପଥର ପ୍ୟାକିଂ ଧସି ଯାଇଥିବା ଦେଖିବାକୁ ମିଳିଛି। ନାଗାବଳୀ ଓ କଲ୍ୟାଣୀ ନଦୀରେ ତଟରେ ଥିବା ଗ୍ରାମଗୁଡିକର … Read More

୨୦ ବର୍ଷରୁ ଅଧିକ ଜେଲ୍‌ରେ ଥିବା ବନ୍ଦୀଙ୍କୁ ମୁକ୍ତି ପ୍ରସଙ୍ଗ: ପୁନର୍ବିଚାର ପାଇଁ ଏସଏସଆରବିକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ:ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ୨୦ ବର୍ଷରୁ ଅଧିକ ସମୟ ଧରି କୋରାପୁଟ ଜେଲ୍‌ରେ ବନ୍ଦୀ ଥିବା ନନ୍ଦୁ ପାଙ୍ଗିଙ୍କ ଦଣ୍ଡ ଅବଧିର ସମୟ ପୂର୍ବରୁ ମୁକ୍ତି ପ୍ରସଙ୍ଗରେ ବିଚାର କରିବାକୁ ଏସଏସଆରବି(ଷ୍ଟେଟ୍ ସେଣ୍ଟେନ୍ସ ରିଭ୍ୟୁ ବୋର୍ଡ)କୁ ହାଇକୋର୍ଟ … Read More

ଓଡ଼ିଶା ରାଜ୍ୟ ବାର ପରିଷଦର କଡ଼ା ନିର୍ଦ୍ଦେଶ: ଲାଭ ଜନକ ପଦବୀରେ ଥିବା ସଦସ୍ୟଙ୍କ ଲାଇସେନ୍ସ ରଦ୍ଦ ହେବ

କଟକ: ଓଡ଼ିଶା ରାଜ୍ୟ ବାର ପରିଷଦ ପକ୍ଷରୁ ଆଇନଜୀବୀଙ୍କ ପାଇଁ କଡ଼ା ନିର୍ଦ୍ଦେଶ ଜାରି କରାଯାଇଛି। ଏକ ପ୍ରେସ୍ ବିଜ୍ଞପ୍ତିରେ ପରିଷଦ ପକ୍ଷରୁ କୁହାଯାଇଛି, ଲାଭ ଜନକ ପଦବୀରେ ଥିବା ଆଇନଜୀବୀଙ୍କ ପ୍ରତି କଠୋର ପଦକ୍ଷେପ ଗ୍ରହଣ କରାଯିବ। ପରିଷଦ ନିଷ୍ପତ୍ତି … Read More