ଏମ୍ସ ଭୁବନେଶ୍ୱରରେ କାର୍ଯ୍ୟକାରୀ ହେଲା ଅତ୍ୟାଧୁନିକ ନ୍ୟୁରୋ ମଡ୍ୟୁଲେସନ୍ ସେବା କେନ୍ଦ୍ର
ଭୁବନେଶ୍ୱର : ମାନସିକ ସ୍ୱାସ୍ଥ୍ୟସେବାକୁ ଆଗକୁ ବଢାଇବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଏମ୍ସ ଭୁବନେଶ୍ୱର ମାନସିକ ରୋଗ ବିଭାଗ ପକ୍ଷରୁ ଏକ ଅତ୍ୟାଧୁନିକ ନ୍ୟୁରୋମଡ୍ୟୁଲେସନ୍ ସେବା କେନ୍ଦ୍ର ଆରମ୍ଭ କରାଯାଇଛି। ଅତ୍ୟାଧୁନିକ, ନନ୍-ଇନ୍ଭେସିଭ ବ୍ରେନ୍ ସ୍ଟିମୁଲେସନ୍ ଥେରାପୀ ଚିକିତ୍ସା … Read More
