ନକଲି ଅଧ୍ୟାପକଙ୍କ ଉପରେ ଉଚ୍ଚ ଶିକ୍ଷା ବିଭାଗର ଛାଟ, କାରଣ ଦର୍ଶାଅ ନୋଟିସ ଜାରି

ଉଦଳା: ଯୋଗ୍ୟତା ନ ଥାଇ ବି ପଦବୀ, ତାହା ପୁଣି ଆଉ କିଛି ନୁହେଁ….ଅଧ୍ୟାପକ । ଆଉ ଏହି ଅଧ୍ୟାପକଙ୍କ ଉପରେ ଏବେ ଉଚ୍ଚ ଶିକ୍ଷା ବିଭାଗର ପଡିଛି ଛାଟ । ଅଧ୍ୟାପକଙ୍କୁ ଆସିଛି କାରଣ ଦର୍ଶାଅ ନୋଟିସ । ଅଧ୍ୟାପକ ଜଣକ … Read More

ଦାଦନ ରୋକିବାକୁ ପ୍ରସ୍ତୁତି କରୁଛନ୍ତି ରାଜ୍ୟ ସରକାର, କେଭି ସିଂଦେଓଙ୍କ ଅଧ୍ୟକ୍ଷତାରେ ବୈଠକ ଆୟୋଜିତ

ଭୁବନେଶ୍ୱର : ଦାଦନ ରୋକିବାକୁ ରାଜ୍ୟ ସରକାରଙ୍କ ବଡ଼ ପ୍ରସ୍ତୁତି ।  ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ ।  ଯେଉଁ ରାଜ୍ୟକୁ ଦାଦନ ଯାଉଛନ୍ତି ସେହି ରାଜ୍ୟକୁ ଯିବ ଓଡ଼ିଶାର ଟିମ ।  କାହିଁକି ସେମାନେ ସେହି ରାଜ୍ୟକୁ … Read More

ନବୀନଙ୍କୁ ଭେଟି ସ୍ବାସ୍ଥ୍ୟ ଅବସ୍ଥା ପଚାରି ବୁଝିଲେ ରାଜ୍ୟପାଳ

ଭୁବନେଶ୍ୱର : ନବୀନଙ୍କୁ ଭେଟିଲେ ରାଜ୍ୟପାଳ । ନବୀନ ନିବାସ ଯାଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପାଟି । ନବୀନ ପଟ୍ଟନାୟକଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । ଗତ ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ … Read More

ରାସ୍ତା ଅବସ୍ଥା ଖରାପ, ୨ କିଲୋମିଟର ଖଟିଆରେ ଶବକୁ କାନ୍ଧରେ ବୋହିଲେ ସମ୍ପର୍କୀୟ

କାମାକ୍ଷାନଗର: ପୁଣି ରାସ୍ତା ସମସ୍ୟା ପାଇଁ ୨ କିଲୋମିଟର ଖଟିଆରେ ମୃତଦେହକୁ ବୋହିଲେ ସମ୍ପର୍କୀୟ । ମହାବିରୋଡ଼ ଥାନା ବାମ ପଞ୍ଚାୟତ ପାକଟମୁଣ୍ଡା ଗାଁରେ ସାପ କାମୁଡ଼ାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିଲା । ପାକଟମୁଣ୍ଡା ଗାଁ ଢ଼ିପସାହିର ସିଧ ମୁଣ୍ଡା … Read More

ତୀର ମାଡରେ ହାତୀ ଗୁରୁତର

ମୟୂରଭଞ୍ଜ: ତୀର ମାଡରେ ହାତୀ ଗୁରୁତର । ମୟୂରଭଞ୍ଜ ଜିଲ୍ଲା ବେତନଟୀ ରେଞ୍ଜ ଅନ୍ତର୍ଗତ ବଡାମପୁର ଜଙ୍ଗଲରେ ଏକ ହାତୀକୁ ତୀର ମାଡ଼ ହୋଇଛି । ହାତୀର ଦେହରେ ଗୋଟିଏ ତୀର ବାଜି ଗଭୀର କ୍ଷତ ହୋଇଛି । ପ୍ରାୟ ୭ଦିନ ପୂର୍ବରୁ … Read More

ଟୁର୍ଣ୍ଣାମେଣ୍ଟ ବେଳେ ପଡ଼ିଆରେ ପଡିଗଲେ ଫୁଟବଲ୍ ଖେଳାଳି, ହସ୍ପିଟାଲରେ ଡାକ୍ତର କଲେ ମୃତ ଘୋଷଣା

ଦେବଗଡ଼: ରବିବାର ଦିନ ଖେଳ ସମୟରେ ଚାଲିଗଲା ଜଣେ ଖେଳାଳିଙ୍କ ଜୀବନ । ଏପରି ଏକ ଅଭାବନୀୟ ଘଟଣା ଘଟିଛି ଦେବଗଡ଼ ଜିଲ୍ଲାରେ ଏକ ଫୁଟବଲ୍ ମ୍ୟାଚ୍ ଖେଳା ଯାଉଥିବା ସମୟରେ ।  ରିପୋର୍ଟ ଅନୁଯାୟୀ, ଆଜି ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ … Read More

ମହାନଦୀକୁ ଡେଇଁଲେ ନବମ ଶ୍ରେଣୀ ଛାତ୍ରୀ, ଜୀବିତ ଉଦ୍ଧାର

ସମ୍ବଲପୁର: ସମ୍ବଲପୁରର ଚୌରାପୁର ସେତୁ ନିକଟରୁ ରବିବାର ପ୍ରତ୍ୟୁଷରେ ମହାନଦୀକୁ ଡେଇଁପଡ଼ିଥିଲେ ନବମ ଶ୍ରେଣୀ ଛାତ୍ରୀ। ଏହାର କିଛି ଘଣ୍ଟା ପରେ ଅଗ୍ନିଶମ କର୍ମଚାରୀ ମାନେ ତାଙ୍କୁ ଉଦ୍ଧାର କରିବାରେ ସଫଳ ହୋଇଥିଲେ। ଅରିତା ବିସି ନାମକ ଏହି ଯୁବତୀଙ୍କୁ ଗୋବିନ୍ଦତୋଲା … Read More

ବର୍ଜ୍ୟରୁ ସବୁଜ ଇନ୍ଧନ ପ୍ରସ୍ତୁତ ହେବ : ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ବର: ଓଡିଶାରେ ବର୍ଜ୍ୟରୁ ପ୍ରସ୍ତୁତ ହେବ ସବୁଜ ଇନ୍ଧନ । ଏନେଇ ସୂଚନା ଦେଲେ ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର । ଏଥିପାଇଁ ଜମି ଓ ବର୍ଜ୍ୟ ଯୋଗାଇଦେବେ ସରକାର । କମ୍ପାନୀ ତାଙ୍କର ପ୍ଲାଣ୍ଟ୍‌ … Read More

ପ୍ରଥମ ଥର ପାଇଁ ଅନୁଗୁଳ ବନଖଣ୍ଡକୁ ଆସିଲା ‘ଐରାବତ’

ଅନୁଗୁଳ: ରାଜ୍ୟରେ ପ୍ରଥମ ଥର ପାଇଁ ହାତୀ ସ୍ଥାନାନ୍ତରଣ ପାଇଁ ଏକ ସ୍ବତନ୍ତ୍ର ଗାଡିକୁ କାର୍ଯ୍ୟରେ ଲଗାଯାଇଛି । ଅନୁଗୁଳ ଜଙ୍ଗଲ ବିଭାଗକୁ ଆସିଛି ଏକ ସ୍ବତନ୍ତ୍ର ଟ୍ରକ୍‌ ‘ଐରାବତ’ । ଏହାକୁ ଅନୁଗୁଳ ତଥା ରାଜ୍ୟର ଅନ୍ୟ ଜିଲ୍ଲାରେ ହାତୀ … Read More

ଖାଲି ପଡ଼ିଥିବା ସରକାରୀ ଜମିର ହେବ ବ୍ୟବସାୟୀକରଣ

ଭୁବନେଶ୍ୱର: ସାରା ରାଜ୍ୟରେ ଓଡ଼ିଶା ସରକାରଙ୍କ ଶହ ଶହ ଏକର ଜମି ଅବ୍ୟବହୃତ ହୋଇ ପଡ଼ି ରହିଛି। ସରକାର ସେଥିରୁ ଟଙ୍କାଟିଏ ପାଉନଥିବା ବେଳେ ତାହା ଜବରଦଖଲକାରୀଙ୍କ ହାତକୁ ଚାଲିଯାଉଛି। ଏଣିକି ସରକାରୀ ବିଭାଗ ମାଲିକାନାରେ ଥିବା ଜମିକୁ ଚିହ୍ନଟ କରାଯାଇ … Read More