ଏଣିକି ସରକାରୀ ବସରେ ମାଗଣା ଯିବେ ଛାତ୍ରଛାତ୍ରୀ: ମନ୍ତ୍ରୀ

ଭୁବନେଶ୍ୱର : ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ଏଣିକି ସରକାରୀ ବସ୍‌ରେ ଛାତ୍ରଛାତ୍ରୀ ମାଗଣା ସ୍କୁଲ ଯାଇପାରିବେ। ପରିଚୟପତ୍ର ଦେଖାଇ ମାଗଣାରେ ଛାତ୍ରଛାତ୍ରୀ ସ୍କୁଲ ଯିବେ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଏକ ବଡ଼ ଘୋଷଣା … Read More

୩ ବର୍ଷରେ ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ

ଭୁବନେଶ୍ୱର: ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ଵାରୋପ କରିଛନ୍ତି। ମୁଖ୍ୟମନ୍ତ୍ରୀ ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ୍ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଆଜି … Read More

ଗାଧେଇବାକୁ ଯାଇ ପୋଖରୀରେ ବୁଡିଗଲେ ମା’-ଝିଅ

ଲମତାପୁଟ :  ଗାଁ ପୋଖରୀରେ ବୁଡି ମା-ଝିଅଙ୍କ ମୃତ୍ୟୁ ଘଟିଛି  ।  ଏଭଳି ଦୁଃଖଦ ଘଟଣା ଘଟିଛି ଲମତାପୁଟ ବ୍ଲକ କୁମାରଗନ୍ଧନା ପଞ୍ଚାୟତ ବାଲିଆ ଗାଁରେ । ଉଭୟ ମୃତକ  ହେଲେ ନନ୍ଦପୁର ବ୍ଲକ ଅରଗଣ୍ଡା ଗାଁର ମା’ ନମିତା ମାଝୀ ଓ … Read More

ନିଯୁକ୍ତ ସ୍ଥାନରେ ଯୋଗ ନଦେଲେ ହେବ ଦରମା ବନ୍ଦ; ଚେତାବନୀ ଦେଲେ କୃଷି ସଚିବ

ଭୁବନେଶ୍ୱର: କୃଷି ସଚିବ ଡ. ଅରବିନ୍ଦ କୁମାର ପାଢୀ ଏକ ଆଦେଶନାମା ଜାରି । ସେ କହିଛନ୍ତି ଯେ, ସମସ୍ତ ପଦୋନ୍ନତିପ୍ରାପ୍ତ / ବଦଳି ହୋଇଥିବା ଅଧିକାରୀମାନେ ବିଳମ୍ବ ନକରି ସେମାନଙ୍କର ନିଯୁକ୍ତ ସ୍ଥାନରେ ଯୋଗଦେବା ଉଚିତ ଏବଂ କୌଣସି ପରିସ୍ଥିତିରେ … Read More

ଲାଞ୍ଚ ନେଇ ଗିରଫ ହେଲେ ବୁଣ୍ଡିଆ ମାଇନ୍ସର ସବ୍ ଏରିଆ ମ୍ୟାନେଜର

ସମ୍ବଲପୁର: 20 ହଜାର ଟଙ୍କା ଲାଞ୍ଚ ମାମଲାରେ ସିବିଆଇ MCL ର ଝାରସୁଗୁଡା ସ୍ଥିତ ହୀରାକୁଦ ବୁଣ୍ଡିଆ ମାଇନ୍ସ ର ସବ ଏରିଆ ମ୍ୟାନେଜର ଅସିତ୍ କୁମାର ଓ ଜଣେ ପ୍ରାଇଭେଟ୍ ପର୍ସନ ବିଟୁ ରାମକୁ ଗିରଫ କରିଛି । ଅଭିଯୋଗ … Read More

ପାଗଳ କୁକୁର କାମୁଡ଼ାରେ ୧୨ ଜଣ ଆହତ

ଗଞ୍ଜାମ: ମାତିଛି ପାଗଳ କୁକୁର। କୁକୁର କାମୁଡ଼ାରେ ୧୨ ଜଣ ଆହତ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ପାଗଳ କୁକୁର ଆତଙ୍କ ଦେଖିବାକୁ ମିଳିଛି। ଧରାକୋଟ ବ୍ଲକର କୁସୁରାବ, ଲକ୍ଷ୍ମୀପୁର ଓ ବରୁଗୁଡ଼ା ଗାଁରେ ଗୋଡାଇ ଗୋଡାଇ କାମୁଡୁଛନ୍ତି ପାଗଳ … Read More

ସବୁ ପୂଜା ମଣ୍ଡପରେ ଲାଗିବ ସଡ଼କ ସୁରକ୍ଷା ବାର୍ତ୍ତା, ସମସ୍ତ ଜିଲ୍ଲାପାଳ ଓ ଏସପିଙ୍କୁ ପରିବହନ ଆୟୁକ୍ତଙ୍କ ଚିଠି

କଟକ/ଭୁବନେଶ୍ୱର : ପାର୍ବଣରେ ପୂଜା ମଣ୍ଡପରେ ଲାଗିବ ସଡ଼କ ସୁରକ୍ଷା ବାର୍ତ୍ତା । ମା’ଙ୍କ ଆଶୀର୍ବାଦ ସହ ପରିବାରର ସୁରକ୍ଷା ପାଇଁ ହେବେ ସଚେତନ । ଏଥିପାଇଁ ସମସ୍ତ ପୂଜା କମିଟିଙ୍କୁ ଅନୁରୋଧ କରାଯିବ । କେବଳ ସେତିକି ନୁହେଁ, ନିଜ ଅଞ୍ଚଳକୁ … Read More

ସେପ୍ଟେମ୍ବର ୧୮ରୁ ୨୫ ଯାଏଁ ଚାଲିବ ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର : ଖୁବ୍ ଶୀଘ୍ର ବିଧାନସଭା ମୌସୁମୀ ଅଧିବେଶନ । ସେପ୍ଟେମ୍ବର ୧୮ରୁ ୨୫ ଯାଏଁ ମୌସୁମୀ ଅଧିବେଶନ ନେଇ ସୂଚନା ମିଳିଛି । ତେବେ ବିଧାନସଭାର ମୌସୁମୀ ଅଧିବେଶନ ନେଇ ବିଧିବଦ୍ଧ ବିଜ୍ଞପ୍ତିକୁ ଅପେକ୍ଷା କରାଯାଇଛି । ଚଳିତ ବିଧାନସଭାରେ ବିଭିନ୍ନ … Read More

ମାନବିକତା ଦେଖାଇଲେ ପୋଲିସ ବାବୁ: କାନ୍ଧରେ ନେଇ ମହିଳାଙ୍କ ଶବସତ୍କାର କଲେ

ବାଲେଶ୍ୱର: ମୃତଦେହକୁ କାନ୍ଧେଇ ନେଇ ଯାଉଛନ୍ତି ପୋଲିସ । ମୃତ୍ୟୁ ସମୟରେ ପରିବାର ଲୋକେ ଚାରି କାନ୍ଧ ଦିଅନ୍ତି ଏକଥା ଆମେ ସମସ୍ତେ ଜାଣିଛେ କିନ୍ତୁ ଏଠି ଦୃଶ୍ୟ ଟିକେ ଭିନ୍ନ । ଦେଖୁନାହାନ୍ତି କିଭଳି ପୋଲିସମାନେ ମିଶି ମୃତଦେହକୁ କାନ୍ଧେଇ ନେଇଯାଉଛନ୍ତି … Read More

ଗୋଠଛଡ଼ା ଦନ୍ତାର ଆତଙ୍କ, ଘର ଭାଙ୍ଗିଲା ବୃଦ୍ଧାଙ୍କ ଜୀବନ ନେଲା

କେନ୍ଦୁଝର: ଆତଙ୍କ ଖେଳାଇଛି ଗୋଠ ଛଡ଼ା ଦନ୍ତା । ଦିନରେ ଲୁଚୁଛି, ରାତିରେ ଭାଙ୍ଗୁଛି । ହାତୀ ଆକ୍ରମଣରେ ପୁଣି ଜଣଙ୍କ ମୃତ୍ୟୁ । ଶୋଇଥିବା ବେଳେ ଘର ଭାଙ୍ଗି ଆକ୍ରମଣ କଲା ଗୋଠଛଡା ଦନ୍ତା । ଚିକିତ୍ସିତ ଅବସ୍ଥାରେ ଜଣେ ବୃଦ୍ଧାଙ୍କ … Read More