ପ୍ରେମୀ ଯୁଗଳକୁ ଉଦ୍ଧାର ବେଳେ ପୋଲିସ-ଗ୍ରାମବାସୀ ମୁହାଁମୁହିଁ

କଣ୍ଟାବାଞ୍ଜି: ହଟ୍ଟହଟ୍ଟା ହେଲେ ପୋଲିସ । ପ୍ରେମୀ ଯୁଗଳକୁ ଉଦ୍ଧାର କରିବା ସମୟରେ ଜନସାଧାରଣଙ୍କ ସହ ପୋଲିସର ଧସ୍ତାଧସ୍ତି । ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଥାନା ବିରିପାଲି ଗାଁରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ବିରିପାଲି ଗାଁରେ ଲୁଚି ରହିଥିବା … Read More

ଆଜି ୩ ଜିଲ୍ଲାକୁ ରେଡ୍ ଆଲର୍ଟ: କଳାହାଣ୍ଡି, ରାୟଗଡ଼ା, ଗଜପତି ଓ କନ୍ଧମାଳରେ ଭୀଷଣ ବର୍ଷା ସମ୍ଭାବନା

 ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟ ଚିହ୍ନିତ ଲଘୁଚାପ ।  ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସ୍ପଷ୍ଟ ଚିହ୍ନିତ ହୋଇଛି ।  ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଥିବା ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର … Read More

ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଦୁର୍ଘଟଣାଗ୍ରସ୍ତ ବୀର ଯବାନଙ୍କ ଜୀବନ

କନ୍ଧମାଳ : କାନ୍ଧରେ ଧରିଥାଆନ୍ତି ଯବାନଙ୍କ ମରଶରୀର । ପଛରେ ପରିବାର ଲୋକଙ୍କ ଠାରୁ ଆରମ୍ଭ କରି ବନ୍ଧୁ ପରିଜନ ସମସ୍ତେ ଯାଉଥାଆନ୍ତି ଗାଁ ଶଶ୍ମାନକୁ। ଛଳ ଛଳ ଆଖିରେ ବୀର ପୁଅକୁ ଶେଷ ବିଦାୟ ଦେଉଛନ୍ତି । ସାଥୀ ଯବାନ ଓ … Read More

ଯନ୍ତ୍ରୀ ସୁରେନ୍ଦ୍ରଙ୍କ ଘରୁ ମିଳିଲା ନଗଦ ୧ ଲକ୍ଷ ୨୫ ହଜାର ଟଙ୍କା,ଏକକାଳୀନ ୮ସ୍ଥାନରେ ଚାଲିଛି ରେଡ୍

ଅନୁଗୁଳ : ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କ ଘରେ ରେଡ୍ ବେଳେ ବିପୁଳ ସମ୍ପତ୍ତି ଠାବ ।  ସୁରେନ୍ଦ୍ରଙ୍କର ରହିଛି ୨ଟି ବହୁତଳ ଘର, ୨ଟି ଫ୍ଲାଟ ଓ ୪ଟି ମୂଲ୍ୟବାନ ପ୍ଲଟ ଠାବ ହୋଇଛି।  ୩ଟି ଦୁଇ ଚକିଆ … Read More

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଋତୁପର୍ଣ୍ଣା ପଣ୍ଡା ଓ ସ୍ବେତପର୍ଣ୍ଣା ପଣ୍ଡା,ବିଶ୍ୱ ବ୍ୟାଡମିଣ୍ଟନ ଚାମ୍ପିଅନସିପରେ ଭାଗ ନେବେ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କଲେ ବ୍ୟାଡମିଣ୍ଟନ ତାରକା ଋତୁପର୍ଣ୍ଣା ପଣ୍ଡା ଓ ସ୍ବେତପର୍ଣ୍ଣା ପଣ୍ଡା ।  ପ୍ୟାରିସ ଅଭିଯାନ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ଦୁଇ ସଟଲର ଭଉଣୀ ।  ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି ।  … Read More

ଅପେରାରେ ସାପ ସହ ଅଭିନୟ: ଭିଡିଓ ଭାଇରାଲ

ଅନୁଗୋଳ : ପୁଣି ମଞ୍ଚରେ ଜୀବନ୍ତ ସାପ ।   ଅପେରାରେ ପୁଣି ସାପ ଧରି ଅଭିନେତାଙ୍କ ଅଭିନୟ । ଅନୁଗୋଳ ସହର ଉପକଣ୍ଠ ନତଡ଼ାଗାଁରେ ଗତକାଲି ରାତିରେ ଏକ ଅପେରାରେ ନାଟକ ପରିବେଷଣର ଭିଡିଓ ଭାଇରାଲ ହେଉଛି ।  ଜୀବନ୍ତ ସାପ ସହ … Read More

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ: ଘରୋଇ ହସ୍‌ପିଟାଲରେ ଭର୍ତ୍ତି

ଭୁବନେଶ୍ବର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପୁଣି ଥରେ ଅସୁସ୍ଥ ହୋଇଥିବା ସୂଚନା ମିଳିଛି। ତାଙ୍କୁ ଭୁବନେଶ୍ବରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ନବୀନ ପଟ୍ଟନାୟକଙ୍କର ଚିକିତ୍ସା ଡାକ୍ତର ଆଲୋକ ପାଣିଗ୍ରାହୀ କରୁଛନ୍ତି। ତାଙ୍କୁ ଡିହାଇଡ୍ରେସନ ହୋଇଥିବା ସୂଚନା … Read More

ହିଂସା ଛାଡ଼ି ପୁଲିସ ନିକଟରେ ଆତ୍ମସମର୍ପଣ କଲେ ୪ ମାଓବାଦୀ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ଗରିଆବନ୍ଧ ଜିଲ୍ଲା ପୁଲିସ ନିକଟରେ ଦୁଇ ମହିଳା କ୍ୟାଡରଙ୍କ ସମେତ ୪ ଜଣ ମାଓବାଦୀ ଆସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କରିଛନ୍ତି। ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏପି ଜିତେନ୍ଦ୍ର ଚନ୍ଦ୍ରକାର ସମେତ ସିଆରପିଏଫ ଅଧିକାରୀଙ୍କ ସମ୍ମୁଖରେ … Read More

ଉତ୍କଳ ବିଶ୍ବବିଦ୍ୟାଳୟର ପୂର୍ବତନ କୁଳପତିଙ୍କ ପରଲୋକ

ଭୁବନେଶ୍ଵର : ଉତ୍କଳ ବିଶ୍ବବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ଗୋକୁଳାନନ୍ଦ ଦାସଙ୍କ ପରଲୋକ । ଜଣେ ବିଶିଷ୍ଟ ଗଣିତଜ୍ଞ ଭାବେ ସେ ବହୁ ଖ୍ୟାତି ଅର୍ଜନ କରିଛନ୍ତି । ଭୁବନେଶ୍ବର ସ୍ଥିତ ତାଙ୍କର ବାସଭବନରେ ସେ ନିଜର ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି … Read More

ସାମାନ୍ୟ ବଚସାରୁ ଗାଁ ଦାଣ୍ଡରେ ଯୁବକଙ୍କୁ ପିଟିପିଟି ପଡୋଶୀ ମାରିଦେଲେ

ଅନୁଗୁଳ: ଯୁବକଙ୍କୁ ନିର୍ମମ ହତ୍ୟା । ଗାଁ ଦାଣ୍ଡରେ ଯୁବକଙ୍କୁ ପିଟିପିଟି ମାରିଦେଲେ ପଡୋଶୀ । ଅନୁଗୁଳ ଟାଉନ ଥାନା ରାଣୀଗୋଡ଼ା ଗାଁରେ ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ରାଣୀଗୋଡା ଗାଁର ବାପି ବିଶ୍ବାଳ । ସାମାନ୍ୟ ବଚସାରୁ ୩ଜଣ ପଡୋଶୀ … Read More