ଅନୁଗୁଳରେ ସ୍କ୍ରବ୍ ଟାଇଫସ୍ ଆତଙ୍କ : ଜଣେ ମୃତ, ୧୦ରୁ ଅଧିକ ଆକ୍ରାନ୍ତ, ସ୍ଥିତି ଅନୁଧ୍ୟାନ କରୁଛି ୫ ଜଣିଆ ବିଶେଷଜ୍ଞ ଟିମ୍
ଅନୁଗୁଳ : ଅନୁଗୁଳ ପାଲଲହଡ଼ାରେ ସ୍କ୍ରବ୍ ଟାଇଫସ୍ ଆତଙ୍କ, ଜଣଙ୍କ ମୃତ୍ୟୁ ଅଭିଯୋଗ । ଅନୁଗୋଳ ଜିଲ୍ଲା ପାଲଲହଡ଼ା ବ୍ଲକ୍ ସାନବାଘଧରି ଗାଁରେ ବ୍ୟାପିଲା ସ୍କ୍ରବ୍ ଟାଇଫସ୍ ଭୟ । ରୋଗରେ ଆକ୍ରାନ୍ତ ହୋଇ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି … Read More
