ପଶ୍ଚିମ ଓଡ଼ିଶାରେ ବଡ଼ ପାୱାର ଶୋ’ କରିବ ବିଜେଡି, ୧୮ରେ ବରଗଡରେ ବିରାଟ ଚାଷୀ ସମାବେଶ

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ବିରୋଧରେ ବଢ଼ୁଛି ଚାଷୀଙ୍କ ଅସନ୍ତୋଷ । ପଞ୍ଜିକରଣ, କଟଣି ଛଟଣି, ,ସାରର ଅଭାବ ବିକ୍ରି ଭଳି ପ୍ରସଙ୍ଗ ଚାଷୀଙ୍କ ଚିନ୍ତା ବଢାଇଛି। ତେଣୁ ଚାଷୀଙ୍କ ପାଇଁ ରାଜରାସ୍ତାକୁ ଓହ୍ଲାଇବାକୁ ନିଷ୍ପତି ନେଇଛି ବିଜେଡି । ଆଜି ଶଙ୍ଖ … Read More

୫୧୦ ଲିଟର ବେଆଇନ ଦେଶୀ ମଦ ଜବତ, ଜଣେ ମହିଳାଙ୍କ ସମେତ ୩ ଗିରଫ

ଭଦ୍ରକ: ଭଦ୍ରକ ଅବକାରୀ ବିଭାଗକୁ ବଡ଼ ସଫଳତା। ଏଠାରେ ଚଢ଼ାଉ କରି ୫୧୦ ଲିଟର ବେଆଇନ ଦେଶୀ ମଦ ଜବତ ହୋଇଛି । ଏହା ସହିତ ୩ ଜଣଙ୍କୁ ଗିରଫ କରାଯାଇଛି। ଗିରଫଙ୍କ ମଧ୍ୟରେ ଜଣେ ମହିଳା ଥିବା ବେଳେ ୨ … Read More

ନିଯୁକ୍ତି ଜାଲିଆତି: ଭୁବନେଶ୍ଵର ଏମ୍‌ସରେ ସିବିଆଇ ଚଢ଼ାଉ

ନିଯୁକ୍ତିରେ ଜାଲିଆତି ଅଭିଯୋଗରେ ଭୁବନେଶ୍ଵର ଏମ୍‌ସରେ ଚଢ଼ାଉ କରିଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ)। ଶୁକ୍ରବାର ସିବିଆଇ ଟିମ ଏମ୍‌ସରେ ପହଞ୍ଚି ନିଯୁକ୍ତି ସମ୍ପର୍କିତ କାଗଜପତ୍ର ଯାଞ୍ଚ କରିବା ସହିତ ଭୁବନେଶ୍ଵରର ଅନ୍ୟ ୨ଟି ସ୍ଥାନରେ ଚଢ଼ାଉ କରିଛି। ଏହାବ୍ୟତୀତ ଜଗତସିଂହପୁରର ଏକ … Read More

ପ୍ରଫେସର ଶାନ୍ତନୁ କୁମାର ସ୍ୱାଇଁ ସିକ୍କିମ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ନିଯୁକ୍ତ

ଭୁବନେଶ୍ବର: ଓଡ଼ିଆ ପୁଅ ତଥା ପ୍ରଖ୍ୟାତ ଶିକ୍ଷାବିଦ ପ୍ରଫେସର ଶାନ୍ତନୁ କୁମାର ସ୍ୱାଇଁଙ୍କୁ ସିକ୍କିମ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବରେ ନିଯୁକ୍ତ କରାଯାଇଛି। ଏହି ନିଯୁକ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ବିଶ୍ୱବିଦ୍ୟାଳୟର ଭିଜିଟର ଭାବରେ କରାଯାଇଛି। ପ୍ରଫେସର ସ୍ୱାଇଁ ପାଞ୍ଚ … Read More

‘ରାଜ୍ୟରେ ମ୍ୟାଲେରିଆ ଓ ଡେଙ୍ଗୁ ପାଇଁ ୧.୫୭ କୋଟି ଔଷଧ ଯୁକ୍ତ ମଶାରି ଯୋଗାଇବେ କେନ୍ଦ୍ର ସରକାର’

ଭୁବନେଶ୍ବର: ବର୍ତ୍ତମାନ ବର୍ଷା ଋତୁ ଚାଲୁଥିବାବେଳେ, ଏହି ସମୟରେ ମଶା ଜନିତ ରୋଗ ବ୍ୟାପିବାର ବହୁ ଆଶଙ୍କା ଥାଏ । ଏନେଇ ରାଜ୍ୟରେ ମ୍ୟାଲେରିଆ ଏବଂ ଡେଙ୍ଗୁ ଓ ଅନ୍ୟାନ୍ୟ ଭେକ୍ଟରବାହିତ ରୋଗ ନିରାକରଣ ବାବଦରେ ସ୍ବାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ … Read More

ପୁଣି ଚର୍ଚ୍ଚାରେ ଯାତ୍ରା ଅଭିନେତ୍ରୀ ସୋନାଲି ପଣ୍ଡା

ଭୁବନେଶ୍ୱର : ପୁଣି ଚର୍ଚ୍ଚାରେ ଯାତ୍ରା ଅଭିନେତ୍ରୀ ସୋନାଲି ପଣ୍ଡା ଓରଫ କାଗଜି ପଲାଇ ।  ସ୍ବାମୀ ଶ୍ରୀକ୍ଷେତ୍ର ପ୍ରସାଦ ସାମନ୍ତ ସିଂହାରଙ୍କ ସହ ବିବାଦ ମାମଲାରେ ହାଜର ହେଲା ପୁଅ ।  ଶିଶୁ ମଙ୍ଗଳ କମିଟି ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ … Read More

‘ୱି ଓମେନ୍ ୱାଣ୍ଟ କନକ୍ଲେଭ ୨୦୨୫’: ଶୈଫାଳିକା ପଣ୍ଡା ଶକ୍ତି ପୁରସ୍କାର ସହ ସମ୍ମାନିତ

ଭୁବନେଶ୍ବର: ଗୁରୁବାର ନୂଆଦିଲ୍ଲୀର ଦି ଇମ୍ପେରିଆଲ୍ ରେ ନ୍ୟୁଜ୍ ଏକ୍ସ ଦ୍ୱାରା ଆୟୋଜିତ “ୱି ଓମେନ୍ ୱାଣ୍ଟ କନକ୍ଲେଭ ଆଣ୍ଡ୍ ଶକ୍ତି ଆୱାର୍ଡ଼ ୨୦୨୫” ରେ ପ୍ରତିଷ୍ଠିତ ଶକ୍ତି ପୁରସ୍କାର ସହ ସମ୍ମାନିତ ହୋଇଛନ୍ତି ଇମ୍ଫାର କର୍ପୋରେଟ ସାମାଜିକ କଲ୍ୟାଣ ଶାଖା, … Read More

ଆସନ୍ତା ୧୨ ରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ, ୨୪ ଘଣ୍ଟା ମଧ୍ୟରେ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର :  ଆସନ୍ତା ୧୨ ତାରିଖରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ସୃଷ୍ଟି ଲଘୁଚାପ କ୍ଷେତ୍ରର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ହାଲୁକା ରୁ ମଧ୍ୟମ … Read More

ଓଡ଼ିଶାରେ ଗୋହତ୍ୟା ନିଷେଧ: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

କଟକ: ଓଡ଼ିଶାରେ ହୋଇପାରିବନି ଗୋହତ୍ୟା। ଏଥିପାଇଁ ହାଇକୋର୍ଟ ଦେଇଛନ୍ତି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ। ରାଜ୍ୟରେ ଗୋ’ହତ୍ୟା ବନ୍ଦ ପାଇଁ ସ୍ୱତନ୍ତ୍ର ଆଇନ ରହିଛି। ତେଣୁ ସେହି ଆଧାରରେ ଓଡ଼ିଶାରେ ଗୋ’ହତ୍ୟା ହୋଇପାରିବ ନାହିଁ ବୋଲି ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟରେ କହିଛନ୍ତି। ଗୋ’ହତ୍ୟା ନିରୋଧ … Read More

ହୋମଗାର୍ଡ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କ ମୃତ୍ୟୁ

ଖୋର୍ଦ୍ଧା: ହୋମ୍‌ଗାର୍ଡ ପରୀକ୍ଷା ପାଇଁ ଆସିଥିବା ଜଣେ ପରୀକ୍ଷାର୍ଥୀଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି ।  ତରତୁଆ ରିଜର୍ଭ ପଡିଆରେ ଶାରୀରିକ ପରୀକ୍ଷା ବେଳେ ସେ ଅସୁସ୍ଥ ହୋଇପଡିଥିଲେ । ଦୌଡୁଥିବା ବେଳେ ସେ ହଠାତ୍‌ ଅସୁସ୍ଥ ହୋଇ ତଳେ ପଡିଯାଇଥିଲେ । ଚିକିତ୍ସା … Read More