କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ସିଆର ପାଟିଲଙ୍କୁ ଭେଟିଛନ୍ତି ।  ଏହି ସାକ୍ଷାତ ଆଲୋଚନା ବେଳେ ରାଜ୍ୟ ଓ କେନ୍ଦ୍ର ସମନ୍ବୟ ଉପରେ ଗୁରୁତ୍ବ, ବିକାଶମୂଳକ କାର୍ଯ୍ୟକୁ ତ୍ବରାନ୍ବିତ, ମହାନଦୀ … Read More

ଆହୁରି ୫ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆହୁରି ୫ ଦିନ ଧରି ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ ବୁଧବାର ଦିନ ସୂଚନା ଦିଆଯାଇଛି। ଅଗଷ୍ଟ ୧୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଅନେକ ଅଞ୍ଚଳରେ ଘଡଘଡି … Read More

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  ପ୍ରଧାନମନ୍ତ୍ରୀଙ୍କୁ ଭେଟି ‘ପରୀକ୍ଷା ପେ ଚର୍ଚ୍ଚା’ ପାଇଁ ମିଳିଥିବା ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡର ସାର୍ଟିଫିକେଟ୍ ପ୍ରଦାନ କରିଥିଲେ ।  କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ … Read More

FM ମାମଲା: ଆଉ ୧୪ ଦିନ ବିଚାର ବିଭାଗୀୟ ହାଜତ ଅବଧି ବୃଦ୍ଧି କଲେ କୋର୍ଟ

ବାଲେଶ୍ବର :  ଏଫଏମ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଘଟଣା ।  ବଢିଲା ଗିରଫ ଅଧ୍ୟକ୍ଷ ଓ ଅଧ୍ୟାପକଙ୍କ ବିଚାର ବିଭାଗୀୟ ହାଜତ ଅବଧି ।  ୧୪ ଦିନ ବଢ଼ିଲା ଅଧକ୍ଷ ଦିଲ୍ଲୀପ ଘୋଷ ଓ ଅଧ୍ୟାପକ ସମୀର ସାହୁଙ୍କ ବିଚାର ବିଭାଗୀୟ ହାଜତ … Read More

ଓଡ଼ିଆରେ ନାମ ଫଳକ ନଲେଖିଲେ ୫୦୦ ଫାଇନ

ଭୁବନେଶ୍ୱର: ଓଡ଼ିଶାର ଭାଷାଗତ ଐତିହ୍ୟର ପ୍ରଚାର ଏବଂ ସଂରକ୍ଷଣ ପାଇଁ, ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ବୁଧବାର ଏକ ନିର୍ଦ୍ଦେଶନାମା ଜାରି କରିଛି। ଯେଉଁଥିରେ ପୌର ନିଗମ, ପୌରପାଳିକା ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧୀନରେ ଥିବା ସମସ୍ତ … Read More

ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଭେଟିଲେ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି

ଭୁବନେଶ୍ୱର : :ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଭେଟିଲେ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି ।  ମହିଳା କମିଶନ ଅଧ୍ୟକ୍ଷା ଭାବେ ନିଯୁକ୍ତ ପରେ ସୁରେଶ ପୂଜାରୀଙ୍କୁ ସେଜନ୍ୟମୂଳକ ସାକ୍ଷାତ କରିଛନ୍ତି ଶୋଭନା ମହାନ୍ତି ।  ସରକାର ଯେଉଁ ଗୁରୁ ଦାୟିତ୍ବ … Read More

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ

ଦିଲ୍ଲୀରେ ଗୁରୁତ୍ବପୂର୍ଣ୍ଣ ଭେଟଘାଟ୍ ।  ଓଡ଼ିଶାରେ ରାଜନୈତିକ ଉଷ୍ଣତା ।  ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଉଭୟ ନେତାଙ୍କ ମଧ୍ୟରେ ୱାନ ଟୁ ୱାନ ଆଲୋଚନା ହୋଇଛି ।  ଭେଟଘାଟ୍ ବେଳେ କଣ … Read More

ସ୍ତନ୍ୟପାନ ଯୋଗୁଁ ମା’ ହୃଦୟର ନିକଟତର ହୋଇପାରିବ ଶିଶୁ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର: ସ୍ତନ୍ୟପାନ ଯୋଗୁଁ ଶିଶୁ ମା’ର କ୍ଲୋଜ଼ ଟୁ ହାର୍ଟ ଅର୍ଥାତ ମା’ ହୃଦୟର ଆହୁରି ନିକଟତର ହୋଇପାରିବ ବୋଲି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ରାଜ୍ୟସ୍ତରୀୟ ବିଶ୍ଵ ସ୍ତନ୍ୟପାନ ସପ୍ତାହ ୨୦୨୫ ଅବସରରେ ମତବ୍ୟକ୍ତ କରିଛନ୍ତି। ଆଜି ମହିଳା ଓ ଶିଶୁ … Read More

ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ରେକର୍ଡ କିପର୍ ହାଡିବନ୍ଧୁ ବେହେରା

କେଉଁଝର :ଭିଜିଲାନ୍ସ  ଜାଲରେ କେନ୍ଦୁଝର ଜିଲ୍ଲା ଅତିରିକ୍ତ ଉପଜିଲ୍ଲାପାଳ ବନ୍ଦୋବସ୍ତ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ ରେକର୍ଡ କିପର୍ ହାଡିବନ୍ଧୁ ବେହେରା ।  ଜଣେ ବ୍ୟକ୍ତିଙ୍କ ଠାରୁ ଅମିନ ରିପୋର୍ଟ କରି ଦେବା ପାଇଁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି … Read More

ଜଳିଗଲେ ଯୁବତୀ, ବ୍ଲାକ୍‌ମେଲିଂ କରୁଥିଲେ ପ୍ରେମିକ !

ପଟ୍ଟାମୁଣ୍ଡାଇ : ଘର ଭିତରେ ଜଳିଗଲେ ଯୁବତୀ ।  ଏଭଳି ଏକ ଦୁଃଖଦ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇଠାରେ ଘଟିଛି ।  ସୂଚନାନୁସାରେ କିରୋସିନ ଢାଳି ହୋଇ ଛାତ୍ରୀ ଜଣଙ୍କ ଜୀବନ ହାରିଛନ୍ତି ।  ତେବେ ଯୁବତୀ ଜଣକ ଯୁକ୍ତ ୩ … Read More