ସୁଭଦ୍ରା ହିତାଧିକାରୀଙ୍କୁ ମିଳିଲା ପଞ୍ଚମ କିସ୍ତି, କୋଟିଏରୁ ଅଧିକ ହିତାଧିକାରୀଙ୍କ ଖାତାକୁ ପଠାଗଲା ଟଙ୍କା
ଭୁବନେଶ୍ବର: ରାକ୍ଷୀ ପୂର୍ଣ୍ଣିମା ଅବସରରେ ରାଜ୍ୟର ମହିଳା ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ କରାଯାଇଛି। ନୟାଗଡ଼ ଜିଲ୍ଲା ଲାଠିପଡ଼ା ଟାଙ୍ଗି ପଡ଼ିଆସ୍ଥିତ ସୁଭଦ୍ରା ମଞ୍ଚରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଅର୍ଥରାଶି ହିତାଧିକାରୀଙ୍କ ଖାତାକୁ ହସ୍ତାନ୍ତର କରିଛନ୍ତି। … Read More
