କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନୂଆଦିଲ୍ଲୀରେ ଭେଟି ରାଜ୍ୟର ଧାନ ସଂଗ୍ରହ ବୃଦ୍ଧି ପାଇଁ ପ୍ରସ୍ତାବ ଦେଲେ। FCI ଦ୍ୱାରା ମାସିକ ଚାଉଳ ଉଠାଣ ବୃଦ୍ଧି କରିବାକୁ ଅନୁରୋଧ କଲେ। … Read More
