ସୋଭନା ମହାନ୍ତି ନୂଆ ମହିଳା କମିଶନ ଅଧ୍ୟକ୍ଷା, ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ବବିତା ପାତ୍ର

ଭୁବନେଶ୍ୱର : ସୋଭନା ମହାନ୍ତି ହେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା । ୩ ବର୍ଷ ପାଇଁ ରାଜ୍ୟ ସରକାର ତାଙ୍କୁ ନିଯୁକ୍ତି ଦେଇଛନ୍ତି । ସେହିପରି ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଭାବେ ବବିତା ପାତ୍ର ନିଯୁକ୍ତ ହୋଇଛନ୍ତି । … Read More

ପୁଣି ଶ୍ରୀମନ୍ଦିରରେ ହିଡେନ୍ କ୍ୟାମେରା, ପଶ୍ଚିମଦ୍ଵାରର ନିକଟରୁ ଧରାପଡ଼ିଲେ ବଙ୍ଗୀୟ ଯୁବକ

ପୁରୀ: ପୁଣି ହିଡେନ କ୍ୟାମେରା। ଶ୍ରୀମନ୍ଦିରର ପଶ୍ଚିମଦ୍ଵାର ପଟେ ହିଡେନ କ୍ୟାମେରା ଯୁକ୍ତ ଚଷମା ପିନ୍ଧି ଜଣେ ଯୁବକ ପ୍ରବେଶ କରୁଥିବା ବେଳେ ପୁଲିସ ଅଟକାଇଥିଲେ। ପଶ୍ଚିମବଙ୍ଗର ଜଣେ ଯୁବକ ପଶ୍ଚିମ ଦ୍ଵାର ପଟେ ହିଡେନ କ୍ୟାମେରା ନେଇ ପ୍ରବେଶ କରୁଥିବା … Read More

ଜଳସେଚନ ପ୍ରକଳ୍ପରେ ତାଲା, ବର୍ଷିଲେ ପୂର୍ବତନ ମନ୍ତ୍ରୀ

ଟିଟିଲାଗଡ଼ : ଟିଟିଲାଗଡ଼ ନିର୍ବାଚନ ମଣ୍ଡଳୀ ଅଞ୍ଚଳରେ ଚଳିତ ବର୍ଷ ସ୍ୱଳ୍ପ ବୃଷ୍ଟିପାତ ନେଇ ଚାଷୀଙ୍କ ଧାନ ଦରମରା ହେଲାଣି । ବିହୁଡା, ରୁଆ ବେଉଷଣ କାର୍ଯ୍ୟ ଠପ ହୋଇରହିଛି । ଏଭଳିକ୍ଷେତ୍ରରେ ପୂର୍ବ ସରକାରଙ୍କ ଦ୍ୱାରା ନିର୍ମିତ୍ତ ନିର୍ବାଚନ ମଣ୍ଡଳୀର … Read More

କଟକ ନୂଆବଜାରରେ ଫୁଟିଲା ଗୁଳି, ପୂର୍ବଶତ୍ରୁତାରୁ ଯୁବକଙ୍କୁ ଗୁଳିମାରିଲେ ଦୁର୍ବୃତ୍ତ

କଟକ ୦୫।୦୮ : ପାର୍ବଣ ପୂର୍ବରୁ କଟକରେ ଗୁଳିକାଣ୍ଡ । କଟକ ନୂଆବଜାର ପୋଲ ଉପରେ ଜଣେ ଯୁବକଙ୍କୁ ଗୁଳିମାଡ଼ କରିଛନ୍ତି ଦୁର୍ବୃତ୍ତ । ଯେଉଁଥିରେ ମଧୁପାଟଣା ଥାନା ଖପୁରିଆ ଅଞ୍ଚଳର ସଞ୍ଜୟ କୁମାର ତରାଇ ଗୁରୁତର ହୋଇଛନ୍ତି । ଗୁରୁତର … Read More

ରାଜସ୍ବ କାର୍ଯ୍ୟାଳୟରେ ବାୟମେଟ୍ରିକ ଉପସ୍ଥାନ ଲାଗୁ କରିବା ପାଇଁ ଜିଲ୍ଲପାଳମାନଙ୍କୁ ଚିଠି

ଭୁବନେଶ୍ବର: ପ୍ରତ୍ୟେକ ଜିଲ୍ଲାର ସମସ୍ତ ରାଜସ୍ବ କାର୍ଯ୍ୟାଳୟରେ ବାୟମେଟ୍ରିକ ଉପସ୍ଥାନ ଲାଗୁ କରିବା ପାଇଁ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ, ଓଡ଼ିଶା ସରକାର ସମସ୍ତ ଜିଲ୍ଲପାଳମାନଙ୍କୁ ଚିଠି ପ୍ରେରଣ କରିଛନ୍ତି। ସମସ୍ତ ରାଜସ୍ବ କାର୍ଯ୍ୟାଳୟର ତଳ କର୍ମଚାରୀଙ୍କଠାରୁ ଆରମ୍ଭ କରି … Read More

ହଷ୍ଟେଲ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଦିଆଯିବ ‘ଡିଜିଟାଲ୍ ହେଲଥ୍ କାର୍ଡ’: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର : ଏଣିକି ହଷ୍ଟେଲରେ ରହୁଥିବା ସ୍କୁଲ ଛାତ୍ରଛାତ୍ରୀଙ୍କୁ ମିଳିବ ଡିଜିଟାଲ୍ ହେଲଥ କାର୍ଡ । ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟର ଯତ୍ନ ନେବେ ସରକାର । ଡିଜିଟାଲ୍ ହେଲଥ କାର୍ଡ ମାଧ୍ୟମରେ ଜାଣିହେବ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା । ଏନେଇ ଗଣଶିକ୍ଷା ବିଭାଗ ଯୋଜନା … Read More

ଆସୁଛି ଲଘୁଚାପ, ୮ ତାରିଖ ଯାଏଁ ଅଧା ଓଡ଼ିଶାକୁ ୱାର୍ଣ୍ଣିଂ

ଭୁବନେଶ୍ୱର : ଆସୁଛି ଲଘୁଚାପ । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ଆକଳନ କରିଛନ୍ତି ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲସ୍ । ଆସନ୍ତା ୧୧ ତାରିଖ ବେଳେକୁ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ପୂର୍ବାନୁମାନ କରିଛନ୍ତି। ଅନ୍ୟପଟେ … Read More

ପୀଡ଼ିତାଙ୍କୁ ନ୍ୟାୟ ଦେବାକୁ ଲଢ଼ିବ କଂଗ୍ରେସ, ଅଗଷ୍ଟ ୧୪ ତାରିଖରେ ପଦଯାତ୍ରା

ଭୁବନେଶ୍ୱର : ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ପିସିସି ସଭାପତି ପ୍ରତିକ୍ରିୟା ରଖିଛନ୍ତି । ଆଗାମୀ ଦିନରେ ପୀଡ଼ିତାଙ୍କୁ ନ୍ୟାୟ ଦେବାକୁ ଲଢ଼ିବ କଂଗ୍ରେସ  ।  ଅଗଷ୍ଟ ୧୪ ତାରିଖରେ ପଦଯାତ୍ରା ସହ ସାଧାରଣ ସଭା ଆୟୋଜିତ ହେବ  । ପଦଯାତ୍ରା ଏଫ୍ … Read More

ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: କୃଷି ଭବନ ଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ବା ସଚେତନତା ରଥର ଶୁଭ ଉଦଘାଟନ କରିଛନ୍ତି। ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଖାଦ୍ୟ ଓ କୃଷି ସଂଗଠନ (ଏଫଏଓ) … Read More

ଲକ୍ଷପତି ଦିଦିଙ୍କୁ କୋଟିପତି ଦିଦି କରିବେ ରାଜ୍ଯ ସରକାର, ୯ ରେ ଜୟପୁରରୁ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ସୁଭଦ୍ରାର ତୃତୀୟ କିସ୍ତି

ଭୁବନେଶ୍ୱର : ଲକ୍ଷପତି ଦିଦିଙ୍କୁ କୋଟିପତି ଦିଦି କରିବେ ରାଜ୍ଯ ସରକାର  । SHGରୁ ବିନା ସୁଧରେ 10 ଲକ୍ଷ ଟଙ୍କା ଋଣ ଯୋଗାଇଦେବାକୁ ସରକାର ଦେବେ ପ୍ରାଥମିକତା। ସୁଭଦ୍ରା ଭଉଣୀଙ୍କ ସହ ଆଜି ଭିଡିଓ କନଫରେନ୍ସ ମାଧ୍ୟମରେ ଆଲୋଚନା କରିଛନ୍ତି ଉପମୁଖ୍ୟମନ୍ତ୍ରୀ … Read More