ସ୍କୁଲ ପିଲା ଅଣ୍ଡା ନ ଖାଇଲେ ଦିଆଯିବ ଫଳ

ଭୁବନେଶ୍ବର: ରାଜ୍ୟରେ ସରକାରୀ ସ୍କୁଲଗୁଡ଼ିକରେ ପିଲାମାନଙ୍କ ପାଇଁ ଅଣ୍ଡା ଯୋଗାଇ ଦେଉଛନ୍ତି ସରକାର। ହେଲେ ଅନେକ ପିଲା ଅଣ୍ଡା ଖାଉ ନ ଥିବା ନଜର ଆସୁଛି। ତେଣୁ ସରକାର ସେମାନଙ୍କୁ ଅଣ୍ଡା ବଦଳରେ ଫଳ ଯୋଗାଇଦେବାକୁ ନିଷ୍ପତ୍ତି ନେଇଛନ୍ତି। ନିଷ୍ପତ୍ତି ଅନୁସାରେ, … Read More

ବ୍ରହ୍ମପୁର ପୁଲିସର ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ସୁନିଲ ନାହାକ ଆହତ

ଗୋପାଳପୁର: ଅପରାଧୀ ଧରପଗଡ ସମୟରେ ଗୋଳନ୍ଥରା ପୁଲିସ ଗୁଳିରେ ଗଞ୍ଜାମ ଜିଲ୍ଲାର ମୋଷ୍ଟ ଓ୍ବାଣ୍ଟେଡ ଅପରାଧୀ ସୁନିଲ ନାହକ ଓରଫ ମଲ୍ଲ ଆହତ ହୋଇଛି। ତା’କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତା’ଠାରୁ ପୁଲିସ ଗୋଟିଏ ଦେଶୀ ବନ୍ଧୁକ, ୩ … Read More

ପୂର୍ବ ସରକାର ଛତିଶଗଡ଼ ପାଣି ନେଇଗଲା କହିଲେ, ହେଲେ ସମାଧାନ କଲେନି: ମନମୋହନ ସାମଲ

ଭୁବନେଶ୍ବର: ମହାନଦୀକୁ ନେଇ ବର୍ଷ ବର୍ଷ ଧରି ଛତିଶଗଡ଼ ସହିତ ଚାଲିଆସିଥିବା ଜଳବିବାଦର ଏପର୍ଯ୍ୟନ୍ତ ଆପୋସ ସମାଧାନ ହୋଇନାହିଁ। ପୂର୍ବରୁ ଥିବା ବିଜେଡି ସରକାର ଏନେଇ ଛତିଶଗଡ଼ ସହିତ ଅନେକ ଆଲୋଚନା କରିଥିଲେ ବି କୌଣସି ସୁଫଳ ମିଳିନାହିଁ। ଏବେ ମହାନଦୀ … Read More

ମହାନଦୀ ଜଳବିବାଦ – ମୁଖ୍ୟମନ୍ତ୍ରୀ ଚିଠି ଲେଖିବା ପରେ ବିଜେଡିର ପ୍ରତିକ୍ରିୟା

ଭୁବନେଶ୍ୱର: ମହାନଦୀ ବଞ୍ଚାଅ ଆନ୍ଦୋଳନ ପକ୍ଷରୁ ଗତକାଲି ଜଳବିବାଦର ଆପୋସ ସମାଧାନ ସଂକ୍ରାନ୍ତରେ ଏକ ବୈଠକ ଏବଂ ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କ ଚିଠିକୁ ନେଇ ବିଜେଡି ଉପସଭାପତି ଦେବୀ ମିଶ୍ର ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛନ୍ତି। ବିଜେଡି ଉପସଭାପତି ଶ୍ରୀ ମିଶ୍ର କହିଛନ୍ତି, … Read More

ପି.ଏମ୍ କିଷାନ ଯୋଜନା: ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା

ଭୁବନେଶ୍ୱର: ଚାଷୀଙ୍କ ମୁହଁରେ ଫୁଟିଲା ହସ। ଆର୍ଥିକ ସହାୟତା ଦେଲେ ସରକାର। ଓଡ଼ିଶାର ପ୍ରାୟ ୩୫ ଲକ୍ଷ କୃଷକଙ୍କୁ ମିଳିଲା ୬୯୭ କୋଟି ଟଙ୍କା ସହାୟତା। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ ପିଏମ କିଷାନ ସମ୍ମାନ … Read More

‘ଏନ୍‌ଆଇଏ’ର ଏସ୍‌ପି ହେଲେ ସାଗରିକ ନାଥ

ଭୁବନେଶ୍ବର: ସାଗରିକା ନାଥ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ)ର ଏସ୍‌ପି ଭାବେ ନିଯୁକ୍ତି ପାଇଛନ୍ତି। ୨୦୧୬ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଭାରତୀୟ ପୁଲିସ ସେବା (ଆଇପିଏସ୍‌) ଅଫିସର ସାଗରିକା ନାଥଙ୍କ ‘ଏନ୍‌ଆଇଏ’ରେ ଏସ୍‌ପି ନିଯୁକ୍ତି ନେଇ ଗୃହ ମନ୍ତ୍ରଣାଳୟର ସଚିବ ସଂଜୀବ … Read More

ସିଏମସି ଯୁଗ୍ମ କମିସନରଙ୍କ ସମେତ ୩୦ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ପ୍ରସଙ୍ଗ, ମେୟର କହିଲେ- ଏହା ଆରମ୍ଭ ମାତ୍ର

କଟକ: ବିଳମ୍ବରେ ଅଫିସ ଆସିବା ଓ ସରକାରୀ କାର୍ଯ୍ୟରେ ଅବହେଳା ଅଭିଯୋଗରେ ସିଏମସି ଯୁଗ୍ମ କମିସନରଙ୍କ ସମେତ ୩୦ କର୍ମଚାରୀଙ୍କ ଉପରେ ଆକ୍ସନ ହୋଇଛି। ନୂଆ କମିସନର କିରନଦୀପ କୌର ସହୋତା ଜଣେ ଯୁଗ୍ମ କମିସନର ଏବଂ ୩୦ କର୍ମଚାରୀଙ୍କୁ କାରଣ … Read More

୪ ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

ଭୁବନେଶ୍ୱର : ୪ ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ ।  ଜଳସେଚନ ବିଭାଗର ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନାକୁ କ୍ୟାବିନେଟ ଅନୁମୋଦନ ।  ୩୫୨୯ ଆଡ଼ିବନ୍ଧ ପୁନରୁଦ୍ଧାର କରାଯିବ ।  ୨୦୨୫-୨୦୨୬ ରୁ ୨୦୨୯-୩୦ ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନା ବ୍ୟୟ ହେବ ହେବ … Read More

୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

ଭୁବନେଶ୍ୱର : ଆସନ୍ତା ବିଧାନସଭା ଅଧିବେଶନ ଘେରାଉ କରିବେ କେବଳ ମହିଳା । ପ୍ରାୟ ୨୦ ହଜାର ମହିଳା ଏକତ୍ରିତ ହୋଇ ବିଧାନସଭା ସମ୍ମୁଖରେ ନିଜର ସୁରକ୍ଷା, ସ୍ୱାଭିମାନ ଓ ଅଧିକାର ସରକାରଙ୍କ ସମ୍ମୁଖରେ ଉପସ୍ଥାପନ କରିବେ । କଂଗ୍ରେସ ଏହି … Read More

ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର: 12th ଫେଲ୍ ଶ୍ରେଷ୍ଠ ଫିଚର ଫିଲ୍ମ, ଶାହରୁଖ ଖାନ ଶ୍ରେଷ୍ଠ ଅଭିନେତା

ନୂଆଦିଲ୍ଲୀ: ୨୦୨୩ ପାଇଁ ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର । ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ଯେଉଁଥିରେ ବଲିଉଡ୍ ବାଦଶାହା ଅଭିନେତା ଶାହରୁଖ ଖାନଙ୍କୁ ମିଳିଛି ଶ୍ରେଷ୍ଠ ଅଭିନେତା ପୁରସ୍କାର । ‘ଯଓ୍ୱାନ’ ଫିଲ୍ମ ପାଇଁ … Read More