ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପର ପୁରୁଣା କଣ୍ଟ୍ରାକ୍ଟକୁ ବାତିଲ କଲେ ରାଜ୍ୟ ସରକାର

ଭୁବେନଶ୍ବର: ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପରେ ବାଧା । ବାତିଲ ହେଲା ମେଟ୍ରୋ ପ୍ରକଳ୍ପ ଟେଣ୍ଡର । ସିଗାଲ ଇଣ୍ଡିଆ ସହ ଚୁକ୍ତି ବାତିଲ କଲା ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ। ଏନେଇ ଆନୁଷ୍ଠାନିକ ଭାବେ ବାତିଲ ନୋଟିସ ଜାରି କରିଛି ଡିଏମଆରସି । … Read More

ରାମଚଣ୍ଡୀ ନଦୀ ଗର୍ଭକୁ ଖସି ପଡ଼ିଲା ବିଡିଓଙ୍କ କାର୍‌, ଅଗ୍ନିଶମ ବିଭାଗ ଦ୍ବାରା ପତ୍ନୀଙ୍କ ସହ ବିଡିଓ ଉଦ୍ଧାର

କୋଣାର୍କ : ଶନିବାର ଅପରାହ୍ନ ୪ଟାରେ କୋଣାର୍କ-ପୁରୀ ଵେଳାମାର୍ଗ ସଂଲଗ୍ନ ରାମଚଣ୍ଡୀ ନଦୀ ଗର୍ଭକୁ ଗୋଟିଏ ଚଳନ୍ତା କାର୍ ଖସି ପଡିବା ଫଳରେ କାର୍ ଚାଳକ କଟକ ସଦର ବିଡିଓ ପ୍ରତୀକ ସାହୁ (୩୩) ଓ ତାଙ୍କ ପତ୍ନୀ ରଶ୍ମୀ ସାହୁ(୩୧) … Read More

ମୁଖ୍ୟମନ୍ତ୍ରୀଙ୍କୁ ବର୍ଷକର ରିପୋର୍ଟ କାର୍ଡ ଦେବେ ମନ୍ତ୍ରୀ

ଭୁବନେଶ୍ବର ୨୬।୭: ବିଭିନ୍ନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ରାଜ୍ୟ ସରକାରଙ୍କ ସମସ୍ତ ମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ବର୍ଷକର ରିପୋର୍ଟ କାର୍ଡ ଦେବା ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ସମସ୍ତ ମନ୍ତ୍ରୀ ନିଜ କର୍ତ୍ତବ୍ୟ ଓ ଦାୟିତ୍ଵ ପାଳନ କରିବାର ଆବଶ୍ୟକତା ରହିଛି … Read More

ସଂସଦ ରତ୍ନ ପୁରସ୍କାରରେ ୧୭ ସାଂସଦ ସମ୍ମାନିତ, ଭର୍ତ୍ତୃହରିଙ୍କୁ ସ୍ୱତନ୍ତ୍ର ପୁରସ୍କାର

ନୂଆଦିଲ୍ଲୀରେ ଶନିବାର ଦିନ ୧୭ ଜଣ ସାଂସଦଙ୍କୁ ସେମାନଙ୍କ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ସଂସଦ ରତ୍ନ ପୁରସ୍କାର ୨୦୨୫ ପ୍ରଦାନ କରାଯାଇଛି। ଏହି ସାଂସଦମାନଙ୍କ ମଧ୍ୟରେ ଅଛନ୍ତି ବିଜେପିରୁ ରବି କିଶନ, ନିଶିକାନ୍ତ ଦୁବେ ଏବଂ ଦିନେଶ ଶର୍ମା, କଂଗ୍ରେସରୁ ବର୍ଷା … Read More

ବଢୁଛି ବିଭିନ୍ନ ନଦୀର ଜଳସ୍ତର, ସରକାରଙ୍କ ସମ୍ଭାବ୍ୟ ବନ୍ୟା ମୁକାବିଲା ପ୍ରସ୍ତୁତି

ଭୁବନେଶ୍ୱର : ରାଜ୍ୟରେ ଅନେକ ସ୍ଥାନରେ ଲାଗି ରହିଛି ତୁହାକୁ ତୁହା ବର୍ଷା । ଏହାସହ ବଢି ଚାଲିଛି ବିଭିନ୍ନ ନଦୀର ଜଳସ୍ତର । ବିପଦ ସଙ୍କେତ ଉପରେ ଜଳକା ଓ ବୈତରଣୀ ନଦୀର ଜଳସ୍ତର ପ୍ରବାହିତ ହେଉଛି । ନଦୀରେ ଜଳସ୍ତର … Read More

ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ କାର୍ଯ୍ୟାନୁଷ୍ଠାନ, ଅତିରିକ୍ତ ସମ୍ପାଦକଙ୍କ ସମେତ ୬ ଅଧିକାରୀଙ୍କ ବଦଳି

ଭୁବନେଶ୍ୱର : ସ୍ୱତନ୍ତ୍ର ଓଡିଇଟି ପରୀକ୍ଷା ବାତିଲ ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବୋର୍ଡ କାର୍ଯ୍ୟାଳୟର ଅତିରିକ୍ତ ସମ୍ପାଦକଙ୍କ ସମେତ ୬ ଅଧିକାରୀଙ୍କ ବଦଳି ହୋଇଥିବା ସୂଚନା ମିଳିଛି । ବୋର୍ଡ କାର୍ଯ୍ୟାଳୟର ଅନ୍ୟ ବିଭାଗକୁ ବଦଳି ହେଲେ ୬ … Read More

ଉପର ମୁଣ୍ଡରେ ପ୍ରବଳ ବର୍ଷା: ବିପଦ ସଙ୍କେତ ଟପିଲା ବୈତରଣୀ, ରାଜ୍ୟରେ ବିଭିନ୍ନ ପୋଲ ଉପରେ ଚାଲୁଛି ପାଣି

ଭୁବନେଶ୍ୱର : ବିପଦ ସଙ୍କେତ ଟପିଲା ବୈତରଣୀ । ପ୍ରବଳ ବର୍ଷା ଯୋଗୁ ବଢୁଛି ବୈତରଣୀ ନଦୀର ଜଳସ୍ତର । ଆନନ୍ଦପୁରରେ ବିପଦ ସଙ୍କେତ ୩୮.୩୬୦ ଥିବାବେଳେ ଏବେ ୩୮.୫୨୦ ରହିଛି। ସେପଟେ ଚମ୍ପୁଆରେ ୯୭.୨୦ ମିଲିମିଟର ବର୍ଷା ହୋଇଛି । ପ୍ରଭାବରେ … Read More

ବଳଙ୍ଗା ପୀଡିତାଙ୍କ ବୟାନକୁ ନେଇ ଅଡୁଆରେ ପୋଲିସ

ପୁରୀ : ବଳଙ୍ଗା ପୀଡିତାଙ୍କ ବୟାନକୁ ନେଇ ଅଡୁଆରେ ପଡିଛି ପୁରୀ ପୋଲିସ । ଭୁବନେଶ୍ୱର ଏମ୍ସ ଓ ଦିଲ୍ଲୀ ଏମ୍ସ ଭିତରେ ପୀଡିତା ଦେଇଥିବା ବୟାନରେ ଫରକ ଥିବା ସୂଚନା ମିଳିଛି । ସେଥିପାଇଁ ପୁଣିଥରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୀଡିତାଙ୍କ … Read More

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ବିଜ୍ଞାନ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଶିକ୍ଷକଙ୍କୁ ଉଠାଇ ନେଲା ପୋଲିସ

ରାଜନଗର : କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର  ଡାଙ୍ଗମାଳ ନାଗା ନାରାୟଣ ହାଇସ୍କୁଲରେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ବିଜ୍ଞାନ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ ।  ଶିକ୍ଷକ ଅମର ପ୍ରସାଦ ମଲ୍ଲିକଙ୍କୁ ସ୍କୁଲ ପରିସରରୁ ଉଠାଇନେଲା ତାଳଚୁଆ ସାମୁଦ୍ରିକ ଥାନା ପୋଲିସ । ଶିକ୍ଷକଙ୍କ ବିରୁଦ୍ଧରେ … Read More

ଗିରଫ ହେଲେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ

କୋରାପୁଟ: ଗିରଫ ହେଲେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ। ଆୟଠୁ ଅଧିକ ସଂପତ୍ତି ଠୁଳ ମାମଲାରେ ବାନ୍ଧିଲା ଭିଜିଲାନ୍ସ । ଭିଜିଲାନ୍ସ ରେଡ ବେଳେ ତାଙ୍କ ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା ଓ ପୁଳା ପୁଳା ସୁନାଗହଣା। ଦେଢ଼ … Read More