ଆଉଟସୋର୍ସିଂ ନିଯୁକ୍ତି ନେଇ ସରକାର ଜାରି କଲେ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର: ଆଉଟସୋର୍ସିଂ ନିଯୁକ୍ତି ନେଇ ଓଡ଼ିଶା ସରକାର ସମସ୍ତ ବିଭାଗକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ଆଉଟସୋର୍ସିଂ ଭିତ୍ତିରେ କର୍ମଚାରୀ ନିଯୁକ୍ତି ପାଇଁ ଅର୍ଥ ବିଭାଗର ପୂର୍ବ ଅନୁମୋଦନ ବାଧ୍ୟତାମୂଳକ। ଏପରି କରି ରାଜ୍ୟ ସରକାର ଠିକା ବା କଣ୍ଟ୍ରାକ୍ଟଚୁଆଲ ନିଯୁକ୍ତି … Read More

ଆଇଏଏସ୍‌ ଧୀମାନ ଚକ୍‌ମାଙ୍କୁ ଜାମିନ

ଭୁବନେଶ୍ବର : ଆଇଏଏସ୍‌ ଧୀମାନ ଚକ୍‌ମାଙ୍କୁ ଜାମିନ ମିଳିଛି। ଗୁରୁବାର ଚକ୍‌ମାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ। ୫ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଲାଞ୍ଚ ନେବାବେଳେ ଧରାପଡ଼ି ଭିଜିଲାନ୍ସ ଦ୍ଵାରା … Read More

ଏସଆଇ ନିଯୁକ୍ତି: ବୟସସୀମା ତିନି ବର୍ଷ କୋହଳ କଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟରେ ଓଡ଼ିଶା ପୋଲିସ ସବ୍ ଇନ୍ସିପେକ୍ଟର ନିଯୁକ୍ତି ମାମଲାରେ ଆସିଲା ବଡ଼ ଖବର । ସର୍ବାଧିକ ବୟସସୀମା ୩ ବର୍ଷ କୋହଳ କଲେ ରାଜ୍ୟ ସରକାର। ଏନେଇ ହାଇକୋର୍ଟଙ୍କୁ ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ଅବଗତ କରିଛନ୍ତି। କେବଳ ହାଇକୋର୍ଟଙ୍କ … Read More

୪୮ ଘଣ୍ଟା ପରେ ପୁଣି ଆଇଏଏସ ବଦଳି, ୧୩ ଅଧିକାରୀଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ବର : ରାଜ୍ୟ ସରକାର ଭାରତୀୟ ପ୍ରଶାସନିକ ଅଧିକାରୀ ମାନଙ୍କୁ ବଦଳି କରିବାର ମାତ୍ର ୪୮ ଘଣ୍ଟା ନ ପୂରୁଣୁ ଗୁରୁବାର ଆଉ ୧୩ ଆଇଏଏସଙ୍କ ବଦଳି କରିଛନ୍ତି। ସେମାନଙ୍କ ମଧ୍ୟରୁ କେତେଜଣ ଅଧିକାରୀଙ୍କୁ ନୂଆ ଦାୟିତ୍ୱ ଦିଆଯାଇଥିବା ବେଳେ ଅନ୍ୟ … Read More

ସମୁଦ୍ରରେ ଵିସର୍ଜିତ ହୋଇପାରିବେ ୬ ଫୁଟରୁ ଅଧିକ ଗଣେଶ ମୂର୍ତ୍ତି: ବମ୍ବେ ହାଇକୋର୍ଟ

ମୁମ୍ବାଇ: ଗଣେଶ ଚତୁର୍ଥୀ ପୂର୍ବରୁ, ବମ୍ବେ ହାଇକୋର୍ଟ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଦେଇଛନ୍ତି ଏବଂ ସମୁଦ୍ର ଭଳି ପ୍ରାକୃତିକ ଜଳ ଉତ୍ସରେ ଛଅ ଫୁଟରୁ ଅଧିକ ଉଚ୍ଚ ଗଣେଶ ମୂର୍ତ୍ତି ବିସର୍ଜନ କରିବାକୁ ଅନୁମତି ଦେଇଛନ୍ତି। ସେହି ସମୟରେ, ୬ … Read More

ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ରାଜ୍ୟ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ତ୍ୱରାନ୍ୱିତ କରିବା ଲକ୍ଷ୍ୟରେ ଓଡ଼ିଶା ସରକାର ଏକ ବଡ଼ ଧରଣର ପ୍ରଶାସନିକ ଅଦଳବଦଳ କରିଛନ୍ତି । ଏହି ଅଦଳବଦଳରେ ୪୯ ଜଣ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀଙ୍କୁ ନୂଆ ଦାୟିତ୍ଵ ଦିଆଯାଇଛି … Read More

ଆମ ସରକାର ଆଦିବାସୀମାନଙ୍କ କଲ୍ୟାଣକୁ ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଆଦିବାସୀ ମହାସଂଘ, ଓଡିଶାର କର୍ମକର୍ତ୍ତା ଓ ସଦସ୍ୟମାନେ ଭେଟି ଆଦିବାସୀମାନଙ୍କ ବିଭିନ୍ନ ସମସ୍ୟା ଓ ସାମୂହିକ ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି। ମହାସଂଘ ଆଦିବାସୀଙ୍କ ସାମୂହିକ କଲ୍ୟାଣ ପାଇଁ ବିଭିନ୍ନ ପ୍ରସ୍ତାବ … Read More

ବିଏମସି ନିର୍ବାହୀ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଭୁବନେଶ୍ୱର: ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ (ବିଏମସି) ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କୁ ଗୁରୁବାର ଆୟ ବହିର୍ଭୂତ ସମ୍ପତ୍ତି ମାମଲାରେ ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି। ତାଙ୍କ ବିରୁଦ୍ଧରେ ଜ୍ଞାତ ଆୟ ଉତ୍ସଠାରୁ ଅଧିକ ସମ୍ପତ୍ତି ରଖିଥିବା ଅଭିଯୋଗ ହୋଇଥିଲା। ତାଙ୍କୁ ଗୁରୁବାର … Read More

ଶୁକ୍ରବାର ‘ଓଡ଼ିଶା ଟେକ୍ସ ୨୦୨୫’ : ସୃଷ୍ଟି ହେବ ଅଧିକ ନିଯୁକ୍ତି ସୁଯୋଗ

ଭୁବନେଶ୍ବର ୨୪।୭: ରାଜଧାନୀରେ ଆରମ୍ଭ ହେବ ଓଡ଼ିଶା ଟେକ୍ସ ୨୦୨୫ । ଶୁକ୍ରବାର ଲୋକସେବା ଭବନର କନଭେସନ ହଲ୍‌ରେ ହେବ ଓଡ଼ିଶା ଟେକ୍ସ ୨୦୨୫ ।  ବିଭିନ୍ନ ଇଣ୍ଡଷ୍ଟ୍ରି ଇନଭର୍ଟର ଯୋଗ ଦେବେ । ଓଡ଼ିଶାର ଭିତ୍ତିଭୂମି ସମ୍ପର୍କରେ ଅଧିକ ସୁଯୋଗ ପାଇବେ ସେନେଇ ଆଲୋଚନା ହେବ । ମୁଖ୍ୟମନ୍ତ୍ରୀ ୬ଟି ସ୍ଥାନରେ … Read More

ବିଜେଡି ଛାଡି ବିଜେପିରେ ସାମିଲ ହେଲେ ବ୍ରଜରାଜନଗରର ୧୦ ସରପଞ୍ଚ

ଭୁବନେଶ୍ବର ୨୪।୭: ବିଜେଡି ଛାଡି ବିଜେପିରେ ସାମିଲ ହେଲେ ବ୍ରଜରାଜନଗରର ୧୦ ଜଣ ସରପଞ୍ଚ । ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହେଲେ ଏହି … Read More