ଆନ୍ଦୋଳନ କରିବାର ଅଧିକାର ସମସ୍ତଙ୍କର ଅଛି କିନ୍ତୁ ସରକାରୀ ସମ୍ପତ୍ତି ନଷ୍ଟ କରିବାର ଅଧିକାର ନାହିଁ

ଭୁବନେଶ୍ବର ୨୪।୭: ଛାତ୍ର କଂଗ୍ରେସ ଆନ୍ଦୋଳନ ବେଳେ ଭୁବନେଶ୍ୱର ରାଜରାସ୍ତାରେ ବାଡ଼ ଭାଙ୍ଗିବା ଘଟଣା । ଆନ୍ଦୋଳନକାରୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବ ବିଭାଗ । ଏନେଇ ବିଚାର ବିମର୍ଶ ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ସ୍ମାର୍ଟସିଟି ଲିମିଟେଡ଼ । ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ଆନ୍ଦୋଳନ କରିବାର … Read More

କଂଗ୍ରେସ ପାଳିଲା ଶ୍ରଦ୍ଧାଞ୍ଜଳି ଦିବସ : FM ଛାତ୍ରୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ ସହ ବଳଙ୍ଗା ପୀଡ଼ିତାଙ୍କ ଆଶୁ ଆରୋଗ୍ୟ କାମନା

ଭୁବନେଶ୍ବର ୨୪।୭: ରାଜ୍ୟ କଂଗ୍ରେସ ତରଫରୁ ପାଳିତ ହୋଇଛି ଶ୍ରଦ୍ଧାଞ୍ଜଳି ଦିବସ । ବାଲେଶ୍ବର ଏଫ୍‌ଏମ୍‌ ଛାତ୍ରୀଙ୍କ ଏକାଦଶାହରେ ଶ୍ରଦ୍ଧାଞ୍ଜଳି ଅର୍ପଣ ଓ ବଳଙ୍ଗା ନାବାଳିକା ପୀଡ଼ିତାଙ୍କ ଆଶୁ ଆରୋଗ୍ୟ କାମନା କରି ଏହି ଶ୍ରଦ୍ଧାଞ୍ଜଳି ଦିବସ ପାଳନ କରାଯାଇଛି । ରାଜ୍ୟରେ … Read More

ଅଢ଼େଇ ଲକ୍ଷ ଟଙ୍କାରେ ବିକୁଥିଲେ ବାଘଛାଲ, ଦୁଇ ଅଭିଯୁକ୍ତ ଗିରଫ

ଭୁବନେଶ୍ବର: ଘଞ୍ଚ ଜଙ୍ଗଲରେ ଶକ୍ତିଶାଳୀ ପ୍ରାଣୀମାନଙ୍କ ମଧ୍ୟରୁ ଅନ୍ୟତମ ଜନ୍ତୁ ‘ବାଘ’ ମଧ୍ୟ ସୁରକ୍ଷିତ ନାହାନ୍ତି। ଶିକାରୀ କବଳରୁ ବାଘମାନେ ଖସିପାରୁ ନାହାନ୍ତି। ମନୁଷ୍ୟ ନିଜର ସ୍ବାର୍ଥ ପାଇଁ ତଥା କମ ସମୟରେ ଲକ୍ଷପତି ହେବା ପାଇଁ ଅବାଧ ବାଘ ଶିକାର … Read More

ଅନାସ୍ଥା ପ୍ରସ୍ତାବ ବିରୋଧୀଙ୍କ ପାଇଁ ବୁମେରାଂ ହେବ: ମନ୍ତ୍ରୀ ସୁରେଶ ପୂଜାରୀ

ଭୁବନେଶ୍ୱର: ରାଜ୍ୟରେ ମହିଳାଙ୍କ ବିରୋଧରେ ବଢୁଥିବା ଅପରାଧକୁ ପ୍ରସଙ୍ଗ କରି କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଅନାସ୍ଥା ପ୍ରସ୍ତାବ ଆହ୍ୱାନକୁ ନେଇ ରାଜନୀତି ସରଗରମ ହୋଇଛି। ଏହି ପ୍ରସଙ୍ଗରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏକ ଶକ୍ତ ଜବାବ … Read More

ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା: ରାଜ୍ୟର ୪ ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ବର: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ‌ମୟୂରଭଂଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ଆଗାମୀ ୨୪ ଘଣ୍ଟା ଏହି ୪ଟି ଜିଲ୍ଲା ପାଇଁ ଗୁରୁତ୍ବପୂର୍ଣ୍ଣ ବୋଲି କୁହାଯାଇଛି। … Read More

ନାରୀ ନ୍ୟାୟ ବାହିନୀ ଆପ୍‌ ଉନ୍ମୋଚିତ

ଭୁବନେଶ୍ଵର: ନାରୀ ନ୍ୟାୟ ବାହିନୀ ସଂଗଠନ ତରଫରୁ ଉନ୍ମୋଚନ ହୋଇଛି ନାରୀ ନ୍ୟାୟ ବାହିନୀ ଆପ୍‌। ପିସିସି ସଭାପତି ଭକ୍ତ ଚରଣ ଦାସ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଏହି ଆପ୍‌କୁ ଉନ୍ମୋଚନ କରିଛନ୍ତି। ନାରୀମାନଙ୍କର ଉପରେ ହେଉଥିବା ଅନ୍ୟାୟ ବିରୋଧରେ … Read More

ନାବାଳକ ଛାତ୍ରକୁ ନିସ୍ତୁକ ମାଡ଼: ଭିଡିଓ ଭାଇରାଲ ପରେ ପ୍ରଶାସନର ହସ୍ତକ୍ଷେପ

ଭୁବନେଶ୍ବର: ଏକ ସମ୍ବେଦନଶୀଳ ଘଟଣାକୁ ନେଇ ରାଜ୍ୟସଭା ସାଂସଦ ସୁଲତା ଦେଓ ପୁଣି ଥରେ ରାଜ୍ୟ ସରକାରଙ୍କୁ ପରୋକ୍ଷ ଭାବେ ଟାର୍ଗେଟ୍‌ କରିଛନ୍ତି। ଯାଜପୁରଜିଲ୍ଲା କାଳିଆପାଣି ଅଞ୍ଚଳରେ ଜଣେ ନାବାଳକଙ୍କୁ ଚପଲରେ ମାଡ଼ ମରାଯିବା ଘଟଣା ନେଇ ସୁଲତା ଦେଇ ସାମାଜିକ … Read More

ସୌମ୍ୟାଶ୍ରୀ ଆତ୍ମାହୁତି ପ୍ରସଙ୍ଗରେ ହାଇକୋର୍ଟଙ୍କ ରାୟ; ଏସ୍‌ଆଇଟି ତଦନ୍ତ ଆବଶ୍ୟକ ନାହିଁ

କଟକ: ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ଘଟଣାର ତଦନ୍ତ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ (ଏସ୍‌ଆଇଟି) ଦ୍ବାରା କରିବା ପାଇଁ ହୋଇଥିବା ମାମଲାର ଶୁଣାଣି କରି ଓଡ଼ିଶା ହାଇକୋର୍ଟ ବର୍ତ୍ତମାନ ପରିସ୍ଥିତିରେ ଏସ୍‌ଆଇଟି ତଦନ୍ତର ଆବଶ୍ୟକତା ନାହିଁ … Read More

ନବୀନଙ୍କ ନେତୃତ୍ୱରେ ମହିଳାଙ୍କ ଅଧିକାର ପାଇଁ ଲଢ଼େଇ ଜାରି ରହିଛି: ବିଜେଡି

ଭୁବନେଶ୍ବର: ବିଜୁ ଜନତା ଦଳ (ବିଜେଡି) ସବୁବେଳେ ମହିଳାଙ୍କ ସମ୍ମାନକୁ ଗୁରୁତ୍ବ ଦେଉଛି। ମହିଳାଙ୍କ ଅଧିକାର ପାଇଁ ଲଢ଼େଇ ଜାରି ରଖିଛି। ଅନାସ୍ଥା ପ୍ରସ୍ତାବ ସମ୍ପର୍କରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତ ଚରଣ ଦାସ ଦେଇଥିବା ପ୍ରତିକ୍ରିୟା … Read More

ବିଜେଡି ଅନାସ୍ଥା ପ୍ରସ୍ତାବ ଆଣୁ, ଆମେ ତାକୁ ସମର୍ଥନ କରିବୁ: ପିସିସି ସଭାପତି

ଭୁବନେଶ୍ଵର: ରାଜ୍ୟରେ ନାରୀ ନିର୍ଯାତନା ପ୍ରସଙ୍ଗରେ ସରକାର ଭାଙ୍ଗିବା ପାଇଁ ପୁଣି ରଣହୁଙ୍କାର ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। କଂଗ୍ରେସ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଭକ୍ତ କହିଛନ୍ତି, ସରକାର ଭାଙ୍ଗିବା ପାଇଁ ମୁଖ୍ୟ ବିରୋଧୀ ବିଜେଡି ଅନାସ୍ଥା … Read More