ବିଜେଡି ମା’ ଓ ଭଉଣୀଙ୍କ ସୁରକ୍ଷା ପାଇଁ ସ୍ବର ଉଠାଇବା ଜାରି ରଖିବ: ନବୀନ

ଭୁବନେଶ୍ୱର: ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡ଼ିବା ନେଇ ବିଜେପିକୁ ଘେରିଛନ୍ତି ବିରୋଧୀ। ନାରୀ ସୁରକ୍ଷାକୁ ପ୍ରସଙ୍ଗ କରି ଗର୍ଜୁଛନ୍ତି ବିରୋଧୀ। ରାଜ୍ୟର ବିଭିନ୍ନ ସ୍ଥାନରୁ ମହିଳାଙ୍କୁ ନେଇ ଆସିଥିବା ଅଭାବନୀୟ ଘଟଣା ପ୍ରସଙ୍ଗରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ଷୋଭ ପ୍ରକାଶ … Read More

ଏଫ ଏମ କଲେଜ ପିଡ଼ିତା ମାମଲାର ଶୁଣାଣି, ଏସଆଇଟି ଗଠନ କରି ତଦନ୍ତର ଆବଶ୍ୟକତା ନାହିଁ : ହାଇକୋର୍ଟ

ଭୁବନେଶ୍ୱର : ହାଇକୋର୍ଟରେ ଏଫ ଏମ କଲେଜ ପିଡ଼ିତା ମାମଲାର ଶୁଣାଣି । ବର୍ତ୍ତମାନ ପରିସ୍ଥିତିରେ ଏସଆଇଟି ଗଠନ କରି ତଦନ୍ତ କରିବାର ଆବଶ୍ୟକତା ନଥିବା କହିଲେ ହାଇକୋର୍ଟ। କ୍ରାଇମବ୍ରାଞ୍ଚ ସ୍ୱତନ୍ତ୍ର ଉଇଙ୍ଗର ତଦନ୍ତରେ ସନ୍ତୋଷ ବ୍ୟକ୍ତ କଲେ ହାଇକୋର୍ଟ । ମାମଲାରେ … Read More

ଛାତ୍ରୀଙ୍କୁ ଅସାଦାଚରଣ ଅଭିଯୋଗରେ ଗଣିତ ଶିକ୍ଷକ ଏବଂ ପ୍ରଧାନ ଶିକ୍ଷକ ଅଟକ

ବାଲେଶ୍ବର: ପୁଣି ବାଲେଶ୍ବରରେ ଏଫଏମ୍ କଲେଜ ଘଟଣାର ପୁନରାବୃତ୍ତି ହୋଇଛି । ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସାଦାଚରଣ ଅଭିଯୋଗରେ ବିଦ୍ୟାଳୟର ଗଣିତ ଶିକ୍ଷକ ଏବଂ ପ୍ରଧାନ ଶିକ୍ଷକଙ୍କୁ ଅଟକ ରଖିଛି ପୋଲିସ । ବାଲେଶ୍ବର ଜିଲ୍ଲା ରାଇବଣିଆ ଥାନା ଅଞ୍ଚଳରେ ଘଟିଛି … Read More

ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କୃତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଦୁର୍ନୀତି ବିରୁଦ୍ଧରେ କଡା ଆଭିମୁଖ୍ୟ ଜାରି ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାଜପୁର ଜିଲ୍ଲା ମଧୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ମେଡିକାଲ ଅଫିସର ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି । ଡାକ୍ତର ରାଉତ ବର୍ତ୍ତମାନ … Read More

ଯାଞ୍ଚ ହେବ ଚାଷୀଙ୍କ e-KYC, ପଞ୍ଜିକରଣକୁ ସରଳୀକରଣ କଲେ ରାଜ୍ୟ ସରକାର

ଭୁବନେଶ୍ବର : ନକଲି ଚାଷୀ ଖୋଜିବେ ସରକାର । ଚାଷୀଙ୍କ ଇ-କେୱାଇସି ଯାଞ୍ଚ ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି । ଚଳିତ ଥର ଖରିଫ ଧାନ ବିକିବାକୁ ପଞ୍ଜିକରଣ ବେଳେ ଚାଷୀ କରିବେ ଇ-କେୱାଇସି । ଫିଙ୍ଗର ପ୍ରିଣ୍ଟ ସହ ଆଖି ସ୍କାନ … Read More

ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଭେଟିଲେ ଦିଲୀପ ରାୟ

ଭୁବନେଶ୍ୱର: ବରିଷ୍ଠ ବିଜେପି ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲୀପ ରାୟଙ୍କ ବିରୋଧରେ ମିଥ୍ୟା ସତ୍ୟପାଠ ମାମଲାରେ କୋର୍ଟରେ ଶୁଣାଣି ହେବା ପୂର୍ବରୁ ସେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଭେଟିଛନ୍ତି। ସୂଚନା ଅନୁସାରେ, ସେ ସକାଳେ ଭୁବନେଶ୍ୱରସ୍ଥିତ ତାଙ୍କ … Read More

ଯାତ୍ରା ମଞ୍ଚରେ ସାପ ଖେଳ, ବନ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ

ଯାଜପୁର : ଯାତ୍ରା ମଞ୍ଚରେ ସାପ ଖେଳ। ତୁଳସୀ ଗଣନାଟ୍ୟ ମଞ୍ଚରେ ଦେଖିବାକୁ ମିଳିବ ଅଜଗର ସାପ ।  ଏକ ନାଟକରେ ମଞ୍ଚରେ ସାପକୁ ଧରି କଳାକାର ଅଭିନୟ କରୁଥିବାର ଦୃଶ୍ୟ ଏବେ ସାମ୍ନାକୁ ଆସିଛି। ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ନିକଟ ଆଖଡାଶାଳରେ … Read More

NCERT ପାଠ୍ୟପୁସ୍ତକରୁ ପାଇକ ବିଦ୍ରୋହ ବାଦ ପ୍ରସଙ୍ଗ, ଉଦବେଗ ପ୍ରକାଶ କଲେ ବିରୋଧୀ ଦଳ ନେତା ନବୀନ

ଭୁବନେଶ୍ୱର : NCERT ଅଷ୍ଟମ ଶ୍ରେଣୀ ନୂଆ ସାମାଜିକ ବିଜ୍ଞାନ ପାଠ୍ୟପୁସ୍ତକ Exploring Society: India and Beyond”ରୁ ଓଡ଼ିଶାର ଐତିହାସିକ ପାଇକ ବିଦ୍ରୋହକୁ ବାଦ ଦେଇଛି ।  ପାଇକ ବିଦ୍ରୋହ ବିଷୟ ହଟିବା ପ୍ରସଙ୍ଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ … Read More

ସବୁ ଗ୍ରାମ ପଞ୍ଚାୟତରେ ହେବ ଆୟୁଷମାନ ଆରୋଗ୍ୟ ମନ୍ଦିର

ଭୁବନେଶ୍ବର: ତଳ ସ୍ତରରେ କିଭଳି ସ୍ବାସ୍ଥ୍ୟ ସେବା ପହଞ୍ଚିବ । ସେଥିପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି । କଟକ ଏସସିବି ଓ ଭୁବନେଶ୍ବର କ୍ୟାପିଟାଲ ହସ୍ପପିଟାଲ ଭଳି ବଡ଼ ଡାକ୍ତରଖାନାଗୁଡ଼ିକରୁ ଚାପ କମାଇବା ପାଇଁ ସ୍ୱାସ୍ଥ୍ୟ ବିଭାଗ ବଡ … Read More

ଖୁବଶୀଘ୍ର ନିଲାମ ହେବ ରାଜ୍ୟର ୨୨ଟି ଖଣି, ବଢିବ ରାଜସ୍ୱ : ମନ୍ତ୍ରୀ ବିଭୂତି ଭୂଷଣ ଜେନା

ଭୁବନେଶ୍ୱର : ଖୁବ୍‌ଶୀଘ୍ର ନିଲାମ ହେବ ରାଜ୍ୟର ୨୨ଟି ଖଣି । ଖଣି ନିଲାମ ଦ୍ୱାରା ରାଜସ୍ୱ ବଢିବ ବୋଲି ଇସ୍ପାତ ଏବଂ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ପ୍ରତିକ୍ରିୟା ରଖିଛନ୍ତି । ମନ୍ତ୍ରୀଙ୍କ କହିବା ଅନୁଯାୟୀ, ପୂର୍ବ ସରକାର ଦୀର୍ଘ … Read More