କୋଟିଆକୁ ଖୁବ ଶୀଘ୍ର ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍‌ ସେବା

କୋରାପୁଟ: କୋଟିଆକୁ ଖୁବ ଶୀଘ୍ର ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍‌ ସେବା। ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। କୋଟିଆ ଉପରେ ଆନ୍ଧ୍ର ଆଖି ପକାଇଛି, ପ୍ରତିହତ ପାଇଁ ସରକାର କାମ କରୁଛନ୍ତି। ଏଠାରେ ଖଣି ଖାଦାନ ଭରି … Read More

ଯୁବତୀଙ୍କ ସହ ଦୁର୍ବ୍ୟବହାର ଅଭିଯୋଗରେ ଧରାପଡ଼ିଲେ ୨ ଯୁବକ

ପୁରୀ : ସମଙ୍ଗ ପାର୍କିଂରେ ଉତ୍ପାତ । ଧରାପଡ଼ିଲେ ୨ ଯୁବକ , ଖସିଗଲେ ଅନ୍ୟ ୪ ଜଣ ଯୁବକ । ସୋମବାର ରାତିରେ ୩ ଜଣ ଯୁବତୀ ଶ୍ରୀମନ୍ଦିରରୁ ଦର୍ଶନ ସାରି ସମଙ୍ଗ ପାର୍କିଂ ରାସ୍ତାରୁ କଣ୍ଠପୁର ଗାଁକୁ ଯିବା ସମୟରେ … Read More

ଜଗତସିଂହପୁର ଗଣଦୁଷ୍କର୍ମ: କଟକରୁ ଗିରଫ ହେଲେ ମୁଖ୍ୟ ଅଭିଯୁକ୍ତ

ଜଗତସିଂହପୁର: ଜଗତସିଂହପୁରରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଜଣେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ୍ । କଟକରୁ ଅଭିଯୁକ୍ତକୁ ଗିରଫ କରିଥିବା ନେଇ ସୂଚନା ଦେଇଛନ୍ତି ପୋଲିସ୍ । ଏବେ ବି ଅନ୍ୟ ଜଣେ ଅଭିଯୁକ୍ତ ଫେରାର ରହିଛନ୍ତି । ଦ୍ବିତୀୟ ଅଭିଯୁକ୍ତକୁ … Read More

ବନ୍ଧା ହେଲେ ଜମିଦାର DFO ବାବୁ, ୩ ଦିନ ଧରି ଭିଜିଲାନ୍ସ ପକ୍ଷରୁ ହୋଇଥିଲା ଚଢାଉ

କେନ୍ଦୁଝର: ବନ୍ଧା ହେଲେ ଜମିଦାର DFO ବାବୁ!।  କେନ୍ଦୁଝର କେନ୍ଦୁଲିଫ୍ ଡିଭିଜିନ ଡିଏଫଓ ନିତ୍ୟାନନ୍ଦ ନାୟକଙ୍କୁ ଗିରଫ କଲା ଭିଜିଲାନ୍ସ ।  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କରାଯାଇଛି ।  ଗତ ୩ ଦିନ ଧରି ଭିଜିଲାନ୍ସ ପକ୍ଷରୁ ଚଢାଉ … Read More

ବଳଙ୍ଗା ପୀଡ଼ିତାଙ୍କ ବୟାନ ରେକର୍ଡ ପାଇଁ ଦିଲ୍ଲୀ ଗଲେ ପୋଲିସ ଟିମ୍‌

ନିମାପଡା: ନିମାପଡା ଜିଲ୍ଲା ବଳଙ୍ଗାରେ ଯୁକ୍ତ ଦୁଇ ଛାତ୍ରୀଙ୍କୁ ନିଆଁ ଲଗଇ ପୋଡିଦେବା ମାମଲାରେ ସ୍ପେସିଆଲ ସ୍କ୍ବାଡ୍‌ର ୩ଟି ଟିମ ଓ ଗୁଇନ୍ଦା ବିଭାଗର ସ୍ୱତ୍ରନ୍ତ୍ର ଟିମ ତଦନ୍ତ କରୁଥିବାବେଳେ, ଏବେ କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍ ପହଞ୍ଚିଛନ୍ତି । ୨୦ରୁ … Read More

ଦୁର୍ଘଟଣାରେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟଣା; ୪ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ: ପୁରୀ ଜିଲ୍ଲାର ଚନ୍ଦନପୁର ଅଞ୍ଚଳରେ ଜାତୀୟ ରାଜପଥ-୩୧୬ରେ ସୋମବାର ଦିନ ଅଗ୍ନିଶମ ବାହିନୀ ଗାଡ଼ି ଧକ୍କାରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ନାମ ସ୍ୱୟମ୍ ଶୁଭମ୍ ସେନାପତି (୨୦ ବର୍ଷ)। ସେ ପୁରୀର ଏସସିଏସ କଲେଜର କମ୍ପ୍ୟୁଟର … Read More

ଅଧ୍ୟାପିକାଙ୍କୁ କଲେଜ ଅଧ୍ୟକ୍ଷ ନିର୍ଯାତନା ଅଭିଯୋଗ , ପୋଲିସ ମହାନିର୍ଦ୍ଦେଶକଙ୍କୁ ଭେଟି ମାଗିଲେ ନ୍ୟାୟ

ଆଠଗଡ଼: ଶ୍ରୀ ଶ୍ରୀ ଧବଳେଶ୍ଵର ମହାବିଦ୍ୟାଳୟରେ ଅଧ୍ୟାପିକାଙ୍କୁ କଲେଜ ଅଧ୍ୟକ୍ଷ ନିର୍ଯାତନା ଦେବା ଘଟଣା ।  ଗତ ୨୦ରେ ପୋଲିସ ମହାନିର୍ଦ୍ଦେଶକଙ୍କୁ ଭେଟି ନ୍ୟାୟ ମାଗିବା ଚିଠି ସାମାଜିକ ଗଣମାଧ୍ୟମରେ ଘୁରି ବୁଲିଥିଲା । ଏନେଇ ପରେ ମୁହଁ ଖୋଲିଲେ ସଂପୃକ୍ତ ଅଧ୍ୟାପିକା … Read More

କାଚ ଓ ଟିଣ ବୋତଲରେ ମିଳିବ ପେଟ୍ରୋଲ, ଆସନ୍ତାକାଲି ଠାରୁ ପ୍ଲାଷ୍ଟିକ ବୋତଲ ଯାଞ୍ଚ କଡାକଡି

ଭୁବନେଶ୍ୱର : ପ୍ଲାଷ୍ଟିକ ବୋତଲରେ ଆଉ ମିଳିବନି ପେଟ୍ରୋଲ । ଏମିତି ଘୋଷଣା କଲେ ଯୋଗାଣ ମନ୍ତ୍ରୀ । ଏଣିକି କେହି ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକି ପାରିବେନି । ବାହାରେ ବିକିଲେ ହେବ କାର୍ଯ୍ୟାନୁଷ୍ଠାନ । ଆସନ୍ତାକାଲି ଠାରୁ ଯାଞ୍ଚ କଡାକଡି … Read More

ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ମାନସ ରଞ୍ଜନ ପାଠକଙ୍କ ଶପଥ ଗ୍ରହଣ

କଟକ: ଓଡ଼ିଶା ହାଇକୋର୍ଟର ବିଚାରପତି ଭାବରେ ସୋମବାର ଦିନ ଜଷ୍ଟିସ ମାନସ ରଞ୍ଜନ ପାଠକ ଶପଥ ଗ୍ରହଣ କରିଛନ୍ତି। ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଆଡଭୋକେଟ୍ ଜେନେରାଲ ପିତାମ୍ବର ଆଚାର୍ଯ୍ୟ ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଉପସ୍ଥିତିରେ ମୁଖ୍ୟ ବିଚାରପତି ହରିଶ … Read More

ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । ରାଜଭବନରେ ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ୍ଷ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉଭୟଙ୍କ ମଧ୍ୟରେ ସାକ୍ଷାତ ଆଲୋଚନା ସୌଜନ୍ୟମୂଳକ ଥିଲା ବୋଲି କୁହାଯାଉଛି। ଗୁରୁତ୍ବପୂର୍ଣ୍ଣ କଥା ହେଲା, ଗଲା କିଛି ଦିନ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ … Read More