ଦୁର୍ଘଟଣାରେ ୨ ବାଇକ୍ ଆରୋହୀ ମୃତ
ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫୁଲବାଣୀ ସଦର ଥାନା ଅନ୍ତର୍ଗତ ସୁଡ୍ରେଜୁ ନିକଟସ୍ଥ କ୍ରାଣ୍ଡିମାସ୍କାଠାରେ ଏକ ଗାଡ଼ି ଧକ୍କାରେ ୨ ବାଇକ୍ ଆରୋହୀଙ୍କ ସମେତ ୨ ଗୋରୁଙ୍କର ମୃତ୍ୟୁ ଘଟିଛି। ଧକ୍କା କରିଥିବା ଗାଡ଼ିର ପତ୍ତା ଏଯାଏଁ ମିଳିପାରିନାହିଁ। ଗତକାଲି (ମଙ୍ଗଳବାର) ବିଳମ୍ବିତ … Read More
