ରାଜନୀତି କରନି, ସରକାରଙ୍କ ଉପରେ ବିଶ୍ୱାସ ଅଛି: ମୃତ ସୌମ୍ୟାଶ୍ରୀଙ୍କ ବାପା

ଭୁବନେଶ୍ୱର: ବାଲେଶ୍ଵର ଏଫଏମ କଲେଜ ଛାତ୍ରୀଙ୍କ ମୃତ୍ୟୁ ପରେ ମଙ୍ଗଳବାର ଦିନ ଶୋକାକୁଳ ପରିବେଶରେ ପୈତୃକ ଗ୍ରାମରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଯୌନ ନିର୍ଯାତନାର ଅଭିଯୋଗରେ ନ୍ୟାୟ ପାଇବା ପାଇଁ ଆତ୍ମଦାହ କରିଥିବା ସୌମ୍ୟାଶ୍ରୀ ବିସି ସୋମବାର ବିଳମ୍ବିତ ରାତିରେ … Read More

ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା: ରାଜ୍ୟ ସରକାରଙ୍କୁ ରାହୁଲ ଗାନ୍ଧୀଙ୍କ ଟାର୍ଗେଟ

ଭୁବନେଶ୍ୱର : ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ରାହୁଲ ଗାନ୍ଧୀ। ସୋସିଆଲ ମିଡିଆ Xରେ ପୋଷ୍ଟ କରି ରାହୁଲ ଉଲ୍ଲେଖ କରିଛନ୍ତି ଯେ ନ୍ୟାୟ ପାଇଁ ଲଢୁଥିବା ଝିଅକୁ ସିଧା ବିଜେପି ସିଷ୍ଟମ ଦ୍ବାରା … Read More

ବିଏମ୍‌ସି ଅତିରିକ୍ତ କମିଶନରଙ୍କୁ ମାଡ଼ ମାରିବା ଘଟଣା: ୫ ଅଭିଯୁକ୍ତଙ୍କୁ ମିଳିଲା ଜାମିନ୍

ଭୁବନେଶ୍ୱର: ବିଏମ୍‌ସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମାଡ଼ ଘଟଣାରେ ୫ ‌ଅଭିଯୁକ୍ତଙ୍କୁ ଜାମିନ। ଗିରଫ ୫ ଅଭିଯୁକ୍ତଙ୍କୁ ଜାମିନ୍ ପ୍ରଦାନ କଲେ ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍‌। ୨୯ ନଂ ୱାର୍ଡ କର୍ପୋରେଟର ଅପରୂପ ନାରାୟଣ ରାଉତ, ରଶ୍ମି ରଞ୍ଜନ ମହାପାତ୍ର, … Read More

ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ଦୁଃଖପ୍ରକାଶ କଲେ ନବୀନ, କହିଲେ ଏହା ଏକ ଯୋଜନାବଦ୍ଧ ଅନ୍ୟାୟ

ଭୁବନେଶ୍ୱର : ଏଫଏମ କଲେଜ ଛାତ୍ରୀଙ୍କ ଦେହାନ୍ତକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏମସରେ ଚିକିତ୍ସିତ ହେଉଥିବା ବାଲେଶ୍ବର ଏଫଏମ କଲେଜ ପୀଡ଼ିତାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ ଓ ମର୍ମାହତ ।  … Read More

ଆସନ୍ତା ୩ ମାସ ଭିତରେ ଇ-କେୱାଇସି ନକଲେ ରାଶନ କାର୍ଡ କଟାଯିବ : ମନ୍ତ୍ରୀ

ଭୁବନେଶ୍ୱର: ରାଶନ କାର୍ଡକୁ ନେଇ ବଡ ଘୋଷଣା କଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି ଯେ, ୩ ମାସ ମଧ୍ୟରେ । ଇ-କେୱାଇସି କରିବାକୁ । ଯଦି ନକରନ୍ତି ତେବେ ରାଶନ କାର୍ଡ କଟାଯିବ । … Read More

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା ବନ୍ଦ ଡାକରା । ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀ ଜୀବନ ହାରିବା ଘଟଣାକୁ … Read More

ପୁରୀ ମହାନଗର ନିଗମରେ ମିଶିବ ୮ ପଞ୍ଚାୟତର ୪୪ ଗାଁ

ପୁରୀ: ପୁରୀ ମହାନଗର ନିଗମରେ ମିଶିବ ୮ ପଞ୍ଚାୟତର ୪୪ ଗାଁ। ତେବେ ମହାନଗର ନିଗମ ହେବା ନେଇ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ପୁରୀ ସହରକୁ ଲାଗିଥିବା ୮ ପଞ୍ଚାୟତର ୪୪ଟି ଗାଁର ନାମକୁ ପୁରୀ ପୌରସଂସ୍ଥା ପ୍ରସ୍ତାବରେ ଯୋଡ଼ି ସରକାରଙ୍କୁ … Read More

ପଞ୍ଚଭୂତରେ ଲୀନ ସୌମ୍ୟାଶ୍ରୀ, ମୁଖ୍ୟମନ୍ତ୍ରୀ ଘୋଷଣା କଲେ ୨୦ ଲକ୍ଷର ସହାୟତା ରାଶି

ବାଲେଶ୍ବର: ପଞ୍ଚଭୂତରେ ଲୀନ ହେଲେ ଏଫଏମ କଲେଜ ପୀଡିତା ସୌମ୍ୟାଶ୍ରୀ ବିଶି । ଗତକାଲି ରାତିରେ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ବାଲେଶ୍ବର ଜିଲ୍ଲା ଭୋଗରାଇ ସ୍ଥିତ ତାଙ୍କ ପୈତୃକ ଗାଁ ପଳାସିଆ ମଶାଣିରେ ସୌମ୍ୟାଶ୍ରୀଙ୍କ … Read More

ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ପ୍ରଭାତୀ ପରିଡ଼ାଙ୍କ ପ୍ରତିକ୍ରିୟା: ଦୋଷୀକୁ ମିଳିବ କଠୋର ଦଣ୍ଡ

ଭୁବନେଶ୍ୱର : ମୃତ୍ୟୁ ସହ ସଂଗ୍ରାମ କରି ବାଲେଶ୍ୱର ଏଫଏମ୍ କଲେଜର ପୀଡିତାଙ୍କ ଦେହାନ୍ତ ହୋଇଛି । ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ରାତି ୧୧.୪୬ରେ ତାଙ୍କର ମୃତ୍ୟୁ ହୋଇଛି । ଏନେଇ ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି । ସୌମ୍ୟାଶ୍ରୀଙ୍କ … Read More

ଡାକ୍ତରୀ ଏକ ବୃତ୍ତି ନୁହେଁ, ଏକ ପବିତ୍ର ଶପଥ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ସୋମବାର ଦିନ ଏମ୍ସ ଭୁବନେଶ୍ୱରର ସମାବର୍ତ୍ତନ ଉତ୍ସବରେ ଉଦବୋଧନ ଦେଇ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି ଯେ ‘ଡାକ୍ତରୀ କେବଳ ଏକ ବୃତ୍ତି ନୁହେଁ, ଏହା ଏକ ଶପଥ’। ରାଷ୍ଟ୍ରପତି ମୁର୍ମୁ ସ୍ନାତକ ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କର ସମର୍ପଣ ଏବଂ … Read More