ଏଫ୍‌ଏମ୍ କଲେଜର ନିଲମ୍ବିତ ଅଧ୍ୟକ୍ଷ ଗିରଫ

ଭୁବନେଶ୍ବର: ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ନିଜ ଜୀବନ ନେବାକୁ ଉଦ୍ୟମ କରିବା ଘଟଣାରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନିଲମ୍ବିତ କଲେଜ ଅଧ୍ୟକ୍ଷ ଦିଲୀପ କୁମାର ଘୋଷ ଗିରଫ ହୋଇଛନ୍ତି। ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ଗଠିତ ହୋଇଥିବା ଉଚ୍ଚସ୍ତରୀୟ … Read More

ସିଜୁଆରେ ସବୁଜିମା ସୃଷ୍ଟି ପାଇଁ ମିଳିତ ପ୍ରୟାସ: ଲାୟନ୍ସ କ୍ଲବ ଓ ମା ଭୁଆସୁଣୀ କମିଟି ପକ୍ଷରୁ ବୃକ୍ଷରୋପଣ

ସିଜୁଆ, ୧୩/୭: ପରିବେଶ ସୁରକ୍ଷା ଦିଗରେ ଏକ ମହତ ପଦକ୍ଷେପ ସ୍ୱରୂପ, ରବିବାର ଦିନ ଲାୟନ୍ସ କ୍ଲବ ଏବଂ ମା ଭୁଆସୁଣୀ ଆଞ୍ଚଳିକ ଉନ୍ନୟନ କମିଟିର ମିଳିତ ଆନୁକୂଲ୍ୟରେ ସିଜୁଆସ୍ଥିତ ହନୁମାନ ମନ୍ଦିର ପରିସରରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। … Read More

ରେଭେନ୍ସା ଛାତ୍ର ମାନେ ଝାଡାବାନ୍ତିରେ ଆକ୍ରାନ୍ତ : ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଏହା ହଇଜା ନୁହେଁ, ଖାଦ୍ୟ ଯୋଗାଉଥିବା ଭେଣ୍ଡରକୁ ବରଖାସ୍ତ

କଟକ ୧୩।୭: କଟକ ରେଭେନ୍ସା ବିଶ୍ଵବିଦ୍ୟାଳୟରେ ନ୍ୟୁ ପିଜି ହଷ୍ଟେଲରେ ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ଛାତ୍ର ମାନେ ଏସସିବି ମେଡ଼ିକାଲରେ ଚିକିତ୍ସିତ ହେବା ପରେ ସରକାରଙ୍କ ନିଦ ଭାଙ୍ଗିଲା । ରେଭେନ୍ସା ବିଶ୍ଵବିଦ୍ୟାଳୟରେ ଖାଦ୍ୟର ମାନ ଯାଞ୍ଚ କରିବା ପାଇଁ ନିୟୋଜିତ ହେଲେ ସାନିଟାରୀ ଇନ୍ସପେକ୍ଟର । ମେଡ଼ିକାଲରେ … Read More

ନୈତିକତା ଦୃଷ୍ଟିରୁ ଶିକ୍ଷାମନ୍ତ୍ରୀ ଇସ୍ତଫା ଦିଅନ୍ତୁ: କଂଗ୍ରେସ

ଭୁବନେଶ୍ବର: ଆତ୍ମାହୁତି ଉଦ୍ୟମ କରି ଭୁବନେଶ୍ବର ଏମ୍‌ସରେ ଚିକିତ୍ସାଧୀନ ଥିବା ବାଲେଶ୍ବର ଜିଲ୍ଲା ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେ କମିଟି (ପିସିସି) ସଭାପତି ଭକ୍ତଚରଣ ଦାସ ରବିବାର ସନ୍ଧ୍ୟାରେ ଭେଟିଛନ୍ତି। ପୀଡିତାଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିବା ସାଙ୍ଗକୁ … Read More

ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ବିଜୁ ଛାତ୍ର ଓ ଯୁବ ଜନତା ଦଳର ପ୍ରତିବାଦ

ଭୁବନେଶ୍ବର ୧୩।୭: ବାଲେଶ୍ୱର ଫକୀରମୋହନ କଲେଜ ଘଟଣାରେ ବିଜୁ ଛାତ୍ର ଓ ଯୁବ ଜନତା ଦଳ ପକ୍ଷରୁ ଜୋରଦାର ପ୍ରତିବାଦ କରାଯାଇଛି । ବାଲେଶ୍ୱର ଛାତ୍ରୀକୁ ନ୍ୟାୟ ଦେବା ଦାବିରେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରାଓ କଲା ବିଜୁ ଛାତ୍ର ଓ ଯୁବ ଜନତା ଦଳ । ବିଜେଡି ବିଧାୟକ ବ୍ୟୋମକେଶ ରାୟ … Read More

ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ବର୍ଷା ଜାରି ରହିବାର ଆଶଙ୍କା ଦେଖାଯାଇଛି। ବିଗତ ଦିନରେ ହୋଇଥିବା ଲଘୁଚାପ ପରେ ବର୍ଷା ଏବେବି ଜାରି ରହିଛି। ଏହାରି ମଧ୍ୟରେ ଆଗାମୀ ଦିନ ପାଇଁ ପାଣିପାଗ ବିଭାଗ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି। ଆଞ୍ଚଳିକ … Read More

ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିଲା ନବନିର୍ମାଣ ଯୁବଛାତ୍ର ସଂଗଠନ

ଭୁବନେଶ୍ବର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳର ସହକାରୀ ପ୍ରାଧ୍ୟାପକଙ୍କ ନିର୍ଯାତନା ଶିକାର ହୋଇ ଜଣେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣାରେ ରାଜ୍ୟ ବିଜେପି ସରକାରର ଦାୟିତ୍ବହୀନତାକୁ ଦାୟୀ କରିଛି ନବନିର୍ମାଣ ଯୁବଛାତ୍ର ସଂଗଠନ। ରବିବାର ନବନିର୍ମାଣ ଯୁବଛାତ୍ର ସଂଗଠନର ରାଜ୍ୟ … Read More

ଆଗାମୀ ୨୪ରୁ ୪୮ ଘଣ୍ଟା ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ, ୯୫%ରୁ ଅଧିକ ପୋଡ଼ିଛି, ସ୍ଥିତିରେ କିଛି ସୁଧାର ଆସିନି : ଏମ୍‌ସ ନିର୍ଦ୍ଦେଶକ

ଭୁବନେଶ୍ବର : ଭୁବନେଶ୍ବର ଏମ୍‌ସରେ ଜୀବନ ମୃତ୍ୟୁ ସହ ସଂଗ୍ରାମ କରୁଛି ବାଲେଶ୍ବର FM କଲେଜ ଛାତ୍ରୀ। ଗତକାଲି ତାଙ୍କୁ ବାଲେଶ୍ଵରରୁ ଆଣି ଏମସରେ ଭର୍ତ୍ତି କରାଯାଇଥିଲା। ଗତକାଲିଠୁ ଏମ୍‌ସରେ ଚିକିତ୍ସାଚାଲିଥିଲେ ବି ଛାତ୍ରୀ ଜଣଙ୍କର ଅବସ୍ଥାରେ କିଛି ସୁଧାର ଆସିନି। … Read More

ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା : ଦୃଢ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଲେ ଏନସିଡବ୍ଲ୍ୟୁ ଅଧ୍ୟକ୍ଷ, ପହଞ୍ଚିଲେ କ୍ରାଇମବ୍ରାଞ୍ଚର ଓମେନ୍ସ ୱିଙ୍ଗ

ବାଲେଶ୍ବର : ବାଲେଶ୍ବର ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣାକୁ ଗମ୍ଭୀରତାର ସହ ନେଇଛି ଜାତୀୟ ମହିଳା କମିସନ । ଏହି ଘଟଣାକୁ ଏନସିଡବ୍ଲ୍ୟୁ ଅଧ୍ୟକ୍ଷ ବିଜୟା ରାହତକର ଘୋର ନିନ୍ଦା କରିଛନ୍ତି ।  ନିରପେକ୍ଷ ଓ ଧାର୍ଯ୍ୟ ସମୟ ମଧ୍ୟରେ ତଦନ୍ତ କରିବାକୁ … Read More

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୬ ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର: ଧିରେ ଧିରେ ଜଳଭଣ୍ଡାର ମଧ୍ୟକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଉ ଥିବାରୁ ଏନେଇ ରବିବାର ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ଏକକାଳୀନ ୬ଟି ସ୍ଲୁଇସ୍‌ ଗେଟ୍‌ । ସକାଳ ୮ଟାରେ ପ୍ରଥମେ ୨ଟି ଓ ପରେ ସକାଳ ୧୧ଟାରେ … Read More